ଭୁବନେଶ୍ୱରରେ ବଢୁଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୨୬।୪: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୭୦୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୫୧ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୫୭ ସଂକ୍ରମିତ ହୋଇଥିବା ବିଏମସି ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ବର୍ତ୍ତମାନ ଭୁବନେଶ୍ୱରର ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫୪୬୮କୁ ବୃଦ୍ଧି ପାଇଛି। ରାଜଧାନୀରେ ୩୫୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ବିଏମ୍‌ସି ସୂଚନା ମୁତାବକ, ଚନ୍ଦ୍ରଶେଖରପୁର, ବଡଗଡ଼, ବରମୁଣ୍ଡା, ବିଜେବିନଗର, ଝାରପଡ଼ା, ଡୁମୁଡୁମା, ମଞ୍ଚେଶ୍ୱର, ଜାଗମରା ଆଦି ଅଞ୍ଚଳରୁ ସଂକ୍ରମିତଙ୍କ ସଂଖ୍ୟା ଅଧିକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣମଣ୍ଡପ ସିଲ୍‌ ଅଭିଯାନ ଆରମ୍ଭ

ଭୁବନେଶ୍ବର,୩।୨(ବ୍ୟୁରୋ): ବିନା ବିଲ୍ଡିଂ ପ୍ଲାନ ଅନୁମୋଦନରେ କୋଠା ନିର୍ମାଣ, ବିନା ଟ୍ରେଡ ଲାଇସେନ୍ସରେ ବ୍ୟବସାୟ କରୁଥିବା, ହୋଲ ଡିଂ ଟିକସ ଫାଙ୍କୁଥିବା, ପାର୍କିଂ ସୁବିଧା ନ...

ଗୋଟିଏ ସ୍ଥାନରେ ୫ରୁ ଅଧିକ ଦୋକାନ ଥିଲେ ମିଳିବନି ଅନୁମତି

ଭୁବନେଶ୍ୱର,୧।୫(ବ୍ୟୁରୋ): ଦୋକାନ ଖୋଲିବା ନେଇ ବାରମ୍ବାର ଗାଇଡ୍‌ଲାଇନ୍‌ ଓ କଟକଣା ଲାଗୁ କରାଯାଉଥିବାରୁ ବ୍ୟବସାୟୀମାନେ ଦ୍ୱନ୍ଦ୍ୱରେ ପଡୁଛନ୍ତି। ଗୁରୁବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କମିଶନର...

ସ୍ବତନ୍ତ୍ର କୋଭିଡ-୧୯ ହସ୍‌ପିଟାଲ ଲାଗି ପ୍ରସ୍ତାବ

ଭୁବନେଶ୍ୱର, ୨୬ା୩(ବ୍ୟୁରୋ): ରାଜ୍ୟରେ କରୋନା ଭୂତାଣୁ (କୋଭିଡ୍‌-୧୯)କୁ ରୋକିବା ଓ ସଂକ୍ରମିତ ରୋଗୀଙ୍କ ନିମନ୍ତେ ଏକ ସ୍ବତନ୍ତ୍ର କୋଭିଡ୍‌ ହସ୍‌ପିଟାଲ୍‌ ପାଇଁ ଖାଦ୍ୟ ଯୋଗାଣ ଓ...

ଶ୍ରୀମନ୍ଦିର ହୁଣ୍ଡିରେ ଲକ୍ଷେ ଟଙ୍କା ଟପିଲାନି, ସୁନା ରୁପା ଶୂନ

ପୁରୀ ଅଫିସ, ୧୭।୩: କରୋନାର ପ୍ରଭାବ କେବଳ ଲୋକଙ୍କ ଜୀବନ ଜୀବିକା ଉପରେ ନୁହେଁ, ଶ୍ରୀମନ୍ଦିର ହୁଣ୍ଡିରେ ବି ଏହା ଦେଖିବାକୁ ମିଳିଛି। ବିଶ୍ୱବ୍ୟାପୀ ଘାତକ...

ଯୁବକଙ୍କୁ ହତ୍ୟା: ୩ ଅଭିଯୁକ୍ତ କୋର୍ଟ ଚାଲାଣ ପରେ ନିରପେକ୍ଷ ତଦନ୍ତ ଦାବିରେ ଧାରଣା

କୋକସରା,୧୧ା୫(ଡି.ଏନ୍‌.ଏ.): ପ୍ରଥମେ ଯୁବକଙ୍କୁ ହତ୍ୟା କରି ବେକରେ ଫାଶ ଦେଇ ଏକ ଶାଗୁଆନ ଗଛରେ ଝୁଲାଇ ଆତ୍ମହତ୍ୟାର ନାଟକ ରଚିଥିଲେ ଅଭିଯୁକ୍ତ । ହେଲେ ପରିବାରର...

ରଥକୁ ଉଠିଲା ଦୁଆର ବେଢା

ପୁରୀ ଅଫିସ,୨।୭ ଆଉ ଦୁଇଦିନ ପରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ରଥଖଳାରେ ଦ୍ରୁତଗତିରେ ଚାଲିଛି ରଥ କାମ। ସୋମବାର ତିନିରଥର ଦୁଇଟି ଲେଖାଏ ଦୁଆର ବେଢା ଉଠିଛି।...

କାର୍ଯ୍ୟରେ ଅବହେଳା: ବିଏଲଓ ନିଲମ୍ବିତ: ୨୭ଜଣଙ୍କୁ କାରଣ ଦର୍ଶାଅ ନୋଟିସ

ବାଲେଶ୍ୱର ଅଫିସ,୬।୧୧: ଗତ ସେପ୍ଟେମ୍ବର ୧୫ରୁ ଆରମ୍ଭ କରାଯାଇଥିବା ଭୋଟର ପରିଚୟ ପତ୍ର ଯାଞ୍ଚ କାର୍ଯ୍ୟକ୍ରମ ଚଳିତ ମାସ ୧୮ତାରିଖ ସୁଦ୍ଧା ସାରିବାକୁ ସମୟସୀମା ନିର୍ଦ୍ଧାରିତ...

ବଦଳିଲା ସମୟ: ଏଣିକି ୯ଟାରୁ ସାଢ଼େ ୪ଟା ଯାଏ ସ୍କୁଲରେ ରହିବେ ଶିକ୍ଷୟିତ୍ରୀ-ଶିକ୍ଷକ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ସ୍କୁଲ ସମୟରେ ପରିବର୍ତ୍ତନ କରାଯାଇଛି। ଏଥିସହ ବଦଳିଛି ଶିକ୍ଷକ ଏବଂ ଶିକ୍ଷୟିତ୍ରୀଙ୍କ କାର୍ଯ୍ୟ ସମୟ। ପୂର୍ବରୁ ୧୦ଟାରୁ ୪ଟା ଯାଏ...

Advertisement
Archives

Model This Week