Posted inଜାତୀୟ

ମଦ ନୀତି: ଦିଲ୍ଲୀର ୨୫ରୁ ଅଧିକ ସ୍ଥାନରେ ଇଡିର ଚଢାଉ

ନୂଆଦିଲ୍ଲୀ,୧୪।୧୦: ଦିଲ୍ଲୀ ସରକାରଙ୍କ ନୂତନ ଅବକାରୀ ନୀତି ସମ୍ପର୍କରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଶୁକ୍ରବାର କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ଇଡି ଦିଲ୍ଲୀର ୨୫ରୁ ଅଧିକ ସ୍ଥାନରେ ସର୍ଚ୍ଚ ଅପରେଶନ କରିଥିବା ଜଣାପଡିଛି। ଏପରି କି ଅଧିକାରୀମାନେ ମଦ ବ୍ୟବସାୟୀଙ୍କ ବାସଭବନରେ ମଧ୍ୟ ଚଢ଼ାଉ କରିଥିବା ସୂଚନା ମିଳିଛି। ଅନ୍ୟପକ୍ଷେ ଇଡି ଅଧିକାରୀମାନେ ଦିଲ୍ଲୀ-ଏନ୍‌ସିଆର ସମେତ ବେଙ୍ଗାଲୁରୁ, ହାଇଦ୍ରାବାଦ, ଚେନ୍ନାଇ ସହିତ ଦେଶର ବିଭିନ୍ନ ସ୍ଥାନରେ ଚଢାଉ କରିଛନ୍ତି। ଅକ୍ଟୋବର ୭ରେ ଦିଲ୍ଲୀ, ପଞ୍ଜାବ ଓ ହାଇଦ୍ରାବାଦର ୩୫ଟି ସ୍ଥାନରେ ଇଡି ଚଢାଉ କରିଥିଲା।
ସୂଚନାଯୋଗ୍ୟ, ଉପରାଜ୍ୟପାଳ ନୂଆ ଅବକାରୀ ନୀତିରେ କଥିତ ଦୁର୍ନୀତିର ଯାଞ୍ଚ ସିବିଆଇ ଦ୍ବାରା କରିବାକୁ ସୁପାରିସ କରିଥିଲେ। ମୁଖ୍ୟ ସଚିବ ଗତ ଜୁଲାଇ ୮ରେ ନିଜର ରିପୋର୍ଟ ଏଲଜିଙ୍କୁ ପଠାଇଥିଲେ, ଯେଉଁଥିରେ ସେ ଗତ ବର୍ଷ ଲାଗୁ କରାଯାଇଥିବା ଅବକାରୀ ନୀତିରେ ଭୁଲ ଥିବାର ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri