୭ ଜୁନ୍‌ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌: ଅଡ୍‌-ଇଭିନ୍‌ରେ ଖୋଲିବ ଦୋକାନ…

ଚଣ୍ଡିଗଡ଼,୩୦।୫: କରୋନା ମହାମାରୀ ସଂକ୍ରମଣରେ ରୋକ ଲଗାଇବା ପାଇଁ ହରିୟାଣାରେ ୭ ଜୁନ୍‌ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ସମୟ ସୀମାକୁ ବୃଦ୍ଧି କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଲକ୍‌ଡାଉନ୍‌ ସମୟରେ ଦୋକାନ ପୂର୍ବାହ୍ନ ୯ଟାଠାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖୋଲିବ। ତେବେ ଦୋକାନୀମାନଙ୍କୁ ଅଡ୍‌-ଇଭିନ୍‌ ଫର୍ମୂଲାରେ ଦୋକାନ ଖୋଲିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ୧୫ ଜୁନ୍‌ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାତ୍ର ୧୦ଟାରୁ ଭୋର୍‌ ୫ ଟା ପର୍ଯ୍ୟନ୍ତ କର୍ଫ୍ୟୁ ଜାରି ରହିବ। ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ଏନଏସି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ଏନଏସି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri