ପୁଣି ସପ୍ତାହେ ବଢ଼ିଲା ଲକ୍‌ଡାଉନ

ନୂଆଦିଲ୍ଲୀ,୧୬।୫: ଦିଲ୍ଲୀରେ ଲକ୍‌ଡାଉନ ଯୋଗୁ କରୋନାର ଦ୍ୱିତୀୟ ଲହରର ସଂକ୍ରମଣ ଗତିରେ ସାମାନ୍ୟ ହ୍ରାସ ହୋଇଥିବା ଦେଖିବାକୁ ମିଳିଛି। ଏହାର ପ୍ରଭାବକୁ ଦୃଷ୍ଟିରେ ରଖି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ରାଜ୍ୟରେ ପୁଣି ଥରେ ଲକ୍‌ଡାଉନର ଅବଧିକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। କରୋନା ସଂକ୍ରମଣକୁ ରୋକିବା ପାଇଁ ଦିଲ୍ଲୀ ସରକାର ରାଜ୍ୟରେ ଏକ ସପ୍ତାହ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରିବା ସହ ମେ’୨୪ ଯାଏ ସମସ୍ତ କଟକଣାକୁ ବଳବତ୍ତର ରଖିଛନ୍ତି। ଏନେଇ ରବିବାର ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ପୂର୍ବରୁ ଏହି ଲକ୍‌ଡାଉନର ଅବଧି ମେ’ ୧୭ରେ ଯାଏ ରହିଥିଲା। ଅନ୍ୟପଟେ ଲକ୍‌ଡାଉନ ଯୋଗୁ ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ପୂର୍ବ ତୁଳନାରେ ୧ ପ୍ରତିଶତ କମି ୧୦ ପ୍ରତିଶତ ପାଖାପାଖିରେ ପହଞ୍ଚିଛି ବୋଲି କେଜରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବିକ୍ରେତା କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

୧୫ ଛକା,୧୩ ଚୌକା, T20 କ୍ରିକେଟରେ ସର୍ବାଧିକ ସ୍କୋର ହାସଲ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ ୨୧୧ ରନ ସଂଗ୍ରହ କରିଛି। ଶେଷ ତିନି ଓଭରରେ ଶିବମ ଦୁବେ ଏବଂ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

ଚାରି ସନ୍ତାନଙ୍କ ମା’ଙ୍କଠାରୁ ଅଲଗା ହେଲେ ଏଲନ ମସ୍କ ; ସାଥୀ ଶିଭୋନ ଲେଖିଲେ ଲମ୍ବା ପୋଷ୍ଟ

ଓ୍ବାଶିଂଟନ,୩।୧୦: ଏଲନ ମସ୍କ ଏବଂ ଶିଭୋନ ଜିଲିସଙ୍କ ସମ୍ପର୍କକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟୁରାଲିଙ୍କ (Neuralink)ର ଅଧିକାରୀ ଶିଭୋନ ଜିଲିସ ସୋସିଆଲ ମିଡିଆରେ…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?