ଏପ୍ରିଲ୍‌ ୧୮ ପର୍ଯ୍ୟନ୍ତ ଲକ୍‌ଡାଉନ୍‌

ବର୍ଲିନ୍‌,୨୩।୩: ଜର୍ମାନୀରେ କରୋନ ସଂକ୍ରମଣ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଦେଶରେ ଏପ୍ରିଲ୍‌ ୧୮ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ବୃଦ୍ଧି କରାଯିବା ସମ୍ପର୍କରେ ଘୋଷଣା କରାଯାଇଛି। ପୂର୍ବରୁ ମାର୍ଚ୍ଚ ୨୮ ପର୍ଯ୍ୟନ୍ତ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ମଙ୍ଗଳବାର ଭିଡ଼ିଓ କନଫରେନ୍ସିଂରେ ୧୬ ରାଜ୍ୟର ଗଭର୍ନରଙ୍କ ସହିତ ଚାନ୍ସଲର ଏଞ୍ଜେଲା ମର୍କେଲ ଆଲୋଚନା କରିବା ପରେ ଏଭଳି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଦେଶରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍‌ ଦ୍ୱାରା ଆତଙ୍କ ଦେଖାଦେଇଥିବାରୁ ବାଧ୍ୟ ହୋଇ ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଥିବା ମର୍କେଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ଚେତାବନୀ: ୨୦ ବର୍ଷ ପର୍ଯ୍ୟନ୍ତ ସକ୍ରିୟ ରହିବ କରୋନା ଭୂତାଣୁ

ବେଜିଂ, ୨୦।୬: କରୋନା ସଂକ୍ରମଣ ନେଇ ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ଏପରିସ୍ଥଳେ ଚାଇନାର ମହାମାରୀ ବିଶେଷଜ୍ଞ ଲି ଲାନଜୁଆନ୍‌ ଚେତାବନୀ ଦେଇଛନ୍ତି ଯେ, ମାଇନସ୍‌ ୨୦...

କ୍ୟାନ୍‌ସର ଚିକିତ୍ସା ପାଇଁ ବ୍ୟାଙ୍କ ଲୁଟ୍‌

ବେରୁଟ, ୧୫ା୯: ଭଉଣୀର କ୍ୟାନ୍‌ସର ଚିକିତ୍ସା ପାଇଁ ଲେବାନନ୍‌ର ଜଣେ ମହିଳା ବୁଧବାର ବ୍ୟାଙ୍କ ଲୁଟିଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି ସେ ଲୁଟ୍‌ବେଳେ ବ୍ୟାଙ୍କ କର୍ମଚାରୀଙ୍କୁ...

ଭୁବନେଶ୍ୱର କୋର୍ଟକୁ ସମ୍ପୂର୍ଣ୍ଣ ସାନିଟାଇଜ୍‌ କରିବାକୁ ଦାବି: ଆଇନଜୀବୀ ଆତଙ୍କିତ

ଭୁବନେଶ୍ୱର,୩।୪(ବ୍ୟୁରୋ): ପଞ୍ଚମ କରୋନା ସଂକ୍ରମିତ ସୂର୍ଯ୍ୟନଗରରେ ରହୁଥିବା ପ୍ରଦୀପ୍ତ ଦଳବେହେରାଙ୍କ ନାମକୁ ସାର୍ବଜନୀନ କରାଯିବା ପରେ ଏବେ ଭୁବନେଶ୍ୱର ବାର୍‌ର ଆଇନଜୀବୀମାନେ ଆତଙ୍କିତ ଅବସ୍ଥାରେ ଅଛନ୍ତି।...

ଫିଲିପାଇନ୍ସରେ ୫.୮ ତୀବ୍ରତାର ଭୂକମ୍ପ: ୫୭ ଆହତ

ମାନିଲା,୧୩।୭: ଉତ୍ତର ଫିଲିପାଇନ୍ସରେ ଶନିବାର ଏକ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୫.୮। ଏହାର ପ୍ରଭାବରେ ଘର, ଚର୍ଚ୍ଚ ଓ...

ସୁରଟରେ ଅଟକିଛନ୍ତି ଶତାଧିକ ଓଡ଼ିଆ

ଆଠମଲ୍ଲିକ/ଛେଣ୍ଡିପଦା,  ୨୯।୩(ଡି.ଏନ.ଏ.) – ଲକ୍‌ଡାଉନ ଯୋଗୁ ଅନୁଗୋଳ ଜିଲା ଆଠମଲ୍ଲିକ ଓ ଛେଣ୍ତିପଦା ବ୍ଲକର ଶତାଧିକ ଦାଦନ ସୁରଟରେ ଫସି ରହିଛନ୍ତି। ଟଙ୍କା ଅଭାବରୁ ସେମାନେ...

ଦିଲ୍ଲୀରୁ ଖୁସି ଖବର, ଅଗଷ୍ଟରେ ପିଲାଙ୍କ ପାଇଁ କରୋନା ଭାକ୍ସିନ୍‌…

ନୂଆଦିଲ୍ଲୀ,୨୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶରେ ସାର୍ବଜନୀନ ଟିକାକରଣ ଅଭିଯାନ ଜାରି ରହିଛି।...

ଟିକାକରଣରେ ଆମେରିକାକୁ ପଛରେ ପକାଇଲା ଭାରତ

ନୂଆଦିଲ୍ଲୀ,୨୮।୬: ଭାରତରେ କରୋନା ଭାଇରସ୍‌ ସଂକ୍ରମଣ ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଏବେ ଚିନ୍ତା ବଢ଼ାଇଦେଇଛି। ଅନେକ...

ମୋଦି-ପୁଟିନ୍‌ଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ

ସମରକନ୍ଦ,୧୬।୯: ଉଜ୍‌ବେକିସ୍ତାନର ସମରକନ୍ଦ ସହରରେ ସଂଘାଇ ସହଯୋଗ ସଂଗଠନ(ଏସ୍‌ସିଓ) ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଏହି ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଯୋଗଦେଇଛନ୍ତି। ଶୁକ୍ରବାର...

Advertisement
Archives

Model This Week