Posted inଜାତୀୟ

ଠକେଇ ଅଭିଯୋଗରେ ଭିଡିଓକନ ମାଲିକ ଗିରଫ

ମୁମ୍ବାଇ,୨୬।୧୨: ଆଇସିସିଆଇ ବ୍ୟାଙ୍କ ଠକେଇ ମାମଲାରେ ଭିଡିଓକନ ମାଲିକ ଭେନୁଗୋପାଲ ଧୁତଙ୍କୁ ଗିରଫ କରାଯାଇଛି। ତାଙ୍କୁ ସୋମବାର ମୁମ୍ବାଇରେ ସିବିଆଇ ଗିରଫ କରିଛି।
ଭିଡିଓକନ ଋଣ ମାମଲାରେ ଗିରଫ ହୋଇଥିବା ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ତଥା ଏମଡି ଚନ୍ଦା କୋଚର ଏବଂ ତାଙ୍କ ସ୍ବାମୀ ଦୀପକ କୋଚରଙ୍କୁ ଶନିବାର ସ୍ବତନ୍ତ୍ର ସିବିଆଇ କୋର୍ଟରେ ହାଜର କରାଯାଇଥିଲା।
ଭିଡିଓକନ ଋଣ ମାମଲାରେ ସିବିଆଇ ଦ୍ୱାରା ଶୀଘ୍ର ଚାର୍ଜ ସିଟ ଦାଖଲ ହେବାର ସମ୍ଭାବନା ରହିଛି। ଭିଡ଼ିଓକନ ଗ୍ରୁପର ଭେନୁଗୋପାଲ ଧୁତ୍‌ଙ୍କ ସହିତ ଚାର୍ଜସିଟରେ କୋଚର ଦମ୍ପତିଙ୍କୁ ମଧ୍ୟ ନାମିତ କରାଯାଇପାରେ। ଚନ୍ଦା କୋଚରଙ୍କ ନାଁ ଅଭିଯୋଗ ହୋଇଛି ଯେ, ଭେନୁଗୋପାଲଙ୍କୁ ଅନ୍ଧ ଭାବରେ ଋଣ ପ୍ରଦାନ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରୋଗ୍ୟ ସେତୁ ଆପ୍‌ ଡାଉନ୍‌ଲୋଡ୍‌ କରିବାକୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ପରାମର୍ଶ

ନୂଆଦିଲ୍ଲୀ,୨୯।୪: ଭାରତରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସରକାରଙ୍କ ପକ୍ଷରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ଲକ୍‌ଡାଉନ୍‌ ଜାରି ରହିଛି। ସେହିପରି କାର୍ଯ୍ୟାଳୟରେ...

ସନ୍ଧାନୀ କୁକୁରକୁ ଦିଆଗଲା ତୋପ ସଲାମି

ତ୍ରିଶୁର,୩୦।୭: କେରଳ ପୋଲିସର ସନ୍ଧାନୀ କୁକୁର ଥାନ୍ଦେରକୁ ମିଳିଛି ତୋପ ସଲାମି ବା ଷ୍ଟେଟ ଅନର। ଅସୁସ୍ଥ ଥିବା ଥାନ୍ଦେରର ସୋମବାର ମୃତ୍ୟୁ ହୋଇଥିଲା। ଏହାପରେ...

ତାଜମହଲ ବୁଲିଲେ ମଙ୍ଗୋଲିଆ ରାଷ୍ଟ୍ରପତି

ଆଗ୍ରା,୨୧।୯: ମଙ୍ଗୋଲିଆ ରାଷ୍ଟ୍ରପତି ଖଲ୍ଟମାଗିନ ବଟୁଲଗା ୫ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ଶନିବାର ସେ ଓ ତାଙ୍କ ସ୍ତ୍ରୀ ଆଗ୍ରାର ତାଜମହଲ ବୁଲି ଦେଖିଛନ୍ତି।...

ବିଶ୍ୱ ଅର୍ଥନୀତିକୁ ବିପଦ ଓମିକ୍ରନ୍‌

ନୂଆଦିଲ୍ଲୀ, ୩ା୧୨:କରୋନା ମହାମାରୀବେଳେ ତଳମୁହଁା ହୋଇପଡ଼ିଥିବା ବିଶ୍ୱ ଅର୍ଥନୀତି ମୁଣ୍ଡ ଟେକିବାକୁ ଅଣ୍ଟା ଭିଡ଼ୁଥିବାବେଳେ କୋଭିଡ୍‌ ଭୂତାଣୁର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଏହା ପୁଣି...

ଗରିବଙ୍କ ପେଟକୁ ଜୁଟୁନି ଦାନା: ଖତ ଖାଇଗଲା ୧୨୬୫ କ୍ୱିଣ୍ଟାଲ ଗହମ

ଭୋପାଳ, ୧୫।୭: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। କାମଧନ୍ଧା ନ କରି ପାରି ଗରିବଙ୍କ ପେଟକୁ ଦାନା ଜୁଟୁନି। ଏପରିସ୍ଥଳେ ପ୍ରଶାସନର...

ଉଦ୍ଧବଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ମୁମ୍ବାଇ,୨୯।୧୧: ‘ଠାକ୍‌ରେ’ ପରିବାରର ପ୍ରଥମ ସଦସ୍ୟ ଭାବେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଛନ୍ତି ଉଦ୍ଧବ ଠାକ୍‌ରେ। ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ବିଶାଳ ଜନସମୁଦ୍ରର ଉପସ୍ଥିତିରେ...

ରାଗିଛନ୍ତି ପାଇଲଟ୍‌: ମନାଇବା ପାଇଁ ଫୋନ୍‌ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୧।୬: ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସଚିନ ପାଇଲଟ ଗତ କିଛି ଦିନ ହେବା ଦଳୀୟ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଦଳର...

ଲୋକ ସଭା-ରାଜ୍ୟ ସଭା ମିଶିଲେ ବି କଂଗ୍ରେସର ନାହାନ୍ତି ଶହେ ଏମ୍‌ପି: ମୋଦି

ଅରରିୟା,୩ ।୧୧: ବିହାରରେ ଗୋଟିଏ ପଟେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଛି ଅନ୍ୟପଟେ ତୃ୍‌ତୀୟ ପର୍ଯ୍ୟାୟ ଭୋଟ ଗ୍ରହଣକୁ ନେଇ ବିଭିନ୍ନ ରାଜନୈତିକ ଦଳ...

Advertisement
Archives

Model This Week