Posted inଜାତୀୟ

ନିର୍ବାଚନର ୩ଦିନ ପୂର୍ବରୁ ମଧ୍ୟପ୍ରଦେଶରେ ବିକ୍ରି ହୋଇଛି ୨୬ଲକ୍ଷରୁ ଅଧିକ ମଦ ବୋତଲ

ଭୋପାଳ,୧୭।୧୧: ମଧ୍ୟପ୍ରଦେଶରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ସରିଛି। ତେବେ ମତଦାନ ସମୟରେ ରାଜ୍ୟର ଅନେକ ସ୍ଥାନରେ ହିଂସା ଦେଖିବାକୁ ମିଳିଥିବାବେଳେ ହିଂସାର ଶିକାର ହୋଇ ଜଣଙ୍କର ହତ୍ୟା କରାଯାଇଛି। କଂଗ୍ରେସ ସମର୍ଥକ ତଥା ଜଣେ କର୍ପୋରେଟର ସଲମାନଙ୍କୁ କାର୍‌ ଚଳାଇ ହତ୍ୟା କରାଯାଇଛି ବୋଲି କଂଗ୍ରେସ ଭାଜପା ନାଁରେ ଅଭିଯୋଗ ଆଣିଛି। ସଲମାନ ମତଦାତାଙ୍କୁ ମଦ ବଣ୍ଟା ହେଉଥିବା ଖବର ପାଇ ଘଟଣାସ୍ଥଳକୁ ଯାଇଥିଲେ ଯେଉଁଥିରେ ତାଙ୍କର ମୃତ୍ୟୁ ହୋଇଥିଲା।
ତେବେ ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ମଧ୍ୟପ୍ରଦେଶ ନିର୍ବାଚନ ପୂର୍ବରୁ ନଭେମ୍ବର ୧୩ରେ ରାଜ୍ୟରେ ଦେଶୀ ଓ ବିଦେଶୀ ମଦ ମିଶି ୮ଲକ୍ଷ ୬୭ହଜାର ୨୮୨ ଲିଟର ମଦ ବିକ୍ରି ହୋଇଛି। ଅନ୍ୟ ଦୁଇ ଦିନ ରାଜ୍ୟରେ ୯ଲକ୍ଷ ୧୭ହଜାର ୮୨୩ ଓ ୮ଲକ୍ଷ ୮୧ହଜାର ୫୫୦ଲିଟର ମଦ ବିକ୍ରି ହୋଇଥିବା ଜଣାପଡିଛି। ନିର୍ବାଚନର ୩ଦିନ ପୂର୍ବରୁ ମୋଟ ୨୬ଲକ୍ଷରୁ ଅଧିକ ମଦ ବିକ୍ରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ବୁକ ଦୋହଲାଇ ଦେଲେ Vaibhav Suryavanshi, ବିଶ୍ୱକପ ଫାଇନାଲରେ ସଭିଙ୍କୁ କଲେ ଚକିତ

ନୂଆଦିଲ୍ଲୀ,୬।୨: ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ର ଫାଇନାଲରେ ଶୁକ୍ରବାର ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହରାରେ ସ୍ପୋଟର୍‌ସ କ୍ଲବରେ ଇଂଲଣ୍ଡ ୧୯ ବର୍ଷରୁ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

କେଉଁଥିରେ ତିଆରି ହୋଇଛି T20 World Cup Trophy ? ଜାଣନ୍ତୁ ଏହାର ଓଜନ ସହ ମୂଲ୍ୟ କେତେ

ନୂଆଦିଲ୍ଲୀ,୬।୨: ୨୦୨୬ T20 World Cup ଫେବୃଆରୀ ୭ରୁ ଆରମ୍ଭ ହେବ। ଏହି ଟୁର୍ଣ୍ଣାମେଣ୍ଟରେ କୋଡ଼ିଏଟି ଦଳ ଅଂଶଗ୍ରହଣ କରୁଛନ୍ତି। ସମସ୍ତ ଦଳକୁ ଚାରୋଟି ଗ୍ରୁପରେ ବିଭକ୍ତ…

ଶୁକ୍ରବାର ନମାଜ ସମୟରେ ଆତ୍ମଘାତୀ ବୋମା ବିସ୍ଫୋରଣ, ୧୨ ମୃତ

ଇସଲାମାବାଦ,୬।୨: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏକ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି। ସିଆ ମସଜିଦ, କସର୍‌-ଏ-ଖାଦିଜାତୁଲ କୁବ୍ରାରେ ଶୁକ୍ରବାର ନମାଜ ପାଠ ସମୟରେ ଏକ ଆତ୍ମଘାତୀ ବିସ୍ଫୋରଣ…

୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ…

Vaibhav Suryavanshi: ପୁଣି ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୧୯ ବର୍ଷରୁ କମ ଏକଦିବସୀୟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି। ଭାରତୀୟ ଅଧିନାୟକ ଆୟୁଷ ମହାତ୍ରେ ଟସ ଜିତି ପ୍ରଥମେ…

Love-Relationshipକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି ଦେଲେ ସୁପ୍ରିମକୋର୍ଟ: ବ୍ରେକଅପ ପରେ ବଳାତ୍କାର ଅଭିଯୋଗ…

ନୂଆଦିଲ୍ଲୀ,୬।୨: ସୁପ୍ରିମକୋର୍ଟ ଗୁରୁବାର (ଫେବୃଆରୀ ୫, ୨୦୨୬) ଦିନ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ସମ୍ପର୍କ ଖରାପ ହେବା କିମ୍ବା ଭାଙ୍ଗିବା…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…

ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri