ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ଯାହା ହସର ଖୋରାକ ଯୋଗାଉ ଥିବା ବେଳେ ଅନେକ ସମୟରେ ଭାବପ୍ରବଣ କରିଥାଏ। ବର୍ତ୍ତମାନ ଟୁଇଟରରେ ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ସିଂହ ମଇଁଷି ମଧ୍ୟରେ ଘମାଘୋଟ ଲଢ଼େଇ ହେଉଥିବା ଦେଖିବାକୁ ମିଳିଛି ।
ଭିଡିଓରେ ଏକ ମଇଁଷିକୁ ଗୋଡ଼ାଇ ଗୋଡ଼ାଇ ଆଣୁଥିବା ଦେଖିବାକୁ ମିଳୁଛି। ମଇଁଷି ମଧ୍ୟ ନିଜ ଜୀବନ ବଞ୍ଚାଇବାକୁ ଦୌଡ଼ୁଛି। ହଠାତ୍ ଉଭୟ ଅଟକି ମୁହାଁମୁହିଁ ହେଉଛନ୍ତି। ପରେ ଉଭୟଙ୍କ ମଧ୍ୟରେ ଲଢ଼େଇ ହେଉଛି।
ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ
ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍ ଜୁଲାଇ ୧ ତାରିଖ ଅର୍ଥାତ୍ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…
ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!
ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…
ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ
ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ …
ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…
ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…
ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…
ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…
କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…
ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…
ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍ ବ୍ରେକ୍ ମାରିବାରୁ, ଘଟିଲା…
ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…
୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ
ଭୁବନେଶ୍ୱର,୧ା୭(ସୁନିତ୍ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…
Archives

