ଏହି ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ବ୍ରିଟେନ୍‌ ମନ୍ତ୍ରିମଣ୍ଡଳରେ ମିଳିଲା ମନ୍ତ୍ରୀ ପଦ

ନୂଆଦିଲ୍ଲୀ, ୬।୭: ବ୍ରିଟେନ୍‌ର ସାଧାରଣ ନିର୍ବାଚନରେ ଲେବର ପାର୍ଟି ବିପୁଳ ବିଜୟ ହାସଲ କରି ସରକାର ଗଠନ କରିଛି । ବ୍ରିଟେନ୍‌ର ନୂଆ ପ୍ରଧାନମନ୍ତ୍ରୀ ଭାବେ କିର ଷ୍ଟାର୍ମର ଶୁକ୍ରବାର କ୍ୟାବିନେଟ୍‌ର ଘୋଷଣା କରିଛନ୍ତି । ଉତ୍ତର ପଶ୍ଚିମ ଇଂଲଣ୍ଡର ବିଗନ ସଂସଦୀୟ କ୍ଷେତ୍ରରୁ ପୁଣିଥରେ ନିର୍ବାଚନ ଜିତିଥିବା ଲିସା ନନ୍ଦଙ୍କୁ ଷ୍ଟାର୍ମର ତାଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ଦେଇଛନ୍ତି । ତାଙ୍କୁ ଗୁରୁତ଼୍ବପୂର୍ଣ୍ଣ ସଂସ୍କୃତି, ମିଡିଆ ଏବଂ ଖେଳ ମନ୍ତ୍ରୀ ଭାବେ ଦାୟିତ଼୍ବ ମିଳିଛି । ୪୪ ବର୍ଷୀୟ ଲିସା ନନ୍ଦି ଜାନୁଆରୀ ୨୦୨୦ରେ ହୋଇଥିବା ଲେବର ପାର୍ଟିର ଅଧ୍ୟକ୍ଷ ପଦ ନିର୍ବାଚନରେ ୩ ଜଣଙ୍କ ମଧ୍ୟରେ ଥିଲେ । ଲିସା ଭାରତୀୟ ବଂଶୋଦ୍ଭବ ।

କିଛି ବର୍ଷ ପୂର୍ବେ ବ୍ରିଟେନ୍‌ରେ ଆୟୋଜିତ ଏକ ପାର୍ଟିରେ ଲିସା କହିଥିଲେ ଯେ, ଆଜି ଆମେ ଏମିତି ଏକ ସହରରେ ଏକାଠି ହୋଇଛେ, ଯାହାକି ପ୍ରବାସୀମାନଙ୍କୁ ନେଇ ଗଠିତ ଏକ ଦ଼୍ବିପ, ଯାହା ସମୁଦ୍ର ଆଡ଼କୁ ଅନେଇ ରହିଛି । ମୋ ବାପା ୫୦ ଦଶକରେ ଭାରତରୁ ଏଠାକୁ ଆସିଥିଲେ । ଭାରତ ଏକ ଏପରି ଦେଶ ଯିଏକି ଆମକୁ ଦୁନିଆର ଲୋକଙ୍କ ଜୀବନକୁ କିପରି ବଦଳାଇଯାଇ ପାରିବ ତାହା ଶିଖାଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?