Posted inଜାତୀୟ

ଭାରତ-ଆମେରିକା ମଧ୍ୟରେ ବଢୁଛି ସହଭାଗିତା, ରାଜନାଥଙ୍କ ସହ ବୈଠକ ପରେ କହିଲେ ଆମେରିକା ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୫।୬: ଆମେରିକା ପ୍ରତିରକ୍ଷା ମନ୍ତ୍ରୀ ଲାୟଡ ଅଷ୍ଟିନ  ଦୁଇ ଦିନିଆ ଭାରତ ଗସ୍ତରେ ଅଛନ୍ତି।  ଏହା ହେଉଛି ତାଙ୍କର ଦ୍ୱିତୀୟ ଭାରତ ଗସ୍ତ। ରବିବାର ଭାରତରେ ପହଞ୍ଚିବା ପରେ ଅଷ୍ଟିନ ଦିଲ୍ଲୀର ମାନେକଶା କେନ୍ଦ୍ରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଥିଲେ। ରାଜନାଥ ସିଂଙ୍କ ଉପସ୍ଥିତିରେ ଏହି ତିନି ସୌନ୍ୟ ଦିଲ୍ଲୀରେ ଅଷ୍ଟିନଙ୍କୁ ଟ୍ରାଇ ସର୍ଭିସ ଗାର୍ଡ ଅଫ ଅନର ପ୍ରଦାନ କରିଥିଲେ। ଏହା ପରେ ଉଭୟ ଦେଶର ପ୍ରତିରକ୍ଷା ମନ୍ତ୍ରୀ ଦ୍ୱିପାକ୍ଷିକ ବୈଠକ ହୋଇଥିଲା।

ତେବେ ଏହି ଦ୍ୱିପାକ୍ଷିକ ବୈଠକ ପରେ ପ୍ରତିରକ୍ଷା ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି କରିଛି। ସେ କହିଛନ୍ତି ୨ ପ୍ରତିରକ୍ଷା ମନ୍ତ୍ରୀ ଦୃଢ ପ୍ରତିରକ୍ଷା ସହଯୋଗ କାର୍ଯ୍ୟକଳାପର ସମୀକ୍ଷା କରିଛନ୍ତି। ଏଥିସହ ନୂତନ ଟେକ୍ନୋଲୋଜିର ସହ-ବିକାଶ ଏବଂ ସହ-ଉତ୍ପାଦନ ଉପରେ ଧ୍ୟାନ ଦେବାକୁ ଆଲୋଚନା କରିଛନ୍ତି।

ଦ୍ୱିପାକ୍ଷିକ ବୈଠକ ପରେ ପରେ ଅଷ୍ଟିନ କହିଛନ୍ତି, ମୋର ବନ୍ଧୁ ରାଜନାଥ ସିଂଙ୍କୁ ଭେଟି ଭଲ ଲାଗିଲା। ଆମେରିକା-ଭାରତ ପ୍ରତିରକ୍ଷା ସମ୍ପର୍କ ପ୍ରତି ତୁମର ଅଦମ୍ୟ ପ୍ରତିବଦ୍ଧତା ପାଇଁ ଧନ୍ୟବାଦ। ତାଙ୍କର ନେତୃତ୍ୱ ଦୁଇ ଦେଶ ମଧ୍ୟରେ ମିଳିତ ଅଭ୍ୟାସ, ସହଯୋଗ ଏବଂ ଟେକ୍ନୋଲୋଜିର ବିକାଶରେ ଅତ୍ୟନ୍ତ ସହାୟକ ହେବ। ସେ ଆହୁରି ମଧ୍ୟ କହିଛନ୍ତି, ଭାରତ-ଆମେରିକାର ବିଶ୍ୱ ରଣନୀତିକ ଭାଗିଦାରୀ ଦ୍ରୁତ ଗତିରେ ବଢୁଛି। ଭାରତ-ଆମେରିକା ସହଭାଗୀତା ଏକ ମୁକ୍ତ ଏବଂ ଖୋଲା ଭାରତ-ପ୍ରଶାନ୍ତର ମୂଳଦୁଆ। ଦୁଇ ଦେଶ ମଧ୍ୟରେ ପ୍ରତିରକ୍ଷା ଶିଳ୍ପ ସହଯୋଗ ପାଇଁ ଆମେ ଏକ ଉଚ୍ଚାଭିଳାଷୀ ରୋଡମ୍ୟାପ ପ୍ରତିଷ୍ଠା କରିଛୁ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ବିବାହକୁ କେନ୍ଦ୍ର କରି ଆକ୍ରମଣ: ବନ୍ଧା ହେଲେ ୭ ଅଭିଯୁକ୍ତ

ଥୁଆମୂଳ ରାମପୁର,୨୯ା୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ତାରାଗାଁଠାରେ ଏକ ଦଳିତ ପରିବାର ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ସୋମବାର ୭ ଅଭିଯୁକ୍ତଙ୍କୁ ଗିରଫ କରି…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ଆଫଗାନିସ୍ତାନ ସୀମାରେ ପାକ୍‌ର ବଡ଼ ସାମରିକ କାର୍ଯ୍ୟାନୁଷ୍ଠାନ

ଇସ୍‌ଲାମାବାଦ,୨୯ା୬: ଆଫଗାନିସ୍ତାନ ସୀମାରେ ପାକିସ୍ତାନୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ୨୯ଜଣ ଆତଙ୍କବାଦୀ ନିହତ ହୋଇଥିବା ଇସ୍‌ଲାମାବାଦ ସୋମବାର କହିଛି। ଏହି ସଦ୍ୟ ଉତ୍ତେଜନାକୁ ନେଇ ଉଭୟ କାବୁଲ…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ଭକ୍ତିଭାବରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା

ଭଞ୍ଜନଗର, ୨୯।୬ (ବାବୁଲା ପ୍ରଧାନ): ଭଞ୍ଜ ରାଜବଂଶ ଦ୍ୱାରା ପ୍ରତିଷ୍ଠିତ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହୋତ୍ସବ…

କେପ୍‌ ଭର୍ଡିକୁ ଶକ୍ତ ଧକ୍କା: ଅଧିନାୟକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ସିଆଟେଲ,୨୯ା୬: ଫିଫା ବିଶ୍ୱକପ୍‌ରେ ସଭିଙ୍କୁ ଚକିତ କରି ନକ୍‌ଆଉଟ୍‌ରେ ପ୍ରବେଶ କରିଛି କେପ୍‌ ଭର୍ଡି । କେପ୍‌ ଭର୍ଡି ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri