ଘୋଷଣା ହେଲା ଭାଜପା ବିଧାନସଭା ପ୍ରାର୍ଥୀ ତାଲିକା, ଜାଣନ୍ତୁ କେଉଁଠୁ କିଏ ପାଇଲେ ଟିକେଟ୍‌

ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ରାଉଲକେଲାରୁ ପ୍ରାର୍ଥୀ ହୋଇଛନ୍ତି ଦିଲ୍ଲୀପ ରାୟ। ସେହିପରି ପାଟଣାରୁ ଅଖିଲ ଚନ୍ଦ୍ର ନାୟକ, ସାରସକଣାରୁ ଭାଦବ ହାଁସଦା, ରାଇରଙ୍ଗପୁରରୁ ଜୋଲେନ ବରଦା, ବାଙ୍ଗିରିପୋଷିରୁ ସଞ୍ଜଳୀ ମୁର୍ମୁଙ୍କୁ ଦଳ ଟିକେଟ୍‌ ଦେଇଛି।

କରଞ୍ଜିଆ- ପଦ୍ମଚରଣ ହାଇବ୍ରୁ, ଝରିଗାଁ- ନରସିଂହ ଭତ୍ରା
ଡାବୁଗାଁ- ସୋମନାଥ ପୂଜାରୀ, ରାଜନଗର- ଲଳିତ ବେହେରା
ବାଲିକୁଦା-ଏରସମାରୁ ପ୍ରାର୍ଥୀ ସତ୍ୟସାରଥି ମହାନ୍ତି
ଜଗତସିଂହପୁର- ଅମରେନ୍ଦ୍ର ଦାଶ, କାକଟପୁର- ବାଇଧର ମଲ୍ଲିକ
ରଣପୁର- ସୁରମା ପାଢ଼ୀ, ସାନଖେମୁଣ୍ଡି- ଉତ୍ତମ କୁମାର ପାଣିଗ୍ରାହୀ
ମୋହନା- ପ୍ରଶାନ୍ତ ମଲ୍ଲିକ, ବିଷମକଟକ- ଜଗନ୍ନାଥ ନୁଣ୍ଡ୍ରୁକା
ରାୟଗଡ଼ା- ବସନ୍ତ ଉଲାକା, ଲକ୍ଷ୍ମୀପୁର- କୈଳାସ କୁଲେସିକା
କୋଟପାଡ- ରୁପୁ ଭତ୍ରା, ପଟାଙ୍ଗୀ- ଚୈତନ୍ୟ ନନ୍ଦିବାଲି
ଚିତ୍ରକୋଣ୍ଡା- ଡମ୍ବରୁ ଶିଶା


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri