ରାଜଧାନୀରେ କମୁନି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୧୬୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୭ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୯ ହଜାର ୨୪୦ରେ ପହଞ୍ଚତ୍ବା ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି। ଅନ୍ୟପକ୍ଷରେ ଆଜି ଭୁବନେଶ୍ୱରରୁ ୧୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜଧାନୀରୁ ବର୍ତ୍ତମାନ ସୁଦ୍ଧା ୧୦,୯୨୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦,୪୮୬୯ ଜଣ ସୁସ୍ଥ ହୋଇଛନ୍ତି। ୧୦୦୯ ଜଣଙ୍କ ମୃତ୍ୟୁ ହୋଇଛି। ୩୩୪୧ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ୪ ଡିଗ୍ରୀକୁ ଖସିଲା ପାରଦ

ଭୁବନେଶ୍ୱର(ବ୍ୟୁରୋ)/ଦାରିଙ୍ଗବାଡ଼ି (ଡି.ଏନ୍‌.ଏ.)/ଟେନ୍‌ସା(ଡି.ଏନ୍‌.ଏ.)୨୧।୧୨:  ସମଗ୍ର ରାଜ୍ୟକୁ ହାଡ଼ଭଙ୍ଗା ଶୀତ କବଳିତ କରିଛି। କାଠୁଆ ଜାଡ଼ରେ ଥରୁଛି ଓଡ଼ିଶା। ସଞ୍ଜ ନଇଁବା ମାତ୍ରେ ମାଡ଼ିଆସୁଛି ହାଡ଼ଭଙ୍ଗା ଶୀତ। ଦେହ...

ଖାଉଥିବା ବେଳେ ହାଣିଦେଲେ ସାନ ଭାଇ

ବେଗୁନିଆପଡ଼ା,୧୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଜଗତି ସାହିରେ ବୁଧବାର ଏକ ହତ୍ୟାକାଣ୍ଡ ଘଟିଛି। ସାନ ଭାଇର କାତି ଚୋଟରେ ବଡ଼ ଭାଇଙ୍କ ମୃତ୍ୟୁ ହୋଇଛି।...

ଗିନିଜ ବୁକ୍‌ ଅଫ୍‌ ୱାର୍ଲଡ୍‌ ରେକର୍ଡସରେ ସ୍ଥାନ ପାଇଲା କେନ୍ଦୁଝରର ୭୨ ଫୁଟର ରଥ

କେନ୍ଦୁଝର,୭।୫(ସ୍ବ.ପ୍ର.): କେନ୍ଦୁଝରର କାଠରେ ନିର୍ମିତ ରଥ ବିଶ୍ୱର ସବୁଠାରୁ ଉଚ୍ଚ ରଥର ମାନ୍ୟତା ଲାଭ କରିବା ସହ ଗିନିଜ ବୁକ୍ସ ଅଫ୍‌ ୱାର୍ଲଡ୍‌ ରେକର୍ଡସରେ ସ୍ଥାନ...

ଭିତରକନିକା ଜାତୀୟ ଉଦ୍ୟାନ: ୧୯ରେ ଡଲଫିନ୍‌ ଗଣନା

ରାଜନଗର, ୭।୧ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକସ୍ଥିତ ଭିତରକନିକା ଜାତୀୟ ଉଦ୍ୟାନରେ ଆସନ୍ତା ୧୯ ତାରିଖରେ ଡଲଫିନ୍‌ ଗଣନା କରାଯିବ। ୧୮ ତାରିଖରେ ଡଲଫିନ...

ଓମ୍ବାଡସି ସିଇଓଙ୍କ ଦୁଇଦିନିଆ କେନ୍ଦୁଝର ଗସ୍ତ

କେନ୍ଦୁଝର, ୧୨।୬(ଡି.ଏନ୍‌.ଏ.) ଓଏମ୍‌ବିଏଡିସି (ଓଡ଼ିଶା ମିନେରାଲ ବିୟରିଂ ଏରିଆସ୍‌ ଡେଭଲପମେଣ୍ଟ କର୍ପୋରେଶନ) ସିଇଓ ଜି. ରାଜେଶ ଦୁଇଦିନିଆ କେନ୍ଦୁଝର ଗସ୍ତରେ ଆସି ଶୁକ୍ରବାର ଜିଲା ମୁଖ୍ୟ...

ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ବଣ୍ଟନ କାର୍ଯ୍ୟର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ୨୦୧୯-୨୦ ବର୍ଷ ପାଇଁ ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଲୋକସେବା ଭବନରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁକ୍ତ-୨ର ୧୦ଜଣ...

ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇ ପାରିଲାନି ବିମାନ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ରାଜଧାନୀରେ ଘନ କୁହୁଡି ଯୋଗୁ ବିମାନ ସେବା ବ୍ୟାହତ ହୋଇଛି। ଫଳରେ ନୂଆଦିଲ୍ଲୀରୁ ଆସୁଥିବା ବିମାନ ଭୁବନେଶ୍ୱର ବିମାନ ବନ୍ଦରରେ ଓହ୍ଲାଇ ପାରିଲାନି ।...

ଦୁଇଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨।୨(ବ୍ୟୁରୋ): ଝାଡଖଣ୍ଡ ଏବଂ ଓଡିଶା ଉପରେ ଏକ ଟ୍ରପ୍‌ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ...

Advertisement
Archives

Model This Week