କଂଗ୍ରେସ ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା: ଏଥିରେ ବି ଓଡ଼ିଶାର ପ୍ରାର୍ଥୀଙ୍କ …

ଭୁବନେଶ୍ୱର,୨୪।୩: କଂଗ୍ରେସ ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି।  ଏଥର ୪୬ ପ୍ରାଥୀଙ୍କୁ ମିଶାଇ ମୋଟ ୧୮୩ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଥିଲେ ମଧ୍ୟ ଏଥିରେ ବି ଓଡ଼ିଶାର କୌଣସି ପ୍ରାର୍ଥୀଙ୍କ ନାଁ ନାହିଁ ।
ତେବେ କେବଳ ଓଡ଼ିଶା ନୁହେଁ ଏପର୍ଯ୍ୟନ୍ତ କଂଗ୍ରେସର ଦୁଇ ପ୍ରମୁଖ ଆସନ ଉତ୍ତରପ୍ରଦେଶର ରାଇବରେଲୀ ଏବଂ ଆମେଠିରୁ ପ୍ରାର୍ଥୀ ଘୋଷଣା କରିନାହିଁ । ୨୦୧୯ ଲୋକସଭା ନିର୍ବାଚନରେ ଆମେଠିରୁ ଭାଜପା ସ୍ମୃତି ଇରାନୀଙ୍କଠୁ ୫୦ ହଜାରରୁ ଅଧିକ ଭୋଟରେ ହାରିଥିଲେ ରାହୁଲ ଗାନ୍ଧୀ । ଏଥର ସ୍ମୃତି ଇରାନୀଙ୍କୁ ଭାଜପା ପୁଣି ଆମେଠିରୁ ପ୍ରାଥୀ କରିଥିବା ବେଳେ ରାହୁଲଙ୍କୁ ନିର୍ବାଚନ ଲଢିବାକୁ ଚ୍ୟାଲେଞ୍ଜ କରିଛନ୍ତି ସ୍ମୃତି ଇରାନୀ । ତେବେ ଏଥର ପୁଣି ଥରେ ରାହୁଲ ଆମେଠିରୁ ଲଢିପାରନ୍ତି ବୋଲି ଚର୍ଚ୍ଚା ହେଉଛି । କେରଳର ୱାଇନାଡ ଆସନ ସହ ଆମେଠିରୁ ମଧ୍ୟ ରାହୁଲ ଲଢିବେ ବୋଲି କୁହାଯାଉଛି ।

Enter your email to get our daily news in your inbox.

All Right Reserved By Dharitri.Com

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ରାଜଧାନୀରୁ ନକଲି ଡାକ୍ତର ଗିରଫ: ପ୍ରେମ ଜାଲରେ ଫସାଇଲେ ମହିଳା ଡାକ୍ତରଙ୍କୁ

ଭୁବନେଶ୍ୱର,୬।୨:ରାଜଧାନୀରୁ ନକଲି ଡାକ୍ତର ସରୋଜ ମିଶ୍ର ଓରଫ ସିଦ୍ଧାର୍ଥ ଶଙ୍କରଙ୍କୁ ଗିରଫ କରାଯାଇଛି। ମଞ୍ଚେଶ୍ୱର ପୋଲିସ ସିଦ୍ଧାର୍ଥଙ୍କୁ ୧ଲକ୍ଷ ୩୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଗିରଫ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri