Posted inଜାତୀୟ

ଏହି ରାଜ୍ୟ ୮ ଦିନିଆ ଲକ୍‌ଡାଉନ୍‌ ଘୋଷଣା

ରାଞ୍ଚି,୨୦।୪: ସାରା ଦେଶରେ କରୋନା କାୟା ବିସ୍ତାର କରିଛି। କରୋନାକୁ ଦୃଷ୍ଟିରେ ରଖି ବିଭିନ୍ନ ଗାଇଡଲାଇନ୍‌ ଜାରି କରାଯାଇଛି। ମଙ୍ଗଳବାର ଝାଡଖଣ୍ଡ ସରକାର ରାଜ୍ୟରେ ୮ ଦିନିଆ ଲକ୍‌ଡାଉନ୍‌ ଘେଷଣା କରିଛନ୍ତି। ଏପ୍ରିଲ ୨୨ରୁ ୨୯ ପର୍ଯ୍ୟନ୍ତ ଏହି ଲକ୍‌ଡାଉନ୍‌ କରାଯିବ। ଏହି ସମୟ ମଧ୍ୟରେ କେବଳ ଆବଶ୍ୟକ ସେବା ଗୁଡିକୁ ଅନୁମତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

‘ମନ୍‌ କି ବାତ୍‌’ରୁ ମିଳିଲା ପ୍ରେରଣା: ଗାଁକୁ ସ୍ମାର୍ଟ ରୂପ ଦେଲେ ଗ୍ରାମବାସୀ

ଚଣ୍ଡିଗଡ଼,୨୨।୭: ସରକାର ଦେଶର ବିଭିନ୍ନ ସହରକୁ ସ୍ମାର୍ଟ ରୂପ ଦେବା ପାଇଁ ଯୋଜନା କରିଛନ୍ତି। ତେବେ ପଞ୍ଜାବର ମୋଗା ଜିଲାର ରଣସିଂ କଲା ଗାଁକୁ ଏଭଳି...

ଏଆର୍‌ଆଇଇଏସ୍‌ ସହ ଇସ୍ରୋର ଏମ୍‌ଓୟୁ: ମହାକାଶ ସମ୍ପତ୍ତିର ସୁରକ୍ଷାରେ ସହାୟକ ହେବ

ବେଙ୍ଗାଲୁରୁ,୮ା୬: ମହାକାଶରେ ବର୍ଜ୍ୟବସ୍ତୁକୁ ନେଇ ଚିନ୍ତା ବଢ଼ୁଥିବାବେଳେ ଆଷ୍ଟ୍ରୋଫିଜିକ୍ସ ଏବଂ ମହାକାଶ ସ୍ଥିତିଗତ ସଚେତନତା କ୍ଷେତ୍ରରେ ସହଯୋଗ ଲାଗି ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ)...

ହିଜବୁଲ କମାଣ୍ଡର ଶୌକତ ଅହମ୍ମଦ ଆତଙ୍କବାଦୀ ଘୋଷିତ…

ନୂଆଦିଲ୍ଲୀ,୪।୧୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ପୁଣି ଆତଙ୍କବାଦ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସରକାର ହିଜବୁଲ ମୁଜାହିଦ୍ଦିନର ଆତଙ୍କବାଦୀଙ୍କ ବିରୋଧରେ...

ସ୍ତ୍ରୀଙ୍କୁ ‘ଟମାଟର୍‌’ କହିବାରୁ ସ୍ବାମୀ ନେଲେ ଚରମ ନିଷ୍ପତ୍ତି

ପାଟନା,୩୧।୩: ବିହାରର ମୁଙ୍ଗେର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଗତପୁର ଗ୍ରାମରେ ବଜାରରୁ ଫେରୁଥିବା ଜଣେ ମହିଳାଙ୍କୁ ଟମାଟର କହି କମେଣ୍ଟ କରିଥିଲେ ଜଣେ...

ନମୋ ଟିଭି ଉପରେ ନିର୍ବାଚନ କମିଶନଙ୍କ ଛାଟ: ଭୋଟିଂର ୪୮ ଘଣ୍ଟା ପୂର୍ବରୁ ଚାଲିବ ନାହିଁ ମୋଦିଙ୍କ ରେକର୍ଡେଡ୍‌ ଶୋ’

ନୂଆଦିଲ୍ଲୀ,୧୭।୪: ନମୋ ଟିଭିକୁ ନେଇ ନିର୍ବାଚନ କମିଶନ ଭାଜପାକୁ ବଡ଼ ଝଟକା ଦେବା ସହ ନୂଆ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ନୂଆ ନିୟମ ଅନୁଯାୟୀ ନମୋ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ: ସୁରକ୍ଷା ଦୃଷ୍ଟିରୁ ଜମ୍ମୁ-କଶ୍ମୀରରେ ମୋବାଇଲ୍‌ ଇଣ୍ଟରନେଟ୍‌ ସେବା ଠପ୍‌

ଶ୍ରୀନଗର,୧୮।୪: ଜମ୍ମୁ-କଶ୍ମୀର ଉଧାମପୁର ଲୋକ ସଭା ଆସନ ପାଇଁ ମତଦାନ ଗୁରୁବାର ସକାଳୁ ଆରମ୍ଭ ହୋଇଛି। ସୁରକ୍ଷା ଦୃଷ୍ଟିରୁ ଏଠାରେ ମୋବାଇଲ୍‌ ଇଣ୍ଟରନେଟ୍‌ ସେବାକୁ ବନ୍ଦ...

ଚାଷୀଙ୍କ ସମସ୍ୟାକୁ ଅଣଦେଖା କରୁଛନ୍ତି ସରକାର…

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଚାଷୀଙ୍କ ପ୍ରତି ସମ୍ବେଦନଶୀଳ ନୁହନ୍ତି। ଚାଷୀଙ୍କ ସମସ୍ୟାକୁ ସରକାର ଅଣଦେଖା କରୁଛନ୍ତି ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ...

ଏନ୍‌କାଉଣ୍ଟରରେ ଜୈଶ୍‌ ଆତଙ୍କବାଦୀ ଲମ୍ବୁ ନିହତ…

ଶ୍ରୀନଗର,୩୧।୭: ଜୈଶ-ଇ-ମହମ୍ମଦର ଜଣେ ବରିଷ୍ଠ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରି ମିଳିତ ସୁରକ୍ଷାକର୍ମୀ ପୁଲୱାମା ଆକ୍ରମଣର ପ୍ରତିଶୋଧ ନେଇଛନ୍ତି। ପୁଲୱାମା ଆକ୍ରମଣରେ ସାମିଲ୍‌ ଥିବା ପାକିସ୍ତାନୀ ଆତଙ୍କବାଦୀଙ୍କର...

Advertisement
Archives

Model This Week