Odisha Elections 2024
Posted inଜାତୀୟ

ଘର-ଜମି କିଣିବା ପୂର୍ବରୁ କରାଇ ନିଅନ୍ତୁ ଆଧାର ସହ ପାନ ଲିଙ୍କ: ନ ହେଲେ କଟିବ ଅଧିକ ଟିଡିଏସ…

ନୂଆଦିଲ୍ଲୀ,୭।୧୨ : ଭାରତୀୟ ନାଗରିକଙ୍କ ପାଇଁ ଆଧାର ଏବଂ ପାନ କାର୍ଡ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଗତ କିଛି ବର୍ଷ ଧରି ଏହି ଦୁଇକୁ ଲିଙ୍କ କରିବା ବିଷୟରେ ସରକାରୀ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଉଭୟ ସରକାରୀ ଡକ୍ୟୁମେଣ୍ଟ ଜଣେ ବ୍ୟକ୍ତିଙ୍କର ପରିଚୟ ଭାବରେ ଜଣାଶୁଣା। ଆଧାରର କାର୍ଯ୍ୟ ଏକ ପ୍ରକାର ପରିଚୟ ପତ୍ର ପରି। ସେହିପରି ପାନ କାର୍ଡ ଏକ ଆର୍ଥିକ ଡକ୍ୟୁମେଣ୍ଟ ଭାବରେ ଜଣାଶୁଣା। ଅଧିକାଂଶ କାର୍ଯ୍ୟ ପାଇଁ ଆଧାର ଏବଂ ପାନ କାର୍ଡ ବ୍ୟବହୃତ ହୁଏ।

ଆଧାର ଏବଂ ପାନ କାର୍ଡକୁ ପରସ୍ପର ସହିତ ଲିଙ୍କ କରିବା ଆବଶ୍ୟକ। ଯଦି ନ ହୋଇଥାଏ ତେବେ ଜମି, ଘର କିମ୍ବା ଫ୍ଲାଟ କିଣିଲେ ୨୦ ପ୍ରତିଶତ ପର୍ଯ୍ୟନ୍ତ ଟିଡିଏସ ଦେବାକୁ ପଡିବ।
ନୂତନ ଆୟକର ନିୟମ ଅନୁଯାୟୀ, ପାନ-ଆଧାର କାର୍ଡକୁ ଲିଙ୍କ କରିବା ଆବଶ୍ୟକ। ଯଦି ଏହା ନ କରାଯାଏ ତେବେ ଅଧିକ ଟିକସ ଦେବାକୁ ପଡିବ।
ଜଣେ ବ୍ୟକ୍ତି ୫୦ ଲକ୍ଷରୁ ଅଧିକ ଟଙ୍କାର ସ୍ଥାବର ମୂଲ୍ୟର ସମ୍ପତ୍ତି କିଣିଲେ, ତାଙ୍କୁ ୧ ପ୍ରତିଶତ ଟିଡିଏସ ଦେବାକୁ ପଡିବ। ଯେଉଁଠାରେ ବିକ୍ରେତା ରାଶିର ୯୯% ସରକାରଙ୍କୁ ଦିଅନ୍ତି । ଯଦି ସମ୍ପତ୍ତି କ୍ରେତାଙ୍କର ଆଧାର-ପାନ ଲିଙ୍କ ନାହିଁ, ତେବେ ତାଙ୍କୁ ୧% ଟିଡିଏସ ପରିବର୍ତ୍ତେ ୨୦% ଟିଡିଏସ ଦେବାକୁ ପଡିବ ।

 


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କୁ ଲିଗାଲ ନୋଟିସ୍‌

କୋଲକାତା,୨୧ା୫:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭାରତ ସେବାଶ୍ରମ ସଂଘ (ବିଏସ୍‌ଏସ୍‌)ର ସମ୍ପାଦକ ସ୍ବାମୀ ପ୍ରଦୀପ୍ତାନନ୍ଦ ସୋମବାର ଲିଗାଲ ନୋଟିସ୍‌ ପଠାଇ ୪୮ ଘଣ୍ଟା ମଧ୍ୟରେ ନିଃସର୍ତ୍ତ...

ନୂଆ ଆପରାଧିକ ଆଇନ ବିରୋଧରେ ପିଟିଶନ ଖାରଜ

ନୂଆଦିଲ୍ଲୀ,୨୧ା୫ (ପି.ଟି.):କେନ୍ଦ୍ର ସରକାର ଆଣିଥିବା ୩ ନୂଆ ଆପରାଧିକ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନକୁ ବିଚାର କରିବା ପାଇଁ ସୁପ୍ରିମକୋର୍ଟ ସୋମବାର ମନା କରିଦେବା...

ଅଧ ରାତିରେ କ୍ଷମା ମାଗିଲେ ସମ୍ବିତ ପାତ୍ର: କହିଲେ, ମୋ ଭୁଲ୍‌ ପାଇଁ ଆଗାମୀ ୩ ଦିନ ଉପବାସ କରିବି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୧।୫:ଓଡିଶାର ପୁରୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ସମ୍ମିତ ପାତ୍ର ପ୍ରଭୁ ଜଗନ୍ନାଥଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭକ୍ତ ବୋଲି କହି କ୍ଷମା ମାଗିଛନ୍ତି।...

୫ମ ପର୍ଯ୍ୟାୟରେ ୬୦% ମତଦାନ

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ୬୦.୪୮ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ତଥ୍ୟରୁ ଜଣାପଡ଼ିଛି। ସୋମବାର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ...

ଇରାନ ରାଷ୍ଟ୍ରପତିଙ୍କ ବିୟୋଗରେ ମଙ୍ଗଳବାର ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳିବ ଭାରତ

ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଏବଂ ବୈଦେଶିକ ମନ୍ତ୍ରୀଙ୍କ ମୃତ୍ୟୁ ପରେ ଇରାନରେ ୫ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବାକୁ...

ପତ୍ନୀ ସୁନୀତାଙ୍କ ସହ କେଜ୍‌ରିଓ୍ବାଲଙ୍କ ପ୍ରଥମ ରୋଡ ଶୋ’, କହିଲେ ମୋଦି ଜୀ…

ନୂଆଦିଲ୍ଲୀ,୨୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସୋମବାର ପତ୍ନୀ ସୁନୀତା କେଜ୍‌ରିଓ୍ବାଲଙ୍କ ସହ ଏକ ରୋଡ ଶୋ’ କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ଭଲ...

ଭୋଟ୍‌ ବର୍ଜନ କରିଥିବା ଭୋଟରଙ୍କୁ ବୁଝାଇବାକୁ ରାଏବରେଲି ଯାଇଥିଲେ ରାହୁଲ, ଶୁଭିଲା ଜୟ ଶ୍ରୀ ରାମ ନାରା, ଆଉ ତା’ପରେ…

ନୂଆଦିଲ୍ଲୀ,୨୦।୫: ସୋମବାର ଲୋକ ସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ହୋଇଛି। ଏହି ସମୟରେ ଉତ୍ତରପ୍ରଦେଶର ହଟ ସିଟ ରାଏବରେଲିରେ ଏକ ଗାଁର...

ଯେଉଁ ମନ୍ଦିରକୁ ଯାଉଛନ୍ତି କଙ୍ଗନା, ସେହି ମନ୍ଦିରକୁ ସଫା କରିବା ଜରୁରୀ, ବିକ୍ରମାଦିତ୍ୟ ସିଂଙ୍କ ବିବାଦୀୟ ବୟାନ

ମଣ୍ଡି,୨୦।୫: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ଆସନରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂ ଭାଜପା ପ୍ରାର୍ଥୀ କଙ୍ଗନା ରାଣାଓ୍ବତଙ୍କୁ ଟାର୍ଗେଟ କରିଛନ୍ତି। ଦେବ ସମାଜ ବିଷୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri