ଫସିଗଲେ କେଶବ: ରାସ୍ତାକଡ଼ରେ ପ୍ଲାଷ୍ଟିକ୍‌ ଜାରକିନ ଧରି ବସି ବିକୁଥିଲେ…

ଦିଗପହଣ୍ଡି,୧୨।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁ ପଞ୍ଚାୟତ ପୁଟଖାଲ ଗ୍ରାମର କେଶବ ମଲ୍ଲିକଙ୍କଠାରୁ ୧୮ ଲିଟର ଦେଶୀମଦ ଜବତ କରାଯାଇଛି। ବୁଧବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଦିଗପହଣ୍ଡି ଅବକାରୀ ଥାନା ମାମଲା ନଂ.୧୪୩/୨୫-୨୬ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।

ମଙ୍ଗଳବାର ସରେ ଅବକାରୀ ଏଏସ୍‌ଆଇ ଏନ.ତ୍ରିପତି, କନଷ୍ଟେବଳ ଏସ୍‌ କେ.ରାଜେଶଉଦ୍ଦିନ ପାଟ୍ରୋଲିଂ କରୁଥିବା ବେଳେ କେଶବ ଗାଁ ରାସ୍ତାକଡରେ ଏକ ପ୍ଲାଷ୍ଟିକ ଜାରକିନ ଧରି ବସିଥିଲେ। ଖାନତଲାସ କରାଯିବାରୁ ସେଥିରେ ଦେଶୀମଦ ଥିବା ଜଣାପଡିଥିଲା। ଘଟଣାସ୍ଥଳରେ ମଦ ଜବତ କରାଯାଇ ପରୀକ୍ଷା ନିରୀକ୍ଷା କରାଯାଇଥିଲା। ସାକ୍ଷ୍ୟମାନଙ୍କ ଉପସ୍ଥିତିରେ ତାଙ୍କୁ ଗିରଫ କରାଯାଇ ଅବକାରୀ ଥାନାକୁ ଅଣାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

କୁଆଁରମୁଣ୍ଡା,୧୪।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଦୁମକିଶିହିରିଆ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ରଜରେ ବଡ଼ ଅଘଟଣ; ୨ ଘଣ୍ଟା ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…

ଡାକ୍ତରଖାନା ପାଇଖାନାରେ ନବଜାତ ଶିଶୁକନ୍ୟାର ମୃତଦେହ, କିଏ ସେ ଅଜଣା ମହିଳା ଯିଏ…

ବଞ୍ଚୋ,୧୪ା୬(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାର ମହିଳା ଓ୍ବାର୍ଡ ପାଇଖାନା ଭିତରୁ ଏକ ସଦ୍ୟ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…

ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri