ପଥରରେ ମହାପ୍ରଭୁଙ୍କ କୁନି ନନ୍ଦିଘୋଷ

ପୁରୀ ଅଫିସ ୨୮।୬: ପୁରୀ ପଥର ଶିଳ୍ପୀ ପଥୁରିଆ ସାହି ବାସିନ୍ଦା ନିରଞ୍ଜନ ମହାରଣା ମହାପ୍ରଭୁଙ୍କ ନନ୍ଦିଘୋଷ ରଥର ଏକ କ୍ଷୁଦ୍ର ପ୍ରତିକୃତି ପଥରରେ ଗଢିଛନ୍ତି। ରଥ ସମେତ ସାରଥି, ଘୋଡ଼ା, ପାଶର୍‌ବ ଦେବଦେବୀ ମଧ୍ୟ ପଥରରେ ନିର୍ମାଣ କରିଛନ୍ତି। ଏହି ରଥର ଉଚ୍ଚତା ୧୨ ଇଞ୍ଚ ଓ ଲମ୍ବ ୮ ଇଞ୍ଚ। ଏଥିପାଇଁ ତାଙ୍କୁ ଦୀର୍ଘ ସାଢେ ୪ ମାସ ସମୟ ଲାଗିଛି। ନୀଳ ଓ ନାଲି ରଙ୍ଗର ପଥରରେ ରଥଟି ତିଆରି ହୋଇଛି। ଆଗାମୀ ଦିନରେ ତାଳଧ୍ୱଜ ଓ ଦେବଦଳନ ରଥ ନିର୍ମାଣ କରିବେ ବୋଲି ନିରଞ୍ଜନ କହିଛନ୍ତି। କୋଭିଡ୍‌ ମହାମାରୀକୁ ବିନାଶ କରି ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଥିବା ଦୂରତାକୁ ହଟାଇବା ପାଇଁ ସେ ପ୍ରାର୍ଥନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାୟିତ୍ୱ ନେଲେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ଅସିତ ତ୍ରିପାଠୀ। କିଛି ଦିନ ତଳେ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ସ୍ଥାନରେ...

ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ଲୋକାର୍ପିତ

ପାରାଦୀପ,୨୬ା୪(ସ୍ବ.ପ୍ର.):ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ସୋମବାର ପାରାଦୀପର ଇଫକୋ କାରଖାନା ସଲଗ୍ନ ମହାନଦୀରେ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ, ଜଳପଥ ଓ ଆୟୁଷ...

ଶ୍ୱଶୁରଙ୍କ ପ୍ରେରଣାରୁ ହେଉଛି ଅଙ୍ଗଦାନ

ଦିଗପହଣ୍ଡି,୫ା୨(ଡି.ଏନ.ଏ.)-ସଡ଼କ ଦୁର୍ଘଟଣାରେ ଆହତ ଦିଗପହଣ୍ଡି ରାଣୀ ସାହିର ପ୍ରିୟଙ୍କା ରାଣୀ ରାଜୁ (୨୬) ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁବରଣ କରିଛନ୍ତି। ଶ୍ୱଶୁର ଓ ସ୍ବାମୀଙ୍କ...

ସହରତଳି ଅଞ୍ଚଳକୁ ବିଏମ୍‌ସିରେ ସାମିଲ ପ୍ରସଙ୍ଗ : ଉପଜିଲାପାଳଙ୍କୁ ଭେଟିଲା ମିଳିତ କ୍ରିୟାନୁଷ୍ଠାନ କମିଟି

ବ୍ରହ୍ମପୁର ଅଫିସ,୧ା୬-ବ୍ରହ୍ମପୁର ସନ୍ନିକଟ ତଥା ପାର୍ଶ୍ୱବର୍ତ୍ତୀ ଅଞ୍ଚଳକୁ ବ୍ରହ୍ମପୁର ମହାନଗର ନିଗମ(ବିଏମସି)ରେ ସାମିଲ କରିବା ନେଇ ଏକ ବର୍ଷରୁ ଉର୍ଦ୍ଧ୍ୱ ହେବ ଆନ୍ଦୋଳନ ଜାରି ରହିଛି...

ପ୍ରଥମ ଦିନରେ ୧୫୪୫ ବ୍ୟବସାୟିକ ପ୍ରତିଷ୍ଠାନର ବିଦ୍ୟୁତ୍‌ ବିଚ୍ଛିନ୍ନ ହେଲା

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ପୂର୍ବ ଘୋଷଣା ଅନୁଯାୟୀ ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ) ଗୁରୁବାର ୧୫୪୫ ବ୍ୟବସାୟିକ ପ୍ରତିଷ୍ଠାନରୁ ବିଦ୍ୟୁତ୍‌ ବିଚ୍ଛିନ୍ନ କରିଛି। ବକେୟା ବିଦ୍ୟୁତ୍‌ ବିଲ୍‌...

ନାଟ୍ୟ କଳା ମହାସଂଘର ସାଙ୍ଗଠନିକ ସଭା: ସରକାରୀ ପ୍ରୋତ୍ସାହନ ଯୋଗାଇ ଦିଆଯାଉ

ଜୁନାଗଡ,୨୬।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହର ଆରଏମ୍‌ସି ଗୋଦାମଠାରେ ଶୁକ୍ରବାର ନାଟ୍ୟ କଳା ମହାସଂଘର ଏକ ସାଙ୍ଗଠନିକ ସଭା ଅନୁଷ୍ଠିତ ହୋଇଯାଇଛି। ଜୁନାଗଡ ଓ ଗୋଲାମୁଣ୍ଡା...

କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର

ବ୍ରହ୍ମପୁର ଅଫିସ,୨୯ା୯: ବୈଦ୍ୟନାଥପୁର ପୋଲିସ ଜଣେ ଅପହୃତା ଛାତ୍ରୀଙ୍କୁ ଆନ୍ଧ୍ରପ୍ରଦେଶର ହାଇଦ୍ରାବାଦରୁ ଉଦ୍ଧାର କରିଛି। ଛାତ୍ରୀଙ୍କୁ ଅପହରଣ କରି ହାଇଦ୍ରାବାଦରେ ଏକ ଭଡା ଘରେ ରଖି...

ଭିଜିଲାନ୍ସ ଜାଲରେ ଫରେଷ୍ଟ ରେଞ୍ଜ ଅଫିସର, ୪ ସ୍ଥାନରେ ଏକକାଳୀନ ଚଢାଉ

ସୁନ୍ଦରଗଡ,୧୧।୧(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ ବନଖଣ୍ଡ ଅନ୍ତର୍ଗତ ଉଜ୍ଜଳପୁର ଫରେଷ୍ଟ ରେଞ୍ଜ ଅଫିସର ସଂଗ୍ରାମ କେଶରୀ ମନହୀରା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର...

Advertisement
Archives

Model This Week