ହ୍ୟାଣ୍ଡ ପମ୍ପରୁ ବାହାରିଲା ମଦ, ଲାଗିଗଲା ଲୋକଙ୍କ ଲମ୍ବା ଲାଇନ, ଭିଡିଓ ଭାଇରାଲ…

ଲକ୍ଷ୍ନୌ,୯।୧୧: ସୋସିଆଲ ମିଡିଆରେ ସମ୍ପ୍ରତି ଏକ ଅଜବ ଭିଡିଓ ଦେଖିବାକୁ ମିଳୁଛି । ଏହା ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ମାଟିତଳୁ ହ୍ୟାଣ୍ଡ ପମ୍ପରେ ମଦ ବାହାରୁଛି। ଏହି ଭିଡିଓ ଉତ୍ତରପ୍ରଦେଶର ଝାନ୍ସୀର ହୋଇଥିବା ଜଣାଯାଇଛି। ଯେଉଁଠାରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମଦକୁ ପୋତି ଦେଉଥିବାର ଦେଖିବାକୁ ମିଳୁଛି। ପୋଲିସ ଏହାକୁ ଜବତ କରି ନିଜ ହେପାଜତରେ ନେଇଛି।

ବାସ୍ତବରେ, ପୀୟୁଷ ରାୟ ନାମକ ଜଣେ ବ୍ୟକ୍ତି ନିଜର ସୋସିଆଲ ମିଡିଆ ଏକ୍ସ ହ୍ୟାଣ୍ଡେଲରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ଯେଉଁଥିରେ ଦେଖିବାକୁ ମିଳୁଛି ହ୍ୟାଣ୍ଡ ପମ୍ପରୁ ମଦ ବାହାରୁଛି। ଯେତେବେଳେ ଏକ୍ସାଇଜ ବିଭାଗ ଏହି ବିଷୟରେ ସୂଚନା ପାଇଲା, ସେମାନେ ଘଟଣାସ୍ଥଳରେ ପହଞ୍ଚି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। ଭିଡିଓ ପୋଷ୍ଟ କରି ବ୍ୟକ୍ତି ଲେଖିଛନ୍ତି ମୋ ଦେଶର ଜମିରୁ ବାହାରୁଛି ମଦ! ଉତ୍ତରପ୍ରଦେଶର ଝାନ୍ସୀ ଜିଲାରେ ମଦ ଚୋରା ଚାଲାଣକାରୀମାନେ ମଦକୁ ପାତ୍ରରେ ରଖି ମାଟି ତଳେ ପୋତି ଦେଇଥିଲେ। ଏହା ଉପରେ ଏକ ହ୍ୟାଣ୍ଡ ପମ୍ପ ସ୍ଥାପନ କରିଥିଲେ। ଆବଶ୍ୟକତା ଅନୁଯାୟୀ ମଦ ହ୍ୟାଣ୍ଡ ପମ୍ପ ଦ୍ୱାରା ବାହାର କରାଯାଉଥିଲା।

ଏହି ମାମଲା ମଉରାନିଗଞ୍ଜ ପୋଲିସ ଷ୍ଟେଶନ ଅଞ୍ଚଳର ବେସରିଆ ଡେରାର ଅଟେ। ମଦ ଏଠାରେ ତିଆରି ହୋଇ ବିକ୍ରି ହେଉଥିବା ଅଭିଯୋଗ ହୋଇଛି। ସୂଚନା ଆଧାରରେ ପୋଲିସ ଏଠାରେ ଚଢ଼ାଉ କରିଥିଲା। ଏହା ସହିତ ପୋଲିସ ବିଭାଗର ବରିଷ୍ଠ ଅଧିକାରୀମାନେ ମଧ୍ୟ ଘଟଣାସ୍ଥଳରେ ହ୍ୟାଣ୍ଡ ପମ୍ପରୁ ବହୁ ପରିମାଣର ମଦ ଉଦ୍ଧାର କରିଥିଲେ । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଯେତେବେଳେ ଏହି ଘଟଣା ସାମ୍ନାକୁ ଆସିଲା ସେତେବେଳେ ପୋଲିସ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ମଦ ବିକ୍ରେତାଙ୍କୁ ମଧ୍ୟ ଗିରଫ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

ଶୁଦ୍ଧି ହେବେ ଜିତୁ ମୁଣ୍ଡା

ପାଟଣା,୩ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଚତୁରିସାହିର ଜିତୁ ମୁଣ୍ଡା ଭଊଣୀ କାଲାରା ମୁଣ୍ଡାଙ୍କ କଙ୍କଳା ନେଇ ମଲ୍ଲିପୋଷି ଓଡ଼ିଶା ଗ୍ରାମୀଣ ବ୍ୟାଙ୍କୁ…

‘ମୁଁ ୬ ଜଣ ପୀଡିତାଙ୍କ ମଧ୍ୟରୁ ଜଣେ’, ବ୍ରିଜଭୂଷଣ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଲେ ଭିନେଶ ଫୋଗଟ

ନୂଆଦିଲ୍ଲୀ,୩ା୫: ଭାରତର ପ୍ରସିଦ୍ଧ କୁସ୍ତିଯୋଦ୍ଧା ଭିନେଶ ଫୋଗଟ ରବିବାର ଏକ ଚେତାବନୀ ଜାରି କରିଛନ୍ତି । ଗୋଣ୍ଡାରେ ହେବାକୁ ଥିବା ଜାତୀୟ ଓପନ୍ ରାଙ୍କିଂ ଟୁର୍ନାମେଣ୍ଟରେ ତାଙ୍କ…

ରୁଷିଆରେ ବାଲୁକା କଳା ପ୍ରଦର୍ଶନ କରିବେ ଓଡ଼ିଆ ପୁଅ ଓମ୍‌ ପ୍ରକାଶ

କର୍ଲାମୁଣ୍ଡା:୩।୫(ପ୍ରଦୀପ କୁମାର ସାହୁ): ଭାରତ-ରୁଷିଆ ଦୂତବାସଙ୍କ ମିଳିତ ଆନୁକୂଲ୍ୟରେ ଚଳିତ ମାସ ୧୦ରୁ ୧୨ତାରିଖ ପର୍ଯ୍ୟନ୍ତ ରୁଷିଆର ଏଲିସ୍ଥାଠାରେ ଭାରତୀୟ ସଂସ୍କୃତି ଦିବସ (Day of Indian…

ପରିସ୍ରା ପାଇଁ ଯାଇଥିବା ବେଳେ ଯୁବତୀଙ୍କୁ କାମୁଡିଦେଲା ସାପ, ଚାଲିଗଲା ଜୀବନ

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର): ସାପ କାମୁଡାରେ ଯୁବତୀଙ୍କର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ତଲାସିଙ୍ଗି…

କାଳ ବୈଶାଖୀ ତାଣ୍ଡବ: ଉଡ଼ିଗଲା ୧୬୦ ଆଜବେଷ୍ଟସ ଛପର

ନନ୍ଦପୁର ୩।୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା ପଞ୍ଚାୟତ ସଦର ମହକୁମାରେ ରବିବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ଝଡ଼ ତୋଫାନରେ ଏକ…

ଘରେ ଶୋଇଥିଲା ୨ ମାସର ଶିଶୁ, ହଠାତ୍‌ ଲାଗିଗଲା ନିଆଁ, ଆଉ ତା’ପରେ…

ଖଜୁରିପଡ଼ା, ୩ା୫(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଟିଟ୍ରାପଙ୍ଗା ପଞ୍ଚାୟତ ତିଲକପଡ଼ା ଗ୍ରାମର ଶୁଭେନ୍ଦୁ ଦିଗାଲଙ୍କ ଘରେ ନିଆଁ ଲାଗି ଆସବାପତ୍ର ପୋଡ଼ି ପାଉଁଶ ହୋଇଯାଇଛି।…

ମିକ୍ସଚର ମେସିନ୍ ଗାଡ଼ି ଓଲଟିବା ଘଟଣା, ଚାପି ହୋଇ ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଭଞ୍ଜନଗର,୩।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର ତିଲିସିଙ୍ଗିରେ ମିକ୍ସଚର ଗାଡ଼ି ଓଲଟିବା ଘଟଣାରେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ମଦନ ସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri