ଭଦ୍ରକ ଜିଲାରେ ବଢ଼ିଚାଲିଛି ଲୋକାଲ୍‌ କେସ୍‌: ଆଜି ବି ୭୬ ପଜିଟିଭ୍‌

ଭଦ୍ରକ ଅଫିସ,୨୯।୮: ଭଦ୍ରକ ଜିଲାରୁ ଶନିବାର ୭୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୫୪୬ରେ ପହଞ୍ଚିଛି। ତେବେ ଲଗାତାର ଭାବେ ଭଦ୍ରକରେ ଚିହ୍ନଟ ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳର ହୋଇଥିବା ବେଳେ ଆଜିର ସମସ୍ତ ଆକ୍ରାନ୍ତ ମଧ୍ୟ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। କିଛିଦିନ ହେବ ଜିଲାରୁ ଚିହ୍ନଟ ହେଉଥିବା ଆକ୍ରାନ୍ତମାନେ ସ୍ଥାନୀୟ ଅଞ୍ଚଳର ହେଉଥିବାରୁ ଭଦ୍ରକ ପାଇଁ ଚିନ୍ତା ବଢ଼ିଛି। ତେବେ ଜିଲାର ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୭୫ ଜଣ ସୁସ୍ଥ ହୋଇଥିବା ବେଳେ ୭୬୩ ଜଣ ଚିକିତ୍ସାଧୀନ ଅଛନ୍ତି। ୮ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ କେନ୍ଦ୍ରୀୟ ଗୋଇନ୍ଦା ସଂସ୍ଥା ଅଧିକାରୀ

ବାରିପଦା ଅଫିସ, ୨୬।୧: କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ନିଜ କାର୍ଯ୍ୟାଳୟକୁ ଡକାଇ ୨ ଅଧିକାରୀଙ୍କୁ ମାଡ଼ ମାରିଥିବା ଅଭିଯୋଗ...

ଦନ୍ତାହାତୀର ମୃତ୍ୟୁ, ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା

ଟେନ୍‌ସା,୧୭।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଣାଇ ବନଖଣ୍ଡ ଜରଡ଼ା ରେଞ୍ଜ ଅନ୍ତର୍ଗତ କଂସର ସେକ୍‌ସନ ରାଇପୁରୀ ସଂରକ୍ଷିତ ଜଙ୍ଗଲରେ ଗୁରୁବାର ଏକ ଦନ୍ତାହାତୀର ମୃତ୍ୟୁ ଘଟଛି। ହାତୀ...

ନୂଆ ପିଢ଼ିର ବାଲାଷ୍ଟିକ କ୍ଷେପଣାସ୍ତ୍ର ‘ଅଗ୍ନି ପ୍ରାଇମ’ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୮।୬: ଓଡ଼ିଶା ଉପକୂଳରେ ନୂଆ ପିଢ଼ିର ବାଲାଷ୍ଟିକ କ୍ଷେପଣାସ୍ତ୍ର ‘ଅଗ୍ନି ପ୍ରାଇମ’ର ସଫଳ ପରୀକ୍ଷଣ କରାଯାଇଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆରଡିଓ)...

ବିଲରେ ବିଦେଶାଗତ ପକ୍ଷୀ

ନିରାକାରପୁର,୧୧ା୧୧(ଡି.ଏନ୍‌.ଏ.): ଶୀତର ପ୍ରକୋପ ବଢ଼ିଥିବା ବେଳେ ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ମଧ୍ୟ ଆଗମନ ବଢ଼ିଛି। ଖାଦ୍ୟ ଅନ୍ବେଷଣରେ ପକ୍ଷୀମାନେ ଖୋର୍ଦ୍ଧା ଜିଲା ଡିଆ ଏବଂ ଏହାର...

ମୁଖ୍ୟ ରାସ୍ତା ପାର୍ଶ୍ୱରେ ମୁକୁଳା ଟ୍ରାନ୍ସଫର୍ମର

ନାଉଗାଁ ,୧୯ା୫(ସ୍ବ,ପ୍ର): ବିଦ୍ୟୁତ୍‌ ସେବା ଯୋଗାଉଥିବା କମ୍ପାନୀ ଏହାର ସରଞ୍ଜାମଗୁଡ଼ିକର ରକ୍ଷଣାବେକ୍ଷଣ ପ୍ରତି ଧ୍ୟାନ ଦେଉ ନ ଥିବାରୁ ବହୁ ସମୟରେ ଧନଜୀବନ ହାନି ଘଟୁଛି।...

ଘାଟିରେ ପଥର ବୋଝେଇ ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ

ଦାରିଙ୍ଗବାଡ଼ି,୨୮ା୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାମୁଣୀଗାଁ ଥାନା ସିକରମାହା ଘାଟିରେ ସୋମବାର ସକାଳୁ ଏକ ପଥର ବୋଝେଇ ଟ୍ରାକ୍ଟର ଦୁର୍ଘଟଣା ହୋଇଛି। ଫଳରେ ଦାରିଙ୍ଗବାଡ଼ିଠାରୁ...

୧୯ରେ ମେଘନାଦ ପାଚେରି ଚତୁଃପାର୍ଶ୍ୱରୁ ଭଙ୍ଗାଯିବ ବେଆଇନ କୋଠା

ପୁରୀ ଅଫିସ, ୧୪ା୮: ଆତଙ୍କବାଦୀଙ୍କ ଟାର୍ଗେଟରେ ରହିଛି ଶ୍ରୀମନ୍ଦିର। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ କେନ୍ଦ୍ର ଗୋଇନ୍ଦା ବିଭାଗର ଏହି ରିପୋର୍ଟ ପ୍ରଶାସନ ଆଖିରୁ...

ନିର୍ବାଚନ ପରବର୍ତ୍ତୀ ହିଂସା ବଢୁଛି: ସାଧାରଣରେ ଉଦ୍‌ବେଗ

ହିଞ୍ଜିଳିକାଟୁ,୧୯ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକର ବିଭିନ୍ନ ପଞ୍ଚାୟତରେ ନିର୍ବାଚନ ପରବର୍ତ୍ତୀ ହିଂସାକାଣ୍ଡ ବଢୁଛି। ବ୍ଲକରେ ଗତ ୧୬ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରିଛି। ଶୁକ୍ରବାର...

Advertisement
Archives

Model This Week