ମେ’ ୩୧ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌, ଯୁଦ୍ଧ ଏବେ ବି ରହିଛି ବାକି, କହିଲେ ମୁଖ୍ୟମନ୍ତ୍ରୀ..

ନୂଆଦିଲ୍ଲୀ,୨୩।୫: ଦିଲ୍ଲୀରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ତୀବ୍ରବେଗରେ ବ୍ୟାପିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ମେ’ ୩୧ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ଦିଲ୍ଲୀରେ ଏପ୍ରିଲ୍‌ ୧୮ରୁ ଆରମ୍ଭ ହୋଇଥିବା ଲକ୍‌ଡାଉନ୍‌ ମେ’ ୨୪ରେ ଶେଷ ହୋଇଥାନ୍ତା। ତେବେ ବୃଦ୍ଧି ପାଉଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହାକୁ ପୂଣି ଏକ ସପ୍ତାହ ବଢ଼ାଇ ଦିଆଯାଇଛି। କରୋନା ବିରୋଧରେ ଯୁ୍‌ଦ୍ଧ ଏବେ ବି ବାକି ରହିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଲକ୍‌ଡାଉନ୍‌ ଘୋଷଣା ସମୟରେ ସଂକମ୍ରଣ ହାର ୩୬ ପ୍ରତିଶତ ଥିଲା। ମାତ୍ର ଏଥିରେ ଏବେ ସୁଧାର ଆସିଛି। ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ୧୬୦୦ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri