ମେଣ୍ଟ ଚର୍ଚ୍ଚା ମଧ୍ୟରେ ଟିକେଟ୍‌ ପାଇଁ ନେତାଙ୍କ କସରତ, ତୃତୀୟ ତାଲିକାରେ ଓଡ଼ିଶାରୁ ପ୍ରାର୍ଥୀ ଦେବ ଭାଜପା

ଭୁବନେଶ୍ୱର,୧୮।୩: ଲୋକ ସଭା ନିର୍ବାଚନ ତାରିଖ ଘୋଷଣା ହେବା ପରେ ଭାଜପା ପ୍ରାର୍ଥୀ ତାଲିକା ପ୍ରସ୍ତୁତିକୁ ନେଇ ଭାଜପା ଘନ ଘନ ବୈଠକ କରୁଛି। ଆଜି ଦିଲ୍ଲୀରେ ଭାଜପାର କୋର କମିଟି ବୈଠକ ଅନୁଷ୍ଠିତ ହେବ। ବୈଠକରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସାମିଲ ହେବେ। ଏଥିରେ ୟୁପି ସମେତ ଓଡ଼ିଶା, ପଶ୍ଚିମବଙ୍ଗ ଆସନ ଉପରେ ଆଲୋଚନ ହେବ।

ଏପଟେ ରାଜ୍ୟ କାର୍ଯ୍ୟାଳୟରେ ନେତାଙ୍କ ଭିଡ ଲାଗିଛି। ଟିକେଟ୍‌ ପାଇଁ କସରତ ଚାଲିଛି। ଭାଜପା ନେତା କହିଛନ୍ତି ଯେ, ନିର୍ବାଚନ ପାଇଁ ଦଳ ସମୂର୍ଣ୍ଣ ପ୍ରସ୍ତୁତ ଅଛି। ସମ୍ଭାବ୍ୟ ତାଲିକା ପ୍ରସ୍ତୁତ ରହିଛି। କନ୍ଦ୍ରୀୟ ସଂସଦୀୟ କମିଟିର ମୋହର ବାଜିବା ପରେ ଖୁବ୍‌ଶୀଘ୍ର ଘୋଷଣା ହୋଇଯିବ। ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାରଙ୍କ ଉପସ୍ଥିତିରେ ନିର୍ବାଚନ କମିଟି ବୈଠକରେ ନିର୍ବାଚନ ପାଇଁ ପ୍ରାର୍ଥୀ ଓ ରଣନୀତି ଚୂଡାନ୍ତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଲଘୁଚାପରୁ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୭ା୭(ଅନୁରାଧା ମହାରଣା): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ...

ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ...

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri