Posted inଖେଳ

ଲିଓନେଲ ମେସି ଖେଳିବେ କ୍ରିକେଟ! ଡିସେମ୍ବରରେ ଧୋନି-କୋହଲିଙ୍କ ବିପକ୍ଷେ ମୁମ୍ବାଇରେ ମ୍ୟାଚ

ମୁମ୍ବାଇ,୧।୮: ଆର୍ଜେଣ୍ଟିନାର ଫୁଟବଲ ତାରକା ଲିଓନେଲ ମେସି ଡିସେମ୍ବର ୧୪ରେ ମୁମ୍ବାଇର ଓ୍ୱାଙ୍ଖେଡେ ଷ୍ଟାଡିୟମରେ ଏକ ସାତ-ଜଣିଆ କ୍ରିକେଟ ମ୍ୟାଚରେ ଏମଏସ ଧୋନି ଓ ବିରାଟ କୋହଲିଙ୍କ ବିପକ୍ଷେ ଖେଳିବେ ବୋଲି ସୂଚନା ମିଳିଛି।

ଏହି ମ୍ୟାଚରେ ସଚିନ ତେନ୍ଦୁଲକର ଓ ରୋହିତ ଶର୍ମା ମଧ୍ୟ ଅଂଶଗ୍ରହଣ କରିପାରନ୍ତି। ଏକ ଇଭେଣ୍ଟ ଏଜେନ୍ସି ମୁମ୍ବାଇ କ୍ରିକେଟ ଆସୋସିଏସନ (MCA)କୁ ଡିସେମ୍ବର ୧୪ ପାଇଁ ଷ୍ଟାଡିୟମ ବୁକ କରିବାକୁ ଅନୁରୋଧ କରିଛି। ମେସି ଏହି ସମୟରେ ଭାରତର ପ୍ରମୋସନାଲ ଟୁରରେ ମୁମ୍ବାଇ ସହ ନୂଆଦିଲ୍ଲୀ ଓ କୋଲକାତା ଗସ୍ତ କରିବେ।

ଏହା ତାଙ୍କର ଦ୍ୱିତୀୟ ଭାରତ ଗସ୍ତ, ଯାହା ୨୦୧୧ରେ କୋଲକାତାରେ ଭେନେଜୁଏଲା ବିପକ୍ଷେ ଫ୍ରେଣ୍ଡଲି ମ୍ୟାଚ ପରେ ୧୪ ବର୍ଷ ପରେ ହେଉଛି। ବର୍ତ୍ତମାନ ମେସି ଇଣ୍ଟର ମିଆମିରେ ଖେଳୁଛନ୍ତି ଓ ୨୦୨୬ ଫିଫା ବିଶ୍ୱକପ ପାଇଁ ପ୍ରସ୍ତୁତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri