Posted inଜାତୀୟ

ନୀତିଶଙ୍କୁ ଜେଲ୍‌ ପଠାଇଦେବାକୁ ଧମକ ଦେଲେ ଚିରାଗ

ପାଟନା,୨୫।୧୦: ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରସୋରରେ ଚାଲିଛି। ଭୋଟରଙ୍କୁ ହାତେଇବା ପାଇଁ ସମସ୍ତ ଦଳ ଉଦ୍ୟମ କରୁଛି। ରବିବାର ଏକ ରାଲିରେ ପ୍ରଚାର ବେଳେ ଲୋକଜନଶକ୍ତି ପାର୍ଟି (ଏଲଜେପି) ସଭାପତି ତଥା ଏମ୍‌ପି ଚିରାଗ ପାଶୱାନ କହିଛନ୍ତି, କ୍ଷମତାକୁ ଆସିଲେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଜେଲ ପଠାଇବେ। ଯଦି ତାଙ୍କ ଦଳ ଶାସନକୁ ଆସେ ତେବେ ୭ଟି ଦୁର୍ନୀତିର ଯାଞ୍ଚ ହେବ। ଏଥିରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଅନେକ ଅଧିକାରୀ ଜେଲ୍‌ ଯିବେ। ବିହାରରେ ମଦ ବନ୍ଦ ସମ୍ପୂର୍ଣ୍ଣ ବିଫଳ ହୋଇଛି। ଏଥିପାଇଁ ନୀତିଶ ସରକାର ଦାୟୀ। ସେ ହିଁ ବେଆଇନ୍‌ ମଦ ପାଇଁ ଲାଞ୍ଚ ନେଉଥିବା ଚିରାଗ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିହାର ବିଧାନସଭା ଆରମ୍ଭରୁ ବିବାଦ: ଏଆଇଏମ୍‌ଆଇଏମ୍ ବିଧାୟକ ଶପଥ ଗ୍ରହଣ ସମୟରେ ପଢିଲେ ନାହିଁ ‘ହିନ୍ଦୁସ୍ତାନ’ ଶବ୍ଦ

ପାଟନା,୨୩ ।୧୧: ସୋମବାର ଆରମ୍ଭ ହୋଇଛି ନବଗଠିତ ବିହାର ୧୭ ତମ ବିଧାନସଭାର ପ୍ରଥମ ଅଧିବେଶନ । ହେଲେ ପ୍ରଥମରୁ ହିଁ ବିବାଦ ଉପୁଜିଛି ।...

ବିଚ୍‌ ରାସ୍ତାରେ ମୃତଦେହ ଅଦଳବଦଳ, ପୂରା ଘଟଣାବଳୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୨୭ା୯: ସବୁବେଳେ ଚର୍ଚ୍ଚାରେ ରହୁଥିବା ଇନ୍ଦୋରର ଗ୍ରେଟର କୈଳାସ ହସ୍ପିଟାଲ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏଥର ଚର୍ଚ୍ଚା ସବୁ ଚର୍ଚ୍ଚାକୁ ଟପିଯାଇଛି। ଏଠାରେ ଏଥର...

ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ: ଜଣେ ସିଆର୍‌ପିଏଫ୍‌ ଯବାନ ଶହୀଦ୍‌

ରାୟପୁର,୭।୧୧: ଛତିଶଗଡ଼ରେ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ବିଜାପୁର ଜିଲାର ଜେରେପଲ୍ଲୀ ଗାଁ ନିକଟରେ ଥିବା ଜଙ୍ଗଲରେ କିଛି ମାଓବାଦୀ ଲୁଚି ଥିବା ଖବର ପାଇ ସିଆର୍‌ପିଏଫ୍‌...

ସର୍‌ନେମ୍‌ ଯୋଗୁ ଏହି ମହିଳାଙ୍କୁ ମିଳୁନି ଚାକିରି, ଲୋକେ କରୁଛନ୍ତି ଉପହାସ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୩।୭: ଅନେକ ଲୋକ ସେମାନଙ୍କର ସରନେମ୍‌ ଦ୍ୱାରା ମଧ୍ୟ ଜଣାଶୁଣା ଥାନ୍ତି। ସରନେମ୍‌ ସେମାନଙ୍କୁ ଏକ ଲୋକଙ୍କୁ ଏକ ଭିନ୍ନ ପରିଚୟ ଦେଇଥାଏ। କିନ୍ତୁ ଏସବୁ...

ଆସାମରେ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଆତଙ୍କ: ଗଲାଣି ୫୦ ଜଣଙ୍କ ଜୀବନ

ଗୁଆହାଟି,୭ା୭: ଆସାମରେ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଆତଙ୍କ ଦେଖାଦେଇଛି। ଏଥିଯୋଗୁ ୫୦ ଜଣଙ୍କ ଜୀବନ ଗଲାଣି ବୋଲି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମା ପ୍ରକାଶ କରିଛନ୍ତି। ଜୁଲାଇ...

ଗେଟ୍‌ ପରୀକ୍ଷା ସ୍ଥଗିତ କରିବାକୁ ସୁପ୍ରିମ୍‌କୋର୍ଟଙ୍କ ମନା, ଛାତ୍ରୀଛାତ୍ରମାନଙ୍କ ଭବିଷ୍ୟତ ସହିତ ଖେଳି ହେବ ନାହିଁ…

ନୂଆଦିଲ୍ଲୀ, ୩।୨ : କରୋନା ମହାମାରୀ କାରଣରୁ ଗ୍ରାଜୁଏଟ ଆପ୍ଟିଚ୍ୟୁଡ ଟେଷ୍ଟ ଇନ୍‌ ଇଞ୍ଜିନିୟରିଂ (ଗେଟ୍‌ )କୁ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି।...

ଭାଜପା ପ୍ରସ୍ତାବକୁ ନୀତୀଶଙ୍କ ପ୍ରତ୍ୟାଖ୍ୟାନ:ସରକାରରେ ସାମିଲ ହେଲାନି ଜେଡିୟୁ

ନୂଆଦିଲ୍ଲୀ, ୩୧।୫ : କେନ୍ଦ୍ର ସରକାରରେ ସାମିଲ ହେବା ପ୍ରସ୍ତାବକୁ ଜେଡିୟୁ ନେତା ନୀତୀଶ କୁମାର ପ୍ରତ୍ୟାଖ୍ୟାନ କରିଛନ୍ତି। ଏଥର ନରେନ୍ଦ୍ର ମୋଦି ନେତୃତ୍ୱାଧୀନ ମନ୍ତ୍ରିମଣ୍ଡଳରେ...

ଜେଡିୟୁ, ଆର୍‌ଜେଡି ପ୍ରାର୍ଥୀ ତାଲିକା ଘୋଷିତ

ପାଟନା,୬।୧୦: ବିହାର ବିଧାନସଭା ନିର୍ବାଚନରେ ପ୍ରଥମ ପର୍ଯ୍ୟାୟ ଭୋଟ ଲାଗି ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଥିବାବେଳେ ସୋମବାର ଜେଡିୟୁ ଓ ଆର୍‌ଜେଡି ପକ୍ଷରୁ ପ୍ରାର୍ଥୀତାଲିକା...

Advertisement
Archives

Model This Week