ଦ୍ୱିତୀୟ ଥର ପାଇଁ ମା ହେଲା ସିଂହ ବିଜଲୀ

ବାରଙ୍ଗ ଅଫିସ,୧୮।୩ : ନନ୍ଦନକାନନରେ ଦ୍ୱିତୀୟ ଥର ପାଇଁ ମା ହେଲା ସିଂହ ବିଜଲୀ। ଆଜି ଭୋର ସମୟରେ ବିଜଲୀ ଏକ ଶାବକ ଜନ୍ମ ଦେଇଛି । ପ୍ରସବ ପ୍ରକ୍ରିୟା ଜାରି ଏବେ ରହିଛି। ଆସନ୍ତା ୫ ରୁ ୭ ଘଣ୍ଟା ମଧ୍ୟରେ ଆଉ ଅଧିକ ଶାସକ ଜନ୍ମ ହେବାର ସମ୍ଭାବନା ରହିଛି । ପୂର୍ବରୁ ୪ଟି ପିଲା ଜନ୍ମ ଦେଇଥିଲା ବିଜଲୀ । ସେମାନଙ୍କ ମଧ୍ୟରୁ ୨ଟି ମୃତ୍ୟୁ ହୋଇଥିବା ବେଳେ ୨ଟି ଶାବକ ବଡ ହୋଇ ସାରିଛନ୍ତି। ତେବେ ଏହି ନୂତନ ଶାବକକୁ ବିଜଲୀ କିପରି ଯତ୍ନ ନେଉଛି ତାର ଗତିବିଧି ଉପରେ ସିସିଟିଭି ମାଧ୍ୟମରେ କର୍ତ୍ତୃପକ୍ଷ ନଜର ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟିରେ ଟ୍ରକ୍‌ ଦୁର୍ଘଟଣା, ଡ୍ରାଇଭର ଆହତ

ଜି.ଉଦୟଗିରି,୧୯ା୨(ଡି.ଏନ.ଏ.)-ଜି.ଉଦୟଗିରି ନିକଟ କଳିଙ୍ଗା ଘାଟିରେ ଏକ ମାଲବାହୀ ଟ୍ରକ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଡ୍ରାଇଭର ଆହତ ହୋଇଛନ୍ତି। ମିଳିଥିବା ସୂଚନା ପ୍ରକାରେ, ମଙ୍ଗଳବାର ଅପରାହ୍ନ ୫ଟା...

ଗ୍ୟାଙ୍ଗଷ୍ଟର ପାପା ପଣ୍ଡା ଗିରଫ

ବାଲେଶ୍ୱର ଅଫିସ,୧।୯-ବାଲେଶ୍ୱର ସହର ତଥା ଆଖପାଖ ଅଞ୍ଚଳରେ ଦୀର୍ଘଦିନ ଧରି ଆତଙ୍କ ସୃଷ୍ଟି କରୁଥିବା ଗ୍ୟାଙ୍ଗଷ୍ଟର ପାପା ଓରଫ୍‌ ଚିନ୍ମୟ ପଣ୍ଡା (୪୦)ଙ୍କୁ ବାଲେଶ୍ୱର ପୋଲିସ...

ଭୁଲ ଇଞ୍ଜେକ୍ସନ ଦେବାରୁ ଗାଈର ଜୀବନ ଗଲା: ନକଲି ଡାକ୍ତରଙ୍କୁ ପୋଲିସର ପଚରାଉଚରା

ଆନନ୍ଦପୁର,୨୩ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ କଲୋନୀ ସାହିର ବାଇନ ନାହାକଙ୍କ ଗର୍ଭଣୀ ଗାଈକୁ ୪ଟି ଇଞ୍ଜେକସନ୍‌ ଓ ଦୁଇଟି ପାଣି ଔଷଧ ଦିଆଯିବା...

ନୂଆ ରୂପ ପାଇବ ଇନ୍‌ଫୋଭ୍ୟାଲି

ଭୁବନେଶ୍ୱର,୨୫।୭(ବ୍ୟୁରୋ): ନୂଆ ରୂପ ପାଇବ ଇନ୍‌ଫୋଭ୍ୟାଲି। ଓ୍ବେବ୍‌ ଡେଭଲପ୍‌ମେଣ୍ଟ ଏବଂ ଡିଜିଟାଲ ମାର୍କେଟିଂ କ୍ଷେତ୍ରରେ କାର୍ଯ୍ୟ କରୁଥିବା କମ୍ପାନୀଗୁଡିକ ପାଇଁ ଭୁବନେଶ୍ୱର ଏବେ ପ୍ରଥମ ପସନ୍ଦ...

ଅସହାୟ ଅବସ୍ଥାରେ ମା’,ପୁଅ: ବିଛଣାରେ ବିତିଲାଣି ୨୦ ଦିନ

ବନ୍ତଳା,୫।୧(ଡି.ଏନ.ଏ.) – ପୁଅ ମାନସିକ ରୋଗୀ। ୫୦ ବର୍ଷ ହେଲା ପୁଅର ସେବା କରୁଥିବା ମା’ ବି ଏବେ ଶଯ୍ୟାଶାୟୀ। ଶରୀରର ଗୋଟିଏ ପାର୍ଶ୍ୱ ଅଚଳ...

ବାଘ ଛାଲ ଜବତ ଘଟଣା: ଆଉ ୨ ଗିରଫ

କେନ୍ଦୁଝର,୨୧ା୫(ସ୍ବ.ପ୍ର.): ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନର ଦୈତାରୀ ରେଞ୍ଜ ବୁଢୀପଦା ଗ୍ରାମରୁ ମହାବଳ ବାଘ ଛାଲ ଜବତ ଘଟଣାରେ ବୁଟୁ ମହାକୁଡ଼ (୩୦)ଙ୍କୁ ଗିରଫ କରାଯାଇଥିବା ବେଳେ...

ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଲେ, ଉନ୍ନୟନ କାମ ଦେଖିଲେ

ନବରଙ୍ଗପୁର,୨୨।୨(ବି.ପ୍ର): ନବରଙ୍ଗପୁର ଜିଲାପାଳ କମଳ ଲୋଚନ ମିଶ୍ର ଓ ଏସ୍‌ପି ଏସ୍‌.ସୁଶ୍ରୀ ମଙ୍ଗଳବାର ଜିଲା ମୁଖ୍ୟ ଚିକିତ୍ସାଳୟ ଗ୍ରସ୍ତ କରି ରୋଗୀ ସେବା ସମ୍ପର୍କରେ ପଚାରି...

ଚାଷୀ ମୁହଁରେ ହସ, ଲଘୁଚାପ ଆଣିଦେଲା ଆଶ୍ୱସ୍ତି

ଗଞ୍ଜାମ,୬।୮(ଡି.ଏନ୍‌.ଏ.): ଧାନବୁଣାଠୁ ଚାଷୀ ବର୍ଷାକୁ ଅପେକ୍ଷା କରି ରହିଥିଲେ। ହେଲେ ଦୀର୍ଘ ଦିନ ଧରି ବର୍ଷା ହୋଇ ନ ଥିବାରୁ ଧାନ ତଳି ପୋଡିଯିବା ଆଶଙ୍କା...

Advertisement
Archives

Model This Week