ମେ’ ୩୧ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌, ଯୁଦ୍ଧ ଏବେ ବି ରହିଛି ବାକି, କହିଲେ ମୁଖ୍ୟମନ୍ତ୍ରୀ..

ନୂଆଦିଲ୍ଲୀ,୨୩।୫: ଦିଲ୍ଲୀରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ତୀବ୍ରବେଗରେ ବ୍ୟାପିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ମେ’ ୩୧ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ଦିଲ୍ଲୀରେ ଏପ୍ରିଲ୍‌ ୧୮ରୁ ଆରମ୍ଭ ହୋଇଥିବା ଲକ୍‌ଡାଉନ୍‌ ମେ’ ୨୪ରେ ଶେଷ ହୋଇଥାନ୍ତା। ତେବେ ବୃଦ୍ଧି ପାଉଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହାକୁ ପୂଣି ଏକ ସପ୍ତାହ ବଢ଼ାଇ ଦିଆଯାଇଛି। କରୋନା ବିରୋଧରେ ଯୁ୍‌ଦ୍ଧ ଏବେ ବି ବାକି ରହିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଲକ୍‌ଡାଉନ୍‌ ଘୋଷଣା ସମୟରେ ସଂକମ୍ରଣ ହାର ୩୬ ପ୍ରତିଶତ ଥିଲା। ମାତ୍ର ଏଥିରେ ଏବେ ସୁଧାର ଆସିଛି। ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ୧୬୦୦ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲଏସିରେ ଉତ୍ତେଜନା ମଧ୍ୟରେ ୧୪ ହଜାର ଫୁଟ ଉପରେ ଯୁଦ୍ଧାଭ୍ୟାସ କଲେ ଭାରତ-ଆମେରିକା ସେନା

ନୂଆଦିଲ୍ଲୀ,୨୭ ।୧୦: ଭାରତ ଓ ଚାଇନା ମଧ୍ୟରେ ବେଶ କିଛି ଦିନ ହେବ ତୁତୁମେମେ ଲାଗି ରହିଛି । ସୀମାରେ ଉଭୟ ଦେଶର ସେନା ବହୁବାର...

୨୦୦୭ ଜନ୍ମିତ ପିଲାଙ୍କୁ ମିଳିବ ଟିକା

ନୂଆଦିଲ୍ଲୀ,୨୭।୧: ୨୦୦୭ ଜନ୍ମ ହୋଇଥିବା ପିଲାମାନେ ନେଇପାରିବେ ଟିକା। କିଶୋରଙ୍କୁ ଟିକା ନେଇ ଜନ୍ମବର୍ଷ ଦ୍ୱନ୍ଦ୍ୱ ଦୂର କରିଛି କେନ୍ଦ୍ର। ଏ ନେଇ ରାଜ୍ୟମାନଙ୍କୁ ଏନ୍‌ଏଚ୍‌ଏମ୍‌...

ଆସାମର ନୂଆ ମନ୍ତ୍ରୀ ହେବେ ହିମନ୍ତ ବିଶ୍ୱ

ଗୁଆହାଟି,୯।୫: ଆସାମର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ହିମନ୍ତ ବିଶ୍ବ ଶର୍ମାଙ୍କ ନାମ ରବିବାର ଘୋଷଣା କରାଯାଇଛି। ଶନିବାରଠାରୁ ଭାଜପାର ଏକ ବୈଠକ ପରେ ଆଜି ହିମନ୍ତ...

ପୁଣି ଲାଗୁହେଲା ମହାମାରୀ ଆଇନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କୋଭିଡ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ସଂକ୍ରମଣକୁ ଆଖିରେ ରଖି ରାଜ୍ୟ ସରକାର ପୁଣିଥରେ ମହାମାରୀ ଆଇନ ଶନିବାର ଲାଗୁ...

ନୂଆ ବର୍ଷରେ ୬ ରାଜ୍ୟକୁ ଲାଇଟ୍ ହାଉସ୍ ପ୍ରୋଜେକ୍ଟ ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୧ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସକାଳେ ଭିଡିଓ କନଫରେନସିଂ ଜରିଆରେ ୬ ରାଜ୍ୟକୁ ଲାଇଟ୍ ହାଉସ୍ ପ୍ରୋଜେକ୍ଟ ଉପହାର ଦେଇଛନ୍ତି । ନୂଆବର୍ଷରେ...

ଆରୋଗ୍ୟ ସେତୁ ଆପ୍‌ର ରେକର୍ଡ: ୪୫ ଦିନରେ ୧୩ କୋଟି ଡାଉନଲୋଡ୍‌

ନୂଆଦିଲ୍ଲୀ, ୧୮।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଆରୋଗ୍ୟ ସେତୁ ଆପ୍‌ ଜାରି କରାଯାଇଛି। ଗତ ୪୫ ଦିନ ମଧ୍ୟରେ...

ଏଥର ଦୁର୍ଗାପୂଜାରେ ବାଲାକୋଟ୍‌ ଏୟାରଷ୍ଟ୍ରାଇକ୍‌ର ଝଲକ୍‌

କୋଲକାତା: ଆସୁଛି ପାର୍ବଣ, ଆସୁଛନ୍ତି ମା’। ଦେଶର କୋଣାନୁକୋଣରେ ଜଗଜ୍ଜନନୀଙ୍କ ପୂଜା ଧୁମଧାମ୍‌ରେ ପାଳିତ ହେବାକୁ ଥିବାବେଳେ, କୋଲକାତାର ପୂଜା ପ୍ରସ୍ତୁତି ଉପରେ କିନ୍ତୁ ସାରା...

ଲଦ୍ଦାଖରେ ବଢିଲା ଭାରତୀୟ ସେନାର ତୀକ୍ଷ୍ଣ ଦୃଷ୍ଟି, ଚାଇନାର ପ୍ରତ୍ୟେକ ଗତିବିଧି ଉପରେ ନଜର

ଜମ୍ମୁ,୪ ।୩: ଲଦ୍ଦାଖରେ ଚାଇନା ସହ ବଢି ଚାଲିଥିବା ଉତ୍ତେଜନା ମଧ୍ୟରେ ଭାରତୀୟ ସେନା ତାର ତୀକ୍ଷ୍ଣ ନଜରକୁ ବଢାଇ ଦେଇଛି । ପ୍ରତି ସ୍ଥାନରେ...

Advertisement
Archives

Model This Week