‘ଲକ୍‌ଅପ୍‌’ ୱିନରଙ୍କୁ କଙ୍ଗନାଙ୍କ ଯାଦୁ କି ଝପ୍ପି

ମୁମ୍ବାଇ: ଶୋ’ ଲକ୍‌ଅପ୍ ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଥିଲା ଖୁବ୍ ଚର୍ଚ୍ଚାରେ । ପ୍ରତିଦିନ କଣ୍ଟେଷ୍ଟାଣ୍ଟଙ୍କ ସମ୍ପର୍କରେ ନୂଆ ନୂଆ କଥା ଜାଣିବାକୁ ମିଳୁଥିଲା । ଆଉ ଏହାକୁ ଶୁଣି ଦର୍ଶକେ ବେଳେ ବେଳେ ଆଶ୍ଚର୍ଯ୍ୟ ହୋଇଯାଉଥିଲେ । ଆଉ ସବୁଠାରୁ ଅଧିକ ଯାହାକୁ ଦର୍ଶକେ ଅପେକ୍ଷା ରଖିଥିଲେ ତାହା ଶନିବାର ରାତିରେ ମିଳିଯାଇଛି । ଅର୍ଥାତ୍ ‘ଲକ୍‌ଅପ୍‌’ର ବିଜେତାଙ୍କ ନାମ ଘୋଷଣା ହୋଇଯାଇଛି । ‘ଲକ୍‌ଅପ୍‌’ର ପ୍ରଥମ ସିଜନର ବିଜେତା ହୋଇଛନ୍ତି ମୁନାୱର ଫାରୁକି । ପ୍ରଥମ ଟ୍ରଫିକୁ ସେ ନିଜ ନାଁରେ କରିପାରିଛନ୍ତି । ତେବେ ବିଜେତାଙ୍କ ନାମ ଘୋଷଣା ହେବା ପରେ ଶୋ’ର ହୋଷ୍ଟ ତଥା ବଲିଉଡ ନାୟିକା କଙ୍ଗନା ରାନାୱତ ମୁନାୱରଙ୍କୁ ଆଲିଙ୍ଗନ କରିଥିଲେ । ଆଉ ମୁନାୱର ଏଥିରେ ଭାବୁକ ହୋଇ ଯାଇଥିଲେ । ଏହାର ଫଟୋ ଓ ଭିଡିଓ ଏବେ ସୋସିଆଲ ମିଡିଆରେ ଆସିବା ପରେ ମୁନାୱରଙ୍କ ପ୍ରଶଂସକଙ୍କ ମହଲରେ ଖୁସିର ଲହରି ଖେଳି ଯାଇଛି ।

ବିଜେତାଙ୍କୁ ଟ୍ରଫି ସହ ୨୦ ଲକ୍ଷ ଟଙ୍କା ଓ ଏକ କାର ମିଳିଛି । ଏହା ବ୍ୟତୀତ ଇଟାଲି ଟ୍ରିପ ବି ମିଳିଛି । ଏହି ପ୍ରତିଯୋଗୀତାରେ ଟପ ଥ୍ରୀରେ ୩ ଜଣ ଥିବା ବେଳେ ମୁନାୱର ବିଜେତା ଘୋଷିତ ହୋଇଛନ୍ତି । ୩ ଜଣଙ୍କ ମଧ୍ୟରେ ଥିଲେ ପାୟଲ ରୋହତଗି, ଅଞ୍ଜଳି ଆରୋରା ଓ ମୁନାୱାର ଫାରୁକି ।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗଁାରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗଁାରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri