ମଦ ପିଇ ଗାଡ଼ି ଚଳାଇବା ପଡ଼ିଲା ମହଙ୍ଗା: ନିର୍ଧୂମ୍‌ ଛେଚିଲେ ଲୋକେ

ଜୟପୁର, ୧୮ା୯ (ନି.ପ୍ର.): ନିଶାଶକ୍ତ ଅବସ୍ଥାରେ ଗାଡି ଚଳାଉଥିବା ଡ୍ରାଇଭର ଓ ହେଲ୍‌ପରଙ୍କୁ ଧରି ଲୋକେ ନିସ୍ତୁକ ମାଡ଼ ମାରିଛନ୍ତି। ଉଭୟଙ୍କୁ ଜୟପୁର ସଦର ପୋଲିସ ଗିରଫ କରିଛି। ସେମାନେ ହେଲେ ଲିପୁ ନାୟକ ଓ କେ ଶିବା। ସୂଚନା ମୁତାବକ, ଏକ ଟ୍ରଲର ଜୟପୁର ଅଭିମୁଖେ ଆସୁଥିବା ବେଳେ ଡ୍ରାଇଭର ଓ ହେଲ୍‌ପର ନିଶାସକ୍ତ ଅବସ୍ଥାରେ ବାମୁଣି ଗାଁ ନିକଟରେ ୩ଟି ଗାଡିକୁ ଧକ୍କା ଦେଇଥିଲେ। ଏଥିରେ ୩ ଜଣ ଆହତ ହୋଇଥିଲେ। ଏହାକୁ ଦେଖି ଲୋକମାନେ ଟ୍ରଲରକୁ ଗୋଡାଇ ଗ୍ଲୋକାଲ ହସ୍ପିଟାଲ ନିକଟରେ ଧରି ନିଶାସକ୍ତ ଡ୍ରାଇଭର ଓ ହେଲ୍‌ପରଙ୍କୁ ନିସ୍ତୁକ ମାଡ଼ ମାରି ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ସେମାନଙ୍କୁ ଗିରଫ କରିବା ପରେ ଉଭୟଙ୍କୁ କୋର୍ଟଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡା, ଗେଣ୍ଢା ଭର୍ତ୍ତି ବସ୍‌କୁ ଜବତ ପରେ ଛାଡି ଦେଲେ

ବାହାନଗା,୧୬ା୧୧(ଡି.ଏନ.ଏ.)-ଖନ୍ତାପଡା ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ଟୋଲଗେଟ ନିକଟରେ ସାମୁଦ୍ରିକ କଙ୍କଡା ଓ ଗେଣ୍ଢା ଭର୍ତ୍ତି ହୋଇ ରପ୍ତାନୀ ହେଉଥିବା ଦୁଇଟି ଯାତ୍ରୀବାହୀ...

ପୂର୍ବତନ ମନ୍ତ୍ରୀ ଦେବରାଜ ସାହୁଙ୍କ ପରଲୋକ

ଅନୁଗୋଳ ଅଫିସ,୨୬ା୨: ରାଜ୍ୟ ସରକାରଙ୍କ ପୂର୍ବତନ ଗୃହ ରାଷ୍ଟ୍ରମନ୍ତ୍ରୀ ତଥା ଅନୁଗୋଳର ପୂର୍ବତନ ବିଧାୟକ ଦେବରାଜ ସାହୁଙ୍କ ଶୁକ୍ରବାର ସକାଳେ ପରଲୋକ ହୋଇଯାଇଛି। ତାଙ୍କୁ ୯୫...

ବ୍ୟାଙ୍କ ଅଫ ବରୋଦା ଏଟିଏମ୍‌ ଭଙ୍ଗାରୁଜା

ଜଗତ୍‌ସିଂହପୁର ଅଫିସ, ୩ା୭- ସ୍ଥାନୀୟ ବ୍ୟାଙ୍କ ଅଫ ବରୋଦା (ବିଓବି) ଏଟିଏମ୍‌ରୁ ଚୋରି ପାଇଁ ଉଦ୍ୟମ ହୋଇଥିବା ମଙ୍ଗଳବାର ଜଗତ୍‌ସିଂହପୁର ଥାନାରେ ଅଭିଯୋଗ ହୋଇଛି। ବିଓବି...

ଟ୍ରାକ୍ଟରକୁ ଧକ୍କା ଦେଲା ବାଇକ୍‌: ଘଟଣା ସ୍ଥଳରେ ୨ ମୃତ

ରାୟଗଡ଼ା ଅଫିସ,୨୭।୨: ରାୟଗଡ଼ା ଜିଲା ରାୟଗଡ଼ା ବ୍ଳକ କାର୍ଲାକଣା ପଞ୍ଚାୟତ ନୂଆ ଅଙ୍ଗୁର ଗ୍ରାମ ନିକଟରେ ବୁଧବାର ରାତିରେ ଟ୍ରାକ୍ଟରକୁ ଏକ ବାଇକ୍‌ ଧକ୍କା ଦେଇଛି।...

ଦିବ୍ୟାଙ୍ଗ ହେଉଛନ୍ତି ଭଗବାନଙ୍କ ଅନ୍ୟରୂପ

କଣ୍ଟାପଡା,୧୫।୭(ଡି.ଏନ୍‌.ଏ.): ଦିବ୍ୟାଙ୍ଗ ହେଉଛନ୍ତି ଭଗବାନଙ୍କ ଅନ୍ୟରୂପ। କଟକ ଜିଲା କଣ୍ଟାପଡ଼ା ବ୍ଲକ ଓଲଟପୁରସ୍ଥିତ ଏସ୍‌ଭି ନିରତାର ଦିବ୍ୟାଙ୍ଗ ଚିକିତ୍ସା ଓ ଗବେଷଣା ଅନୁଷ୍ଠାନ ଛାତ୍ର ସଂସଦର...

ପୁଣି ଦବିଲା ଆନନ୍ଦପୁର ବୈତରଣୀ ସେତୁ

ଆନନ୍ଦପୁର,୩୦। ୯(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀ ସେତୁର ଗୋଟିଏ ପିଲର ଯୋଡେଇ ସ୍ଥାନ ପୁନର୍ବାର ଦବିଯିବା ପରିଲକ୍ଷିତ ହୋଇଛି। ପିଲର ଉପରେ ଥିବା...

ପାଇପ ମିସ୍ତ୍ରିଙ୍କ ନାଁରେ ୭୦ କୋଟି ଟଙ୍କାର ଜିଏସ୍‌ଟି ଠକେଇ

ରାଉରକେଲା ଅଫିସ,୬ା ୧୧-ଷ୍ଟିଲ ସିଟିର ଜଣେ ପାଇପ ମିସ୍ତ୍ରିଙ୍କ ନାମରେ ୭୦ କୋଟି ଟଙ୍କା ଜିଏସଟି ଠକେଇ ହୋଇଥିବା ଘଟଣା ସାମନାକୁ ଆସିଛି। ଏହାପୂର୍ବରୁ ଏଭଳି...

ମରାମତି ହେଉନି ଡ୍ରେନ୍‌ , ପଡୁନି ସ୍ଲାବ୍‌

ଜଟଣୀ,୨୮।୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ପୌରାଞ୍ଚଳର ଅନେକ ସ୍ଥାନରେ ମୁକୁଳା ଡ୍ରେନ ରହିଛି। ଏଥିଯୋଗୁ ଅନେକ ସମୟରେ ଦୁର୍ଘଟଣା ଘଟୁଥିବା ନଜିର ରହିଛି। ମଇଳା ଜମା...

Advertisement
Archives

Model This Week