ଜିନ୍‌ଜିଆଙ୍ଗରେ ଲକ୍‌ଡାଉନ

ବେଜିଂ,୨୦।୮: ଚାଇନାର ପଶ୍ଚିମ ଭାଗରେ ଥିବା ଜିନ୍‌ଜିଆଙ୍ଗ ପ୍ରଦେଶରେ କୋଭିଡ୍‌ ସଂକ୍ରମଣ ଦ୍ରୁତ ବୃଦ୍ଧି ପାଉଥିବାରୁ ସରକାର ସେଠାରେ ଲକ୍‌ଡାଉନ ଲାଗୁ କରିଛନ୍ତି। ଜିରୋ କୋଭିଡ୍‌ ନୀତି କାର୍ଯ୍ୟକାରୀ କରିବା ଲାଗି ଉକ୍ତ ଅଞ୍ଚଳକୁ ସରକାର ଏକ ପ୍ରତିନିଧି ଦଳ ପଠାଇଛନ୍ତି। ଜିନ୍‌ଜିଆଙ୍ଗରେ ୨,୭୭୯ କୋଭିଡ୍‌ ମାମଲା ଚିହ୍ନଟ ପରେ ପ୍ରଦେଶକୁ ପ୍ରବେଶ ପ୍ରସ୍ଥାନ ଉପରେ କଟକଣା ଲାଗୁ କରାଯାଇଛି। ସଂକ୍ରମଣ ରୋକିବାକୁ ସେଠାରେ ଏକ ନୂଆ ଔଷଧ ‘ଏ ସି ଫୁ’ ଦିଆଯାଉଛି। ପଡୋଶୀ ତିବ୍ବତ ସ୍ବୟଂଶାସିତ ଅଞ୍ଚଳରେ ମଧ୍ୟ କୋଭିଡ୍‌ ମାମଲା ବଢ଼ିଚାଲିଛି। ଫଳରେ ସେଠାରେ ମଧ୍ୟ କୋଭିଡ୍‌ ପରୀକ୍ଷା ବଢ଼ାଇଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri