ଏପ୍ରିଲରେ ୧୫ ଦିନ ବ୍ୟାଙ୍କ ବନ୍ଦ ! ଜରୁରୀ କାମ ଥିଲେ ଶୀଘ୍ର ସାରିଦିଅନ୍ତୁ

ନୂଆଦିଲ୍ଲୀ,୩୧।୩: ଏପ୍ରିଲ ପହିଲାରୁ ଆରମ୍ଭ ହେବାକୁ ଯାଉଛି ନୂଆ ଆର୍ଥିକ ବର୍ଷ। ଏହାପରଠାରୁ ଅନେକ ପରିବର୍ତ୍ତନ ହେବାକୁ ଯାଉଛି। ହେଲେ ଆସନ୍ତା ମାସର ୩୦ ଦିନରୁ ପ୍ରାୟ ୧୫ ଦିନ ବ୍ୟାଙ୍କ ବନ୍ଦ ରହିପାରେ। ଏଥିଯୋଗୁ ଯଦି ଏପ୍ରିଲରେ ବ୍ୟାଙ୍କିଂ ସହ ଜଡ଼ିତ କିଛି ଜରୁରୀ କାମ ରହିଛି, ଏବେଠାରୁ ସତର୍କ ହୋଇଯାଇ ସାରି ଦିଅନ୍ତୁ। ଆସନ୍ତୁ ଜାଣିବା ଏପ୍ରିଲରେ ରହିଥିବା ଛୁଟି ବିଷୟରେ:-

ଏପ୍ରିଲ ୧- ବ୍ୟାଙ୍କଗୁଡ଼ିକର ଆକାଉଣ୍ଟ କ୍ଲୋଜିଂ, ଗ୍ରାହକଙ୍କ ପାଇଁ ସେବା ବନ୍ଦ
ଏପ୍ରିଲ ୨- ଗୁଡ୍‌ ଫ୍ରାଇଡେ
ଏପ୍ରିଲ ୪-ରବିବାର
ଏପ୍ରିଲ୫- ବାବୁ ଜଗଜୀବନ ରାମ ଜୟନ୍ତୀ(କିଛି ରାଜ୍ୟରେ ଖୋଲା ରହିପାରେ ବ୍ୟାଙ୍କ)
ଏପ୍ରିଲ ୬-ତାମିଲନାଡ଼ୁ ବିଧାନସଭା ନିର୍ବାଚନ ପାଇଁ ଭୋଟିଂ ତାରିଖ(ବ୍ୟାଙ୍କ ଛୁଟି ସମ୍ଭାବନା)
ଏପ୍ରିଲ ୧୦- ମାସର ଦ୍ୱିତୀୟ ଶନିବାର
ଏପ୍ରିଲ ୧୧- ରବିବାର
ଏପ୍ରିଲ ୧୩- କିଛି ରାଜ୍ୟରେ ତେଲୁଗୁ ନବ ବର୍ଷ, ଉଗାଡ଼ି, ନବରାତ୍ରୀର ପ୍ରଥମ ଦିନ/ବୈଶାଖି ଯୋଗୁ ଛୁଟି
ଏପ୍ରିଲ ୧୪- ଡା. ବାବାସାହେବ ଆମ୍ବେଦକର ଜୟନ୍ତୀ/ତାମିଲ ନବନର୍ଷ
ଏପ୍ରିଲ ୧୫- ହିମାଚଳ ଦିବସ/ବଙ୍ଗାଳୀ ନବ ବର୍ଷ…
ଏପ୍ରିଲ ୧୬- ବୋହାଗ ବିହୁ(କିଛି ଅଞ୍ଚଳରେ ବ୍ୟାଙ୍କ ଛୁଟି)
ଏପ୍ରିଲ ୧୮- ରବିବାର
ଏପ୍ରିଲ ୨୧- ଶ୍ରୀରାମ ନବମୀ
ଏପ୍ରିଲ ୨୪-ଚତୁର୍ଥ ଶନିବାର
ଏପ୍ରିଲ ୨୫-ରବିବାର


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

କେନ୍ଦ୍ର-ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…

ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍‌ ଦେବା…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?