ତାଲାର ଓଜନ ୩୦୦ କିଲୋଗ୍ରାମ୍‌: ଲକ୍ଷେ ଟଙ୍କା ହେଲାଣି ଖର୍ଚ୍ଚ

ଅଲିଗଡ଼,୧୮।୩: ଉତ୍ତରପ୍ରଦେଶ ଅଲିଗଡ଼ରେ ଜଣେ ବ୍ୟକ୍ତି ୩୦୦ କିଲୋଗ୍ରାମ୍‌ ଓଜନର ଏକ ବୃହତ୍‌ ତାଲା ନିର୍ମାଣ କରିଛନ୍ତିି। ସ୍ଥାନୀୟ ଜ୍ୱାଲାପୁରୀରେ ବାସ କରୁଥିବା ସତ୍ୟପ୍ରକାଶ ଶର୍ମା ଏବଂ ତାଙ୍କ ସ୍ବୀ ରୁକ୍ମିଣୀ ଶର୍ମା କିଛି ସମ୍ପର୍କୀୟଙ୍କ ସହିତ ମିଶି ଏହି ତାଲା ନିର୍ମାଣ କରିଛନ୍ତି। ତାଲା ତିଆରିରେ ଲକ୍ଷେ ଟଙ୍କା ଖର୍ଚ୍ଚ ହୋଇଛି। ଏଥିରେ ୬୦ କିଲୋଗ୍ରାମ୍‌ ପିତ୍ତଳ ବ୍ୟବହୃତ ହୋଇଛି।

ସତ୍ୟପ୍ରକାଶଙ୍କ ବଂଶଧର ଗତ ୧୦୦ ବର୍ଷ ଧରି ତାଲା ତିଆରି କାମ କରି ଆସୁଛନ୍ତି। ସତ୍ୟପ୍ରକାଶଙ୍କ ଦ୍ୱାରା ତିଆରି ହୋଇଥିବା ତାଲାର ଲମ୍ବ ୬ ଫୁଟ ୨ ଇଞ୍ଚ ରହିଥିବାବେଳେ ଚୌଡ଼ା ୨ଫୁଟ ସାଢ଼େ ୯ ଇଞ୍ଚ ରହିଛି। ଏଥିରେ ୧୦ଟି ଲିଭର ରହିଛି। ଏବେ ଏହି ତାଲା ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଆଜି ୭୪ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୧।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୪ ନୂଆ କରୋନା...

ଅନନ୍ତନାଗରେ ଆତଙ୍କବାଦୀଙ୍କ ଆକ୍ରମଣରେ ମେଜର ଶହୀଦ

ଶ୍ରୀନଗର,୧୭।୬: ଜମ୍ମୁ କଶ୍ମୀର ଅନନ୍ତନାଗ ଜିଲାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ମେଜର ଶହୀଦ ହୋଇଥିବା ବେଳେ ୩ଜଣ ଯବାନ...

ସିଜେଆଇ ପଦରୁ ଅବସର ନେଲେ ଜଷ୍ଟିସ୍‌ ଗୋଗୋଇ

ନୂଆଦିଲ୍ଲୀ,୧୮ା୧୧(ପି.ଟି.): ଭାରତର ପ୍ରଧାନ ବିଚାରପତି (ସିଜେଆଇ) ପଦରୁ ଜଷ୍ଟିସ୍‌ ରଞ୍ଜନ ଗୋଗୋଇ ରବିବାର ଅବସର ଗ୍ରହଣ କରିଛନ୍ତି। ଉତ୍ତରପୂର୍ବାଞ୍ଚଳରୁ ପ୍ରଥମ ବ୍ୟକ୍ତି ଭାବେ ସେ ସର୍ବୋଚ୍ଚ...

ଢାବା ମାଲିକଙ୍କୁ ମିଛ ମାମଲାରେ ଜେଲ ପଠାଇଦେଲେ ପୋଲିସ ବାବୁ

ଲକ୍ଷ୍ନୌ,୨୩।୩: ବେଆଇନ ମଦ ଓ ଗଞ୍ଜେଇ ରଖିବା ମିଛ ମାମଲାରେ ଢାବା ମାଲିକଙ୍କ ସହ ୯ ଜଣଙ୍କୁ ଗିରଫ କରି ଜେଲ ପଠାଇଥିବା ପୋଲିସ ଇନସ୍ପେକ୍ଟର...

ଦୁର୍ଗାଷ୍ଟମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ସାରା ଦେଶରେ ଏବେ ପାର୍ବଣର ମାହୋଲ। ରବିବାର ଦୁର୍ଗାଷ୍ଟମୀ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଦୁର୍ଗାଷ୍ଟମୀର ଶୁଭେଚ୍ଛା...

ବିଧାନସଭା ଉପନିର୍ବାଚନ: ୩୨ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କଲା ଭାଜପା

ନୂଆଦିଲ୍ଲୀ, ୨୯।୯:୧୭ ରାଜ୍ୟର ୬୪ଟି ବିଧାନସଭା ଆସନ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଜଳରେ ହେବାକୁ ଥିବା ବିଧାନସଭା ଉପର୍ନିବାଚନ ପାଇଁ ରବିବାର ପ୍ରାର୍ଥୀ ତାଲିକା...

ଇ-ଫାର୍ମାସି ନିୟମ : ବନ୍ଦ ହେବ ଏସବୁ ଔଷଧ ଦୋକାନ, ସରକାର ଆଣିବେ ନୂଆ ଆଇନ…

ନୂଆଦିଲ୍ଲୀ,୧୫।୩ : ଯଦି ଆପଣ ଅନଲାଇନରେ ଔଷଧ କିଣୁଛନ୍ତି କିମ୍ବା ବିକ୍ରୟ କରୁଛନ୍ତି ତେବେ ସାବଧାନ ରୁହନ୍ତୁ। ଅନଲାଇନରେ ଔଷଧ ବିକ୍ରୟ କରୁଥିବା ସମସ୍ତ ଔଷଧ...

ୟୁଜର୍ସଙ୍କୁ ଭାଗ ଭାଗ କରି ଦେଲା ଦମ୍ପତିଙ୍କ ଭାଇରାଲ ଫଟୋ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଫଟୋ ଭାଇରାଲ ହୋଇଥାଏ। କେତେକ ଆମକୁ ଏଣ୍ଟରଟେନ କରେ ଆଉ କିଛି ଦେଖି ଆମେ ହତବାକ୍‌...

Advertisement
Archives

Model This Week