ରାଜଧାନୀରେ ପୁଣି ସପ୍ତାହେ ବଢ଼ିଲା ଲକ୍‌ଡାଉନ୍‌…

ନୂଆଦିଲ୍ଳୀ,୨୫।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ରାଜଧାନୀ ଦିଲ୍ଲୀରେ ଅବସ୍ଥା ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଲାଗୁ ହୋଇଥିବା ଲକ୍‌ ଡ଼ାଉନ୍‌ ସମୟସୀମାକୁ ପୁଣି ସପ୍ତାହେ ପାଇଁ ବଢ଼ାଇବା ସମ୍ପର୍କରେ ରବିବାର ଘୋଷଣା କରିଛନ୍ତି। ଫଳରେ ଏଠାରେ ମେ’ ୩ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଜାରି ରହିବ। ଏହାପରେ ସ୍ଥିତି ସମୀକ୍ଷା ପରେ ପରବର୍ତ୍ତି ପଦକ୍ଷେପ ଗ୍ରହଣ କରାଯିବ ବୋଲି କେରଜରିଓ୍ବାଲ ସୂଚନା ଦେଇଛନ୍ତି। କରୋନା ସହିତ ମୁକାବିଲା କରିବା ଲାଗି ଲକ୍‌ଡାଉନ୍‌ ଶେଷ ଅସ୍ତ୍ର। ରାଜ୍ୟରେ କରୋନା ଲହର ଜାରି ରହିଥିବାରୁ ଲକ୍‌ଡାଉନ୍‌ ଅବଧିକୁ ବଢ଼ାଇ ଦିଆଯାଇଛି। ଏହା ମେ’ ୩ ଭୋର୍‌ ୫ଟା ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କଶ୍ମୀର: ଉଧମପୁରରେ ଭାଙ୍ଗିଲା ଫୁଟ ଓଭରବ୍ରିଜ, ୨୦ରୁ ଅଧିକ ଆହତ, ଉଦ୍ଧାର କାର୍ଯ୍ୟ ଜାରି

ଜମ୍ମୁ,୧୪।୪: ଜମ୍ମୁ-କଶ୍ମୀରରେ ଶୁକ୍ରବାର ଏକ ବଡ ଅଘଟଣ ଘଟିଛି। ଉଧମପୁରର ଚେନାନି ବ୍ଲକର ବେନ ଗାଁର ବେନି ସଙ୍ଗମରେ ବୈଶାଖି ଉତ୍ସବ ସମୟରେ ଫୁଟ ଓଭରବ୍ରିଜ...

ଏହି ରାଜ୍ୟରେ ଡିସେମ୍ବର ୩୧ ଯାଏଁ ସ୍କୁଲ, କଲେଜ ବନ୍ଦ: ୪ଟି ଜିଲାରେ ରାତ୍ରକାଳୀନ କର୍ଫ୍ୟୁ ଘୋଷଣା

ଶିମଲା,୨୩।୧୧: ହିମାଚଳ ପ୍ରଦେଶରେ କରୋନାର ବର୍ଦ୍ଧିତ ମାମଲାକୁ ଦେଖି ଡିସେମ୍ବର ୩୧ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି।...

ଆରପାରିରେ କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲ

ନୂଆଦିଲ୍ଲୀ,୨୫।୧୧: ରାଜ୍ୟ ସଭା ଏମ୍‌ପି ତଥା କଂଗ୍ରେସର ବରିଷ୍ଠ ନେତା ତଥା ଅହମଦ ପଟେଲଙ୍କ ବୁଧବାର ମଲ୍ଟି ଅରଗାନ ଫେଲ ଯୋଗୁ ପରଲୋକ ଘଟିଛି। ମୃତ୍ୟୁବେଳକୁ...

ଅମିତ ଶାହାଙ୍କ ଘରେ ପହଞ୍ଚିଲେ ଜିତିନ୍‌ ପ୍ରସାଦ: ଭାଜପାରେ ହୋଇପାରନ୍ତି ସାମିଲ୍‌

ନୂଆଦିଲ୍ଲୀ,୯।୬। କଂଗ୍ରେସକୁ ପୁଣି ଲାଗିପାରେ ଝଟ୍‌କା। ଜ୍ୟୋର୍ତିଆଦିତ୍ୟ ସିନ୍ଧିଆଙ୍କ ପରେ ଏବେ ଦଳ ଛାଡିଆପାରନ୍ତି ଆଉ ଜଣେ ହେବିଓ୍ବେଟ୍‌। କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ...

ଦେଶ ପାଇଁ ନୁହେଁ ବରଂ ବନ୍ଧୁମାନଙ୍କ ପାଇଁ କାର୍ଯ୍ୟ କରୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି: ସୋନିଆ

ରାୟପୁର,୨୫।୨: ଛତିଶଗଡ଼ର ନୟା ରାୟପୁରରେ ଚାଲିଥିବା କଂଗ୍ରେସର ୮୫ତମ ପୂର୍ଣ୍ଣ ଅଧିବେଶନରେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି ସୋନିଆ ଗାନ୍ଧୀ। କେନ୍ଦ୍ର ସରକାର ଏବଂ ଆର୍‌ଏସ୍‌ଏସ୍‌...

୫୦ ଥର ମୋ ଘର ନେଇଗଲେ ବି ମୁଁ ଓ୍ବାୟନାଡ-ଭାରତର ଲୋକଙ୍କ ସମସ୍ୟା ପ୍ରସଙ୍ଗରେ କହିବି: ରାହୁଲ…

ଓ୍ବାୟନାଡ,୧୧।୪ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ୱାୟନାଡରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ଭାଜପା ଉପରେ ବର୍ଷିଛନ୍ତି। ସେ କହିଛନ୍ତି,. ମୋ...

ବ୍ଲାକ୍‌ ଫଙ୍ଗସ୍‌: ସରକାରଙ୍କୁ ଔଷଧ ଚିନ୍ତା

ନୂଆଦିଲ୍ଲୀ, ୧୩।୫: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଥିବାବେଳେ ଏବେ ବିଭିନ୍ନ ରାଜ୍ୟରେ ବିରଳ ମ୍ୟୁକୋରମାଇକୋସିସ୍‌ ବା ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ଚିନ୍ତା ବଢ଼ାଇ ଦେଇଛି। ଏହି...

ସୁପ୍ରିମକୋର୍ଟ ଆମପାଇଁ ଭଗବାନ: ସଞ୍ଜୟ ରାଉତ

ମୁମ୍ବାଇ,୨୭ ।୬: ମହାରାଷ୍ଟ୍ରର ରାଜନୈତିକ ସଙ୍କଟ ବେଳକୁ ବେଳ ଭିନ୍ନ ଭିନ୍ନ ମୋଡ ନେଉଛି । ଅସନ୍ତୁଷ୍ଟ ବିଧାୟକ ଦଳର ନେତା ଏକନାଥ ସିନ୍ଧେଙ୍କ ଆବେଦନର...

Advertisement
Archives

Model This Week