ନୂଆ ସର୍ଭେରେ ବ୍ରିଟେନ ପ୍ରଧାନମନ୍ତ୍ରୀ ରେସରେ ଋଷିଙ୍କ ଆଗରେ ଲିଜ

ଲଣ୍ଡନ,୨୩ ।୭: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ଉତ୍ତରାଧିକାରୀକୁ ନେଇ ଚାଲିଥିବା ରେସରେ ଭାରତୀୟ ବଂଶୋଦଭବ ଋଷି ସୁନକ ସବୁଠାରୁ ଆଗରେ ରହିଛନ୍ତି । ହେଲେ ଏବେ ଏକ ସର୍ବେକ୍ଷଣ କହିଛି ଋଷି ସୁନକଙ୍କ ସ୍ୱପ୍ନ ମିଳାଇ ଯାଇପାରେ । କାରଣ ଏହି ସର୍ଭେ ପରେ ଜଣାପଡିଛି କି ବୈଦେଶିକ ମନ୍ତ୍ରୀ ଲିଜ ଟ୍ରସ ବ୍ରିଟେନର ପରବର୍ତ୍ତି ପ୍ରଧାନମନ୍ତ୍ରୀ ଦୌଡରେ ଋଷି ସୁନକଙ୍କଠାରୁ ୨୮ ଭୋଟରେ ଆଗେଇ ଯାଇ ପାରନ୍ତି ।
ଡାଟା ବିଶ୍ଳେଷଣ କମ୍ପାନୀ ‘ୟୁଗୋଭ’ ତାଜା ସର୍ବେକ୍ଷଣରେ ଏହି ସୂଚନା ଦେଇଛି । କଞ୍ଜରଭେଟିଭ ପାର୍ଟିର ସଦସ୍ୟ ପ୍ରଧାନମନ୍ତ୍ରୀ ରେସରେ ସୁନକ ଓ ଟ୍ରସ ଉଭୟଙ୍କ ପାର୍ଟିର ନେତୃତ୍ୱକୁ ନେଇ ପ୍ରତିସ୍ପର୍ଦ୍ଧାର ଶେଷ ପର୍ଯ୍ୟାୟରେ ପହଞ୍ଚିବାକୁ ଭୋଟ କରିଥିଲା । ଏହି ସର୍ଭେ ଅନୁଯାୟୀ ଋଷି ସୁନକ ବ୍ରିଟେନ ପ୍ରଧାନମନ୍ତ୍ରୀ ପଦରେ ବସିବା ଏତେ ସହଜ କଥା ନୁହେଁ । ସର୍ଭେର ସଂଖ୍ୟା କହୁଛି ଟ୍ରେସ ସୁନକଙ୍କ ଉପରେ ଭାରି ପଡିପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri