Posted inଖେଳ

ଲିଓନେଲ ମେସିଙ୍କୁ ବନ୍ଧୁକଧାରୀଙ୍କ ଧମକ

ବୁଏନ୍ସ ଏରିସ୍‌,୩ା୩: ଆର୍ଜେଣ୍ଟିନା ଫୁଟବଲ ଅଧିନାୟକ ଲିଓନେଲ ମେସିଙ୍କୁ ବନ୍ଧୁକଧାରୀ ଦୁର୍ବୃତ୍ତ ଧମକ ଦେଇଛନ୍ତି। ମେସିଙ୍କ ଶ୍ୱଶୁରଘର ମାଲିକାନାରେ ଥିବା ରୋସାରିଓର ଏକ ସୁପରମାର୍କେଟରେ ଏହି ଘଟଣା ଘଟିଛି। ଦୁଇ ବ୍ୟକ୍ତି ଏକ ମୋଟରସାଇକେଲରେ ଆସି ୧୨ ରାଉଣ୍ଡ ଫାଙ୍କା ଗୁଳି ଚାଳନା କରି ଏକ କାର୍ଡ ବୋର୍ଡରେ ମେସିଙ୍କ ପାଇଁ ଧମକପୂର୍ଣ୍ଣ ବାର୍ତ୍ତା ରଖିଥିଲେ। ‘ମେସି ଆମେ ତୁମକୁ ଅପେକ୍ଷା କରିଛୁ। ସହରର ମେୟର ପାବଲୋ ଜାଭକିନ୍‌ ନିଜେ ଜଣେ ଡ୍ରଗ୍ସ ଚାଲାଣକାରୀ ସେ ତୁମକୁ ରକ୍ଷା କରିପାରିବେ ନାହିଁ। ଏହି ଗୁଳିଚାଳନା ଘଟଣାରେ କେହି ଆହତ ହୋଇ ନାହାନ୍ତି। ଏହି ମେସେଜ୍‌ ମାଧ୍ୟମରେ ମେସିଙ୍କୁ କାହିଁକି ଟାର୍ଗେଟ୍‌ କରାଯାଇଛି ତାହା ଜଣାପଡିନାହିଁ। ଗତ ଫୁଟବଲ ବିଶ୍ୱକପ୍‌ରେ ମେସି ଆର୍ଜେଣ୍ଟିନାକୁ ବିଜୟୀ କରିଥିବା ବେଳେ ପ୍ୟାରିସ୍‌ ସେଣ୍ଟ ଜର୍ମେନ ପକ୍ଷରୁ ଖେଳୁଛନ୍ତି। ରୋସାରିଓର ଫୁନେସରେ ଥିବା ଘରକୁ ସେ ବିଭିନ୍ନ ସମୟରେ ବୁଲି ଆସିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି ଭାରତୀୟ ଖେଳାଳି ଭବିଷ୍ୟତରେ କିମ୍ବଦନ୍ତୀ ଭାବେ ପରିଗଣିତ ହେବେ କହିଲେ ଦାଦା

ଅହମ୍ମଦାବାଦ,୫।୩ : ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଭବିଷ୍ୟତରେ ସମସ୍ତ ଫର୍ମାଟରେ ସର୍ବକାଳୀନ କିମ୍ବଦନ୍ତୀ ଆଖ୍ୟା ପାଇବେ ବୋଲି ପୂର୍ବାନୁମାନ କରିଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ...

ଖେଳରତ୍ନ ସୁପାରିସ ନେଇ ଖୁସି ଜାହିର କଲେ ରାଣୀ

ବେଙ୍ଗାଲୁରୁ, ୩।୬ (ପି.ଟି.): ଦେଶର ସର୍ବୋଚ୍ଚ କ୍ରୀଡ଼ା ପୁରସ୍କାର ରାଜୀବ ଗାନ୍ଧୀ ଖେଳରତ୍ନ ପାଇଁ ହକି ଇଣ୍ଡିଆ ଭାରତୀୟ ଅଧିନାୟିକା ରାନୀ ରାମପଲଙ୍କ ନାମ ସୁପାରିସ...

ରୋହିତଙ୍କ କୀର୍ତ୍ତିମାନ

ଧର୍ମଶାଳା,୨୭।୨: ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ସର୍ବାଧିକ ମ୍ୟାଚ୍‌ ଖେଳିବାର ରେକର୍ଡର ଅଧିକାରୀ ହୋଇଛନ୍ତି ଭାରତୀୟ ଅଧିନାୟକ ରୋହିତ ଶର୍ମା। ରବିବାର ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ଅନ୍ତିମ...

ପୁଣି ପଡିଆକୁ ଓହ୍ଲାଇବେ ଧୋନୀ, ଏହି ତାରିଖରେ ଖେଳିବେ ପ୍ରଥମ ମ୍ୟାଚ୍‌

ଭାରତକୁ ଦୁଇଥର ବିଶ୍ୱ ବିଜେତା କରିଥିବା ଏମଏସ ଧୋନୀ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ନେଇଛନ୍ତି। ଆଇପିଏଲ ପାଇଁ ପ୍ରସ୍ତୁତି ପାଇଁ ଚେନ୍ନାଇରେ ପହଞ୍ଚିବାର ପରଦିନ ଶନିବାର...

ଚାପରେ ନ୍ୟାଶନାଲ ରାଇଫଲ ଆସୋସିଏଶନ

ନୂଆଦିଲ୍ଲୀ, ୨ା୪ (ପି.ଟି.)-କୋଭିଡ୍‌-୧୯ ଯୋଗୁ ନୂଆଦିଲ୍ଲୀରେ ହେବାକୁଥିବା ଶୁଟିଂ ବିଶ୍ୱକପ୍‌କୁ ବାତିଲ କରିବା ଲାଗି ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆର୍‌ଏଆଇ) ଉପରେ ଦିନକୁ...

ଇଷ୍ଟ୍‌ ଇଣ୍ଡିଆ ସ୍ନୁକର: ସୁବ୍ରତ ଚାମ୍ପିୟନ

ଭୁବନେଶ୍ୱର,୧୭।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାର ତାରକା କ୍ୟୁସ୍ପୋଟର୍‌ସ ସ୍ପେଶାଲିଷ୍ଟ ତଥା ବର୍ତ୍ତମାନର ରାଜ୍ୟ ଚାମ୍ପିୟନ ସୁବ୍ରତ ଦାସ ୨୫ ଦିନ ମଧ୍ୟରେ ୩ଟି ଟାଇଟଲ ଜିତି ରେକର୍ଡ...

ପୃଥ୍ବୀଙ୍କ ଦ୍ୱିଶତକ

ବଦୋଦରା,୧୧।୧୨- ଭାରତୀୟ ଦଳ ପାଇଁ ଟେଷ୍ଟ ଖେଳିସାରିଥିବା ପୃଥ୍ବୀ ଶ’ ସମ୍ପୂର୍ଣ୍ଣ ଷ୍ଟାଇଲରେ ଘରୋଇ କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏଠାରେ ବରୋଦା ବିପକ୍ଷରେ ଚାଲିଥିବା ରଣଜୀ...

ଟେଷ୍ଟ ଅଧିନାୟିକତ୍ୱ ଛାଡିବା ପରେ କେବଳ ଜଣେ ବ୍ୟକ୍ତି ହିଁ ମୋତେ ମେସେଜ୍‌ କରିଥିଲେ: କୋହଲି

ଦୁବାଇ,୪।୯: ଏସିଆ କପ୍‌ ୨୦୨୨ରେ ସୁପର-୪ ରାଉଣ୍ଡର ପ୍ରଥମ ମ୍ୟାଚରେ ଭାରତକୁ ପରାଜୟର ସାମ୍ନା କରିବାକୁ ପଡିଛି। ପାକିସ୍ତାନ ଦଳ ପୂର୍ବ ପରାଜୟର ପ୍ରତିଶୋଧ ନେଇ...

Advertisement
Archives

Model This Week