ଏପର୍ଯ୍ୟନ୍ତ ୩ ଦଳର ଘୋଷଣା ହୋଇନି ପ୍ରାର୍ଥୀ ତାଲିକା: ଜାଣନ୍ତୁ କେଉଁ ଦଳର କେତେ ଆସନ ଅଛି ବାକି

ଭୁବନେଶ୍ୱର,୧୮।୪: ରାଜ୍ୟରେ ୪ଟି ପର୍ଯ୍ୟାୟ ନିର୍ବାଚନ ପାଇଁ ଦିନକ ପରେ ଅର୍ଥାତ୍‌ ଏପ୍ରିଲ ୧୮ତାରିଖରୁ ପର୍ଯ୍ୟାୟକ୍ରମେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେଉଛି। ଏହାପୂର୍ବରୁ ୩ ଦଳର ପ୍ରାର୍ଥୀ ତାଲିକା ସମ୍ପୂର୍ଣ୍ଣ ଭାବେ ଘୋଷଣା କରାଯାଇ ନାହିଁ। ଗୁରୁବାର କଂଗ୍ରେସ ଆଉ ୪ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। କଂଗ୍ରେସ ଏପର୍ଯ୍ୟନ୍ତ ୧୨୮ ଜଣଙ୍କ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ସେପଟେ ବିଜେଡି ୧୨୬ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିବାବେଳେ ଭାଜପା ୧୩୧ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ବିଜେଡି ଆହୁରି ୨୧ ଆସନରେ ପ୍ରାର୍ଥୀ ଦେବାକୁ ବାକି ଥିବାବେଳେ ଭାଜପାର ୧୬ଟି ଆସନରେ ଏବଂ କଂଗ୍ରେସ ୩୧ ଆସନରେ ପ୍ରାର୍ଥୀ ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତର ପ୍ରଦେଶରୁ ମୋଦିଙ୍କ ବଡ଼ ବୟାନ, ପଶ୍ଚିମବଙ୍ଗ ଭୋଟିଂ ଭିତରେ ଚହଳ!

କୋଲକାତା,୨୯।୪: ଉତ୍ତର ପ୍ରଦେଶର ହରଦୋଇ ଜିଲାରେ ଗଙ୍ଗା ଏକ୍ସପ୍ରେସୱେର ଉଦଘାଟନ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗରେ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଉପରେ ମତ…

ଆନନ୍ଦପୁର ବଜାରରେ ଚାଞ୍ଚଲ୍ୟ: ମାଛ କଟା ପନିକି ଗଳିଲା ଛାତିରେ, ଜଣେ ଗୁରୁତର…

ବଞ୍ଚୋ,୨୯(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ବଜାରରେ ଏକ ଅଭାବନୀୟ ଘଟଣା ଘଟିଛି। କାଳନ୍ଦୀ ବେହେରା ନାମକ ଜଣେ ମାଛ ବ୍ୟବସାୟୀ ବୁଧବାର ତାଙ୍କ ଦୋକାନରେ ମାଛ…

ବିଧାନସଭା ଦିନିକିଆ ଅଧିବେଶନ ପାଇଁ ସୁରକ୍ଷା କଡାକଡି: ଲୋୟର ପିଏମ୍‌ଜିରେ ୧୪୪ ଧାରା

ଭୁବନେଶ୍ୱର,୨୯।୪: ବିଧାନସଭାର ଦିନିକିଆ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏ ନେଇ ବିଧାନସଭା ଜଗିବେ ୭୦ପ୍ଲାଟୁନ ପୋଲିସ ଫୋର୍ସ। ତ୍ରିସ୍ତରୀୟ ବଳୟରେ ରହିବ ବିଧାନସଭା।…

୫ହାଜର ନୁହେଁ ମାସକୁ ୯ହଜାର ଦେବେ ସରକାର, ଛାତ୍ରୀଛାତ୍ର ଏମିତି କରନ୍ତୁ ଆପ୍ଲାଏ…

ନୂଆଦିଲ୍ଲୀ,୨୯।୪: କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଇଣ୍ଟର୍ନସିପ୍ ଯୋଜନା ଆରମ୍ଭ କରିଛନ୍ତି । ଏହି ଯୋଜନା ମାଧ୍ୟମରେ ଯୁବବର୍ଗମାନେ ଶିକ୍ଷା ଏବଂ କାର୍ଯ୍ୟ ଅଭିଜ୍ଞତା ଉଭୟ ପାଇପାରିବେ ଯାହା…

ଜିତୁ ମୁଣ୍ଡାଙ୍କୁ ମିଳୁ ନ୍ୟାୟ: ବିଚାର ବିଭାଗୀୟ ତଦନ୍ତ ଦାବି କଲା ବିଜେଡିି

ପାଟଣା,୨୯।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମ ଚତୁରୀ ସାହିର ଜିତୁ ମୁଣ୍ଡା ଗତ ସୋମବାର ମୃତ ଭଉଣୀ କାଲାରା…

ବୁଲିବାକୁ ଯାଉଥିବା ସମୟରେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର

ଜୟପୁର,୨୯।୪ (ପବନ ପାଣିଗ୍ରାହୀ): ଜୟପୁର ସଦର ଥାନା ଅଞ୍ଚଳରେ ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଗତ ୨୩ ତାରିଖ ସକାଳେ ଯୁବତୀ ନିକଟସ୍ଥ…

ଏହି ଦିନ ପରଦାକୁ ଆସିବ ଥାଲାପତି ବିଜୟଙ୍କ ଶେଷ ଅଭିନୀତ ଚଳଚ୍ଚିତ୍ର

ମୁମ୍ବାଇ: ଶେଷରେ ସିନେମା ହଲ୍‌କୁ ଆସିବାକୁ ପ୍ରସ୍ତୁତ ଅଭିନେତା-ରାଜନେତା ଥାଲାପତି ବିଜୟଙ୍କ ଚଳଚ୍ଚିତ୍ର ‘ଜନ ନାୟାଗନ’। ରାଜନୀତିକୁ ଆସିବା ପୂର୍ବରୁ ତାମିଲ ଫିଲ୍ମ ସୁପରଷ୍ଟାର ବିଜୟଙ୍କର ଏହା…

ବାଇକ୍‌ ଦୁର୍ଘଟଣାକୁ ନେଇ ତେଜିଲା ଗୋଷ୍ଠୀ ସଂଘର୍ଷ

ବାଲେଶ୍ବର,୨୯।୪: ବାଲେଶ୍ୱର ପୋଲାଡ଼ି ଛକରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଏକାଧିକ ଲୋକ ଆହତ ହୋଇଛନ୍ତି। ଏକ ବାଇକ୍‌ ଦୁର୍ଘଟଣାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri