ପ୍ରତିରକ୍ଷା ମନ୍ତ୍ରୀଙ୍କୁ କ୍ୟାନସର, ଲୁଚାଇଥିଲେ ରିପୋର୍ଟ

ଓ୍ବାଶିଂଟନ୍‌,୧୧।୧: ଆମେରିକା ପ୍ରତିରକ୍ଷା ମନ୍ତ୍ରୀ ଲଏଡ୍‌ ଅଷ୍ଟିନ୍‌ଙ୍କୁ କ୍ୟାନସର। କିନ୍ତୁ ଆଜିଯାଏଁ ସେ ଏକଥା ଲୁଚାଇ ରଖିଥିଲେ। ଯାହା ଏବେ ସାମ୍ନାକୁ ଆସିବା ପରେ ସାରା ଦେଶ ଆଶ୍ଚର୍ଯ୍ୟ ହୋଇଯାଇଛି। ଗତ ଡିସେମ୍ବର ୨୨ରେ ଅଷ୍ଟିନ ପ୍ରୋଟେଷ୍ଟ କ୍ୟାନସରର ସର୍ଜରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଡିସଚାର୍ଜ ପରେ ଜାନୁୟାରୀ ପହିଲାରୁ ତାଙ୍କ ସ୍ବାସ୍ଥ୍ୟବସ୍ଥା ଗମ୍ଭୀର ହୋଇ ପଡିଥିଲା। ଫଳରେ ତାଙ୍କୁ ପୁଣି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ସେ ୬ଦିନ ଧରି ଡାକ୍ତରଖାନାରେ ଥିବାବେଳେ ତାଙ୍କ ପାଖରେ କୌଣସି ମନ୍ତ୍ରୀ ନ ଥିଲେ। ସବୁଠାରୁ ତାଜୁବ କରିଦେବା କଥା ହେଉଛି, ଖୋଦ୍‌ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଏକଥା ଜଣା ନ ଥିଲା। ତେବେ ଏସବୁ ରିପୋର୍ଟ ସାମ୍ନାକୁ ଆସିବା ପରେ ବାଇଡେନ ପ୍ରଶାସନର ମୁଣ୍ଡବିନ୍ଧାର କାରଣ ସାଜିଛି। ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ରିପବ୍ଲିକାନ ପାର୍ଟି ସମେତ ବାଇଡେନଙ୍କ ଦଳର ଅନେକ ନେତା ତାଙ୍କ ନିଲମ୍ବନ କରିବା ଲାଗି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପୁର ନା ନନ୍ଦୀଗ୍ରାମ, କେଉଁ ଆସନ ଛାଡ଼ିବେ ଶୁଭେନ୍ଦୁ ଅଧିକାରୀ, ମୁଖ୍ୟମନ୍ତ୍ରୀ ରେସ୍‌ରେ ଅଛନ୍ତି…

କୋଲକାତା,୮ା୫: ପଶ୍ଚିମବଙ୍ଗ ନିର୍ବାଚନରେ ବିପୁଳ ବିଜୟ ପରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା…

ସ୍କୁଟିକୁ ଧକ୍କାଦେଲା ‘ଆମ ବସ୍‌’

ସମ୍ବଲପୁର,୮ା୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ପିସି ବ୍ରିଜ୍‌ ନିକଟରେ ଜାତୀୟ ରାଜପଥ(୫୩) ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ବୁର୍ଲାର…

କରଣଙ୍କ ଚମତ୍କାର ଡେବ୍ୟୁ: ଏମିତି ଡ୍ରେସ୍‌ ପିନ୍ଧିଲେ ଚାହିଁ ରହିଗଲେ ସମସ୍ତେ

ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ମାତା କରଣ ଜୋହର ୨୦୨୬ ମେଟ ଗାଲାରେ ଏକ ଚମତ୍କାର ଡେବ୍ୟୁ କରିଥିଲେ। ଏହି ବିଶେଷ ଅବସର ପାଇଁ ସେ ପ୍ରଖ୍ୟାତ ଚିତ୍ରକର ରାଜା…

ସୁଧୁରି ଯାଅ, ନଚେତ୍‌ କାଶୀରୁ ଇସଲାମାବାଦ ପର୍ଯ୍ୟନ୍ତ… ଚର୍ଚ୍ଚାରେ ରାଘବଙ୍କ ଏହି ଚେତାବନୀ

ନୂଆଦିଲ୍ଲୀ,୮ା୫: ଆମ୍‌ ଆଦ୍‌ମୀ ପାର୍ଟି (AAP) ଛାଡ଼ି ଭାଜପାରେ ଯୋଗ ଦେଇଥିବା ରାଜ୍ୟ ସଭା ଏମ୍‌ପି ରାଘବ ଚଢ଼ା ‘ଅପରେଶନ ସିନ୍ଦୂର’ର ପ୍ରଥମ ବାର୍ଷିକୀରେ ତାଙ୍କ ଇନ୍‌ଷ୍ଟାଗ୍ରାମ…

ଆସିଲା ବଡ଼ ଅପଡେଟ୍, କେରଳ ପାଇଁ କଂଗ୍ରେସର ମୁଖ୍ୟମନ୍ତ୍ରୀ ଚୂଡ଼ାନ୍ତ!

ଥିରୁଭାନନ୍ତପୁରମ,୮ା୫: ପାଞ୍ଚଟି ରାଜ୍ୟର ନିର୍ବାଚନ ଫଳାଫଳ ଘୋଷଣା କରାଯାଇଛି। ଆସାମ ଏବଂ ପଶ୍ଚିମବଙ୍ଗରେ ଭାଜପା ଏକ ବଡ଼ ବିଜୟ ହାସଲ କରିଥିବା ବେଳେ, କେରଳରେ କଂଗ୍ରେସ ନେତୃତ୍ୱାଧୀନ…

ଜଣାପଡିଲା କିଏ ହେବେ ମୁଖ୍ୟମନ୍ତ୍ରୀ! ପଶ୍ଚିମବଙ୍ଗରେ ପହଞ୍ଚିବା ପରେ ଶାହାଙ୍କ ଏହି ସଙ୍କେତକୁ ନେଇ ହଇଚଇ

କୋଲକାତା,୮।୫: ଆଜି ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟିର ବିଧାୟକ ଦଳ ବୈଠକ ହେବାକୁ ଯାଉଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ବଙ୍ଗଳା ପାଇଁ ଭାଜପାର ପର୍ଯ୍ୟବେକ୍ଷକ ନିଯୁକ୍ତ…

ବଲାଙ୍ଗୀରରେ ଜିତୁ ମୁଣ୍ଡା ଭଳି ଘଟଣା, ସ୍ତ୍ରୀର ମୃତ୍ୟୁ ପରେ ଟଙ୍କା ଉଠାଇ ପାରୁ ନାହାନ୍ତି ସ୍ବାମୀ

ଲାଠୋର,୮।୫(ଭୁବନେଶ୍ୱର ବାରିକ): କେନ୍ଦୁଝର ଜିଲାର ଜିତୁ ମୁଣ୍ଡା ଘଟଣା ସାରା ଦେଶରେ ହଇଚଇ ସୃଷ୍ଟି କରିଥିଲା । ବ୍ୟାଙ୍କରୁ ଟଙ୍କା ଉଠାଣ ପାଇଁ ନିଜ ମୃତା ଭଉଣୀଙ୍କ…

ନାରୀଙ୍କୁ ସୁରକ୍ଷା, ନାରୀଙ୍କୁ ସମ୍ମାନ ଦାବିରେ ଏକାଠି ହେଲେ ଶତାଧିକ ମହିଳା, ବିରୋଧୀଙ୍କ କୁଶପୁତ୍ତଳିକା ଦାହ କରି…

ପାଟଣା,୮ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ଶୁକ୍ରବାର ଜନଆକ୍ରୋଶ ମହିଳା ସମାବେଶ ରାଲି ପାଟଣା ମୁଖ୍ୟାଳୟ ଆନନ୍ଦେଶର ଶିବ ମନ୍ଦିରରୁ ବାହାରି ବଜାରପରିକ୍ରମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri