ପବ୍ଲିକ୍‌ ଟେକ୍‌ ପ୍ଲାଟଫର୍ମରୁ ମିଳିବ ୧.୬୦ଲକ୍ଷ ଯାଏଁ ଋଣ

ନୂଆଦିଲ୍ଲୀ,୧୭।୮: ପବ୍ଲିକ୍‌ ଟେକ୍‌ ପ୍ଲାଟଫର୍ମରୁ ସହଜରେ ମିଳିପାରିବ ଋଣ। ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ(ଆରବିଆଇ) ଗୁରୁବାର ଠାରୁ ପବ୍ଲିକ ଟେକ ପ୍ଲାଟଫର୍ମର ପାଇଲଟ ପ୍ରୋଜେକ୍ଟ ଆରମ୍ଭ କରିଛି। ଏହା ମାଧ୍ୟମରେ, ଋଣଦାତାମାନେ ଆବଶ୍ୟକ ଡିଜିଟାଲ ସୂଚନା ବିନା ବାଧା ଋଣ ପରିପାରିବେ। ପାଇଲଟ ପ୍ରୋଜେକ୍ଟରେ, ଏହି ପ୍ଲାଟଫର୍ମରେ ଉପଲବ୍ଧ ବ୍ୟାଙ୍କଗୁଡିକ କିସାନ କ୍ରେଡିଟ କାର୍ଡ, ଦୁଗ୍ଧ ଉତ୍ପାଦକଙ୍କୁ ଋଣ, କୌଣସି ବ୍ୟକ୍ତି ବନ୍ଧକ ରଖିଥିଲେ , ବ୍ୟକ୍ତିଗତ ଋଣ ଏବଂ ଘର ଋଣ ୧.୬୦ଲକ୍ଷ ଯାଏଁ ଋଣ ପ୍ରଦାନ କରି ପାରିବେ। ଏହି ପ୍ଲାଟଫମରେ ଆଧାର ମାଧ୍ୟମରେ ଇଲେକ୍ଟ୍ରୋନିକ କଓ୍ବୋଇସି, ରାଜ୍ୟ ସରକାରଙ୍କ ଜମି ରେକର୍ଡ, ପାନର ବୈଧତା, ଆଧାର ଇ-ସ୍ବାକ୍ଷର ଓ ଗୃହ ଏବଂ ସମ୍ପତ୍ତିର ତଥ୍ୟ ଲିଙ୍କ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri