ରାୟ ଶୁଣାଇଲେ ଜୁନାଗଡ଼ JMFC କୋର୍ଟ, ମଦ ବ୍ୟବସାୟୀଙ୍କୁ ୩ ବର୍ଷ ଜେଲଦଣ୍ଡ ସହ….

ଭବାନୀପାଟଣା,୨୪।୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ସିଭିଲ ଜର୍ଜ(ଜେଏମ୍‌ଏଫ୍‌ସି) ବିଚାରପତି ଦିପେନ୍ଦ୍ର ସିଂହ ରାଠୋର ଶନିବାର ଏକ ବେଆଇନ ମଦ ଜବତ ମାମଲାର ରାୟ ଶୁଣାଇଛନ୍ତି। ଏହି ମାମଲାର ସମସ୍ତ ସାକ୍ଷ୍ୟ ଓ ପ୍ରମାଣକୁ ଭିତ୍ତି କରି ଜୁନାଗଡ଼ ଥାନା ଦାସିଗାଁର ଗଜାନନ ଲହଜଳଙ୍କୁ ଦୋଷୀ ସାବ୍ୟସ୍ତ କରି ୩ ବର୍ଷ ଜେଲ ଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ ହେଲେ ଆହୁରି ଅତିରିକ୍ତ ୩ ମାସ ଜେଲ ଦଣ୍ଡାଦେଶ ଭୋଗିବାକୁ ପଡ଼ିବ ବୋଲି ନିଜ ରାୟରେ ଉଲ୍ଲେଖ କରିଛନ୍ତି।
ପ୍ରକାଶ ଯେ,ଗତ ୨୦୨୪ ମସିହାରେ ଅଭିଯୁକ୍ତ ଲହଜଳଙ୍କ ଠାରୁ ସ୍ଥାନୀୟ ଅବକାରୀ ବିଭାଗ ୩୬ ଲିଟର ବିଦେଶୀ ମଦ ଜବତ କରିବା ସହ  ପରବର୍ତ୍ତୀ ସମୟରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି ମାମଲାଟିକୁ ଅବକାରୀ ନିରୀକ୍ଷକ ହେମକାନ୍ତ ସୁନା ତଦନ୍ତ କରିଥିବାବେଳେ କୋର୍ଟରେ ମାମଲାଟିକୁ ପୂର୍ବତନ ସରକାରୀ ଆଇନଜୀବୀ ଦିଗାମ୍ବର ନାଏକ ପରିଚାଳନା କରିଥିଲେ। ଏହି ସମୟରେ ବର୍ତ୍ତମାନର ସରକାରୀ ଆଇନଜୀବୀ ଟଙ୍କଧର ନାଏକ ମଧ୍ୟ ଉପସ୍ଥିତ ଥିଲେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri