ଭଦ୍ରକରେ ସଙ୍ଗରୋଧକୁ ପଛରେ ପକାଇଲା ସ୍ଥାନୀୟ ସଂକ୍ରମଣ: ଜାଣନ୍ତୁ ଗୋଟିଏ ଦିନରେ କେତୋଟି ରହିଛି ଲୋକାଲ କେସ୍‌

ଭଦ୍ରକ ଅଫିସ,୯।୮: ଭଦ୍ରକ ଜିଲାରେ ରବିବାର ୫୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ପଜିଟିଭ୍‌ ସଂଖ୍ୟା ୯୧୫ ଛୁଇଁଛି। ରବିବାର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ଜଣେ ଚିହ୍ନଟ ହୋଇଥିବା ବେଳେ ୫୭ ଜଣ ସ୍ଥାନୀୟ ଆକ୍ରାନ୍ତ ଅଛନ୍ତି। ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ୬୫୩ ଜଣ ସୁସ୍ଥ ହୋଇଥିବା ବେଳେ ୨୫୮ ଜଣ ଚିକିତ୍ସାଧୀନ ଅଛନ୍ତି। ୪ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ବର୍ତ୍ତମାନ ସୁଦ୍ଧା ୨୨,୩୫୩ ଜଣଙ୍କ ସ୍ବାବ ପରୀକ୍ଷା ସାରିଥିବା ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋକରା ପିଡିଏସ୍‌ ଚାଉଳ ଫେରାଇଲେ ସରପଞ୍ଚ

ରିଆମାଳ, ୧୭ା୧୨ (ଡି.ଏନ.ଏ)- ଦେବଗଡ଼ ଜିଲା ରିଆମାଳ ବ୍ଲକ ମଳେହିପଡା ପଞ୍ଚାୟତରେ ବୁଧବାର ପିଡିଏସ୍‌ ଚାଉଳକୁ ସରପଞ୍ଚ ହାବିଲ ସାହୁ ଫେରାଇ ଦେଇଥିବା ଜଣାପଡିଛି। ଘଟଣା...

କୋରାପୁଟରେ ମୃଦୁ ଭୂକମ୍ପ

କୋରାପୁଟ,୩ା୩(ସ୍ବ.ପ୍ର.): କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଶୁକ୍ରବାର ମୃଦୁ ଭୂକମ୍ପ ହୋଇଥିବା ଜଣାଯାଇଛି। ଆଜି ଭୋର୍‌ ୫ଟା ୫ରେ ଏହି ଭୂକମ୍ପ ହୋଇଥିବାବେଳେ ରିକ୍ଟର ସ୍କେଲ୍‌ରେ...

ରୋଗୀଙ୍କୁ ମିଳୁନି ସଫା ବେଡ୍‌ଶିଟ୍‌

ବ୍ରହ୍ମପୁର ଅଫିସ,୧୫।୧: ଏମ୍‌କେସିଜି ମେଡିକାଲ ରୋଗୀଙ୍କୁ ସଫା ବେଡ୍‌ଶିଟ୍‌ ମିଳୁ ନ ଥିବା ଅଭିଯୋଗ ହୋଇଛି। ଫଳରେ ରୋଗୀମାନେ ମାସ ମାସ ଧରି ଖାଲି ବେଡ୍‌ରେ ଶୋଉଛନ୍ତି।...

୩୫ କୁଇଣ୍ଟାଲ ଗଞ୍ଜେଇ ଜବତ, ୪ ଗିରଫ

ସୋରଡା,୧୩-୯(ଡି.ଏନ୍‌.ଏ.):ଗଞ୍ଜାମ ଜିଲା ବଡଗଡ଼ ପୋଲିସ ଗୁରୁବାର ଏକ ବଡଧରଣର ଗଞ୍ଜେଇ ଚୋରାଚାଲାଣ ଉଦ୍ୟମ ପଣ୍ଡ କରିଛି। ଯାଞ୍ଚବେଳେ ୪୦୭ ଟ୍ରକ୍‌, ପିକ୍‌ଅପ୍‌, ବୋଲେରୋ ଓ ଏକ...

ମାନ୍ୟତା ମିଳିଛି, ଭିତ୍ତିଭୂମି ବିକାଶ ହେଉନି

ଖୋର୍ଦ୍ଧା ଅଫିସ,୯।୬: ଖୋର୍ଦ୍ଧା-ନୟାଗଡ଼ ୫୭ ନମ୍ବର ଜାତୀୟ ରାଜପଥ ଜାଗୁଳିପାଟଣାରେ ରହିଛି ଶ୍ରୀଅନନ୍ତ ପୁରୁଷୋତ୍ତମ(ହାତଗୋଡ଼ ଥାଇ ପୂର୍ଣ୍ଣ ବିଗ୍ରହ)ଦେବଙ୍କ ମନ୍ଦିର। ପର୍ଯ୍ୟଟନର ମାନ୍ୟତା ସତ୍ତ୍ୱେ ଏହାର...

ଥାନା ଗାଡ଼ି ଅଚଳ, ଭଡ଼ାରେ ଲାଗୁଛି ବେସରକାରୀ ଯାନ

ଗୋପ,୨।୨(ଡି.ଏନ୍‌.ଏ.): ଗୋପ ଥାନା ବ୍ରିଟିଶ୍‌ ଶାସନ ସମୟରେ ୧୮୦୬ ମସିହାରେ ସ୍ଥାପନ କରାଯାଇଥିଲା। ଏହି ଥାନା ଅଧୀନରେ ଗୋଟିଏ ଫାଣ୍ଡି ଏବଂ ଗୋଟିଏ ବିଟ୍‌ କେନ୍ଦ୍ର...

ଧାନ ଫସଲରେ ପୋକ, ଚାଷୀ ଆତଙ୍କିତ

ଢେଙ୍କାନାଳ ଅଫିସ, ୬।୧୦ – ଢେଙ୍କାନାଳ ସଦର ବ୍ଲକ ବେଲଟିକିରି ଗ୍ରାମରେ ଧାନ ଫସଲରେ ପୋକ ଆତଙ୍କ ଦେଖାଦେଇଛି। ଏହାକୁ ନେଇ ଚାଷୀମାନେ ଆତଙ୍କିତ ହୋଇପଡ଼ିଛନ୍ତି।...

ପୁନଃ ନିଯୁକ୍ତି ଦାବିରେ ଚୁକ୍ତିିଭିତ୍ତିକ ନର୍ସିଂ, ଫାର୍ମାସିଷ୍ଟଙ୍କ ଧାରଣା

କଟକ ଅଫିସ, ୬।୪: ପୁନଃ ନିଯୁକ୍ତି ଦାବିରେ ଏସ୍‌ସିବିର ଚୁକ୍ତି ଭିତ୍ତିକ ନର୍ସ ଓ ଫାର୍ମାସିଷ୍ଟମାନେ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ନିକଟରେ ସୋମବାର ଧାରଣାରେ ବସିଥିଲେ। ସେମାନଙ୍କ...

Advertisement
Archives

Model This Week