କରୋନା ଟିକା ନ ନେଲେ ମିଳିବ ନାହିଁ ମଦ

ଚେନ୍ନାଇ,୩ ।୯: କରୋନା ମହାମାରୀକୁ ଦୂରେଇବା ପାଇଁ ପ୍ରାୟ ସମସ୍ତ ରାଜ୍ୟର ପ୍ରଶାସନ ଅଣ୍ଟା ଭିଡିଛନ୍ତି । ଏବେ ତାମିଲନାଡୁର ନୀଳଗୀରି ଜିଲାରେ ମଦ କିଣିବା ପାଇଁ କରୋନା ଟିକା ନେବା ଜରୁରୀ ହୋଇଛି । ଅର୍ଥାତ୍ ଏବେ ମଦ ପିଇବାକୁ ହେଲେ ପ୍ରଥମେ କରୋନା ଟିକା ନେବା ଜରୁରୀ । ଲୋକ କରୋନା ଟିକା ନେବାକୁ ଅମଙ୍ଗ ହେଉଥିଲା ବେଳେ ମଦ ପିଇବାକୁ କିନ୍ତୁ ଖୁବ୍ ଆଗ୍ରହ ପ୍ରକାଶ କରୁଛନ୍ତି । ଏହାକୁ ଦେଖି ଜିଲା ପ୍ରଶାସନ ଏହି ଅଭିନବ ଉପାୟ ବାହାର କରିଛି । ଜିଲାପାଳ ଜେ. ଇନୋସେଣ୍ଟ ଦିବ୍ୟା କହିଛନ୍ତି କେତେକ ଲୋକ କହୁଛନ୍ତି ସେମାନେ ମଦ୍ୟପାନ କରୁଥିବାରୁ ଟିକା ନେଉ ନାହାନ୍ତି । ସେଥିପାଇଁ ଏବେ ମଦ କିଣିବା ଲୋକେ ଟିକା ନେବା ଜରୁରୀ ବୋଲି ସେ କହିଛନ୍ତି । ଏଥର ସମସ୍ତେ ଟିକା ନେବେ ବୋଲି ସେ ଆଶା ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା…

ନେପାଳରେ ବନ୍ୟା ପରେ ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟଙ୍କ ଉଚ୍ଚସ୍ତରୀୟ ବୈଠକ

ପାଟନା,୨୬।୮: ନେପାଳରେ ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଆଜି (ବୁଧବାର) ଅଧିକାରୀଙ୍କ ସହିତ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ଏବଂ ସେମାନଙ୍କୁ…

ଭାରତ ପୂର୍ବରୁ ‘ବଡ଼ ଭାଇ’ର ଭୂମିକା ନିର୍ବାହ କରିସାରିଛି, ଏଥର ବି ନେପାଳକୁ ସହାୟତା ପଠାଇବାକୁ ଆଶ୍ୱାସନା ଦେଲେ ମୋଦି

ନୂଆଦିଲ୍ଲୀ/କାଠମାଣ୍ଡୁ,୨୬।୮: ଭାରତର ପଡ଼ୋଶୀ ନେପାଳ ବର୍ତ୍ତମାନ ଏକ ଭୟଙ୍କର ଦୁଃଖଦ ପରିସ୍ଥିତି ସହିତ ସଂଘର୍ଷ କରୁଛି। ରସୁୱାଗାଧି ଅଞ୍ଚଳରେ ହିମସ୍ଖଳନ ଏବଂ ହଠାତ, ଭୟଙ୍କର ବନ୍ୟା କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri