ଶ୍ରୀଲଙ୍କା ବିସ୍ଫୋରଣ ପଛରେ ଇସଲାମିଷ୍ଟ ଗ୍ରୁପର ହାତ ଥିବା ସନ୍ଦେହ କଲେ ସରକାର

କଲମ୍ବୋ,୨୨।୪: ଶ୍ରୀଲଙ୍କାରେ ହୋଇଥିବା ୮ଟି ସିରିଏଲ ବୋମା ବିସ୍ଫୋରଣ ପଛରେ ସ୍ଥାନୀୟ ଇସ୍‌ଲାମିଷ୍ଟ ଏକ୍ସଟ୍ରିମିଷ୍ଟ ଗ୍ରୁପ ବା ନ୍ୟାଶନାଲ ତୋହିଥ ଜମାଥ(ଏନ୍‌ଟିଜେ)ର ହାତ ଥିବା ସନ୍ଦେହ କରିଥିବା ପ୍ରକାଶ କରିଛନ୍ତି ସରକାରୀ ପ୍ରବକ୍ତା ରଜିଥା ସେନାରତ୍ନେ। ଏହାକୁ ନେଇ ସରକାର ଗୁପ୍ତ ତଥ୍ୟ ସଂଗ୍ରହ କରୁଥିବା ସେ କହିଛନ୍ତି। ସୂଚନାଯୋଗ୍ୟ, ୨୧ତାରିଖରେ ଶ୍ରୀଲଙ୍କାରେ ହୋଇଥିବା ଆକ୍ରମଣରେ ଏବେ ସୁଦ୍ଧା ପାଖାପାଖି ୩ଶହ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଅବଶ୍ୟ ଏହା ପୂର୍ବରୁ ଶ୍ରୀଲଙ୍କା ପୋଲିସ ଏପ୍ରିଲ ୧୧ରେ ଏକ ସତର୍କ ସୂଚନା ଜାରି କରିଥିଲା କି ଏନ୍‌ଟିଜେ ଶ୍ରୀଲଙ୍କାର ଚର୍ଚ୍ଚ ଓ ଭାରତୀୟ ହାଇକମିଶନ ଉପରେ ଆକ୍ରମଣ କରିବାର ଯୋଜନା ପ୍ରସ୍ତୁତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା ପରେ ଭାରତର ସହାୟତାକୁ ପ୍ରଶଂସା, ପ୍ରଧାନମନ୍ତ୍ରୀ କହିଲେ…

କାଠମାଣ୍ଡୁ,୨ା୯: ନେପାଳରେ ଭୟଙ୍କର ବନ୍ୟା ପରେ ଭାରତ ପକ୍ଷରୁ ମିଳୁଥିବା ଲଗାତାର ସହାୟତାକୁ ନେଇ ଭାରତ ଓ ଚାଇନାକୁ ଧନ୍ୟବାଦ ଜଣାଇଛନ୍ତି ନେପାଳ ପ୍ରଧାନମନ୍ତ୍ରୀ ବାଲେନ ଶାହା।…

ସ୍ତ୍ରୀର ପରକୀୟା ପ୍ରୀତି ଉପରେ ନଜର ରଖିବା ପଡ଼ିଲା ମହଙ୍ଗା: ଟୁଥବ୍ରଶ୍‌ରୁ ସନ୍ଦେହ କରି ଫସିଲେ ସ୍ୱାମୀ, କୋର୍ଟ କହିଲେ…

ନୂଆଦିଲ୍ଲୀ,୨।୯: ପତ୍ନୀଙ୍କ ପରକୀୟା ସମ୍ପର୍କ ଉପରେ ସନ୍ଦେହ ଉପୁଜିବା ପରେ ଆରମ୍ଭ ହେଲା ବିବାଦ । ସନ୍ଦେହ ଦୂର କରିବା ପାଇଁ ସ୍ୱାମୀ ଏମିତି ଏକ ପଦକ୍ଷେପ…

ସମୁଦ୍ର କୂଳରେ ବୁଲୁଥିଲେ ପ୍ରେମୀଯୁଗଳ, ହଠାତ୍‌ ମାରିଲା ବିଜୁଳି, ଘଟିଗଲା ଦୁଃଖଦ ଘଟଣା, ଭିଡିଓ ଦେଖିଲେ…

ବ୍ରାସିଲିଆ,୨ା୯: ବ୍ରାଜିଲର ପାଲହୋକାରେ ଥିବା ପ୍ରିଆ ଡା ପିନହେଇରା ବିଚ୍‌ର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ପ୍ରେମୀଯୁଗଳ ବେଳାଭୂମିରେ ଚାଲୁଛନ୍ତି।…

୩ ଶକ୍ତିଶାଳୀ ଦେଶର ତାଲିକାରେ ଭାରତ, ଆମେରିକାର ନାଁ ନାହିଁ! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨।୯: ସାଂଘାଇ ସହଯୋଗ ସଂଗଠନ (SCO)ର ମଞ୍ଚରେ ଭାରତକୁ ନେଇ ବଡ଼ ବୟାନ ଦେଇଛନ୍ତି ବେଲାରୁସ ରାଷ୍ଟ୍ରପତି ଏଲେକ୍ସାଣ୍ଡର ଲୁକାଶେଙ୍କୋ। ତାଙ୍କ ଭାଷଣରେ ସେ ଭାରତକୁ ବିଶ୍ୱର…

ଘରେ ଚାଲିଥିଲା ବିବାହ ଉତ୍ସବ, ଛାତ ଉପରେ ପଡ଼ିଲା ଆମେରିକା ଡ୍ରୋନ୍‌: ଆଉ ତା’ପରେ…

ଓ୍ବାଶିଂଟନ୍‌,୨।୯: ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ କରିଛି। ଏଥର ବିବାହ ଉତ୍ସବ ଚାଲିଥିବା ଏକ ଘର ଉପରେ ଆମେରିକା ଡ୍ରୋନ ପଡ଼ିଥିଲା। ଏଥିରେ ଘରର…

ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ୧,୦୫୦ ଟପିଲା

କାଠମାଣ୍ଡୁ,୨ା୯: ନେପାଳର ପ୍ରଳୟଙ୍କରୀ ଅଚାନକ ବନ୍ୟାଜନିତ ମୃତ୍ୟୁସଂଖ୍ୟା ମଙ୍ଗଳବାର ୧,୦୫୦ ଟପିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକ ମୃତଦେହ ମିଳୁଥିବା ଅଧିକାରୀମାନେ କହିଛନ୍ତି। ଲଗାଣ ବର୍ଷା…

ୟୁକ୍ରେନ୍‌ରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ୧୨ ମୃତ

କିଭ୍‌,୧ା୯: ୟୁକ୍ରେନ୍‌ରେ ରୁଷିଆର ଆକ୍ରମଣରେ ଜଣେ ଭାରତୀୟଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ମଙ୍ଗଳବାର କହିଛନ୍ତି। ୟୁକ୍ରେନ୍‌ର ବିଭିନ୍ନ ସହର…

ମୋଦିଙ୍କ ଫଟୋକୁ ହଟାଇଦେଲା ପାକିସ୍ତାନ: ଲଜ୍ଜାଜନକ କାମ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ଇସଲାମାବାଦ୍‌,୧।୯: ପାକିସ୍ତାନ ପୁଣି ଥରେ ବିଶ୍ୱ ସମ୍ମୁଖରେ ଏକ ଲଜ୍ଜାଜନକ ମନୋଭାବ ପ୍ରଦର୍ଶନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ SCO ଶିଖର ସମ୍ମିଳନୀ ୨୦୨୬ ଗ୍ରୁପ ଫଟୋରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri