ଅକ୍ଟୋବର ୧୫ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌

ରୋମ, ୩୦।୭: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଇଟାଲୀରେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ ଦେଶରେ ଅକ୍ଟୋବର ୧୫ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ସମୟସୀମା ବଢ଼ାଇବାକୁ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ପୂର୍ବରୁ ଘୋଷଣା କରାଯାଇଥିବା ଲକ୍‌ଡାଉନ୍‌ ସମୟସୀମା ଜୁଲାଇ ୩୧ରେ ଶେଷ ହେଉଥିଲା। ତେବେ ଦେଶରେ ସ୍ଥିତି ସଙ୍କଟଜନକ ଥିବାରୁ ଲକ୍‌ଡାଉନ୍‌କୁ ବର୍ଦ୍ଧିତ କରାଯାଇଥିବା ପ୍ରଧାନମନ୍ତ୍ରୀ ଗ୍ୟୁସେପ୍‌ କୋଣ୍ଟେ ସିନେଟ୍‌ରେ ସୂଚନା ଦେଇଛନ୍ତି। ପରିସ୍ଥିତିରେ ସୁଧାର ହେଲେ ପର୍ଯ୍ୟାୟ କ୍ରମେ ଲକ୍‌ଡାଉନ୍‌ ହଟାଯିବ ବୋଲି ସେ କହିଛନ୍ତି। ଦେଶରେ ଅନ୍‌ଲକ୍‌ ଶୀଘ୍ର ହେବାର ସମ୍ଭାବନା ନ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୩୧ ପର୍ଯ୍ୟନ୍ତ ଖୋଲିବନି ଖୋର୍ଦ୍ଧା ଜିଲାର ଏହି ୯ ଐତିହ୍ୟସ୍ଥଳୀ

ଭୁବନେଶ୍ୱର,୫ା୭(ବ୍ୟୁରୋ)/ ଖୋର୍ଦ୍ଧା ଅଫିସ – ଭୁବନେଶ୍ୱର ସମେତ ଖୋର୍ଦ୍ଧା ଜିଲାରେ ଥିବା ୯ଟି ଐତିହ୍ୟ କୀର୍ତ୍ତିରାଜିକୁ ସର୍ବସାଧାରଣଙ୍କ ପାଇଁ ନ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଜିଲାରେ...

କିଛି ସପ୍ତାହ ଲକ୍‌ଡାଉନ୍‌ ଏବେ ଭାରତରେ ଆବଶ୍ୟକ: ଆମେରିକା…

ଓ୍ବାଶିଂଟନ/ନୂଆଦିଲ୍ଲୀ,୧।୫: ଭାରତରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଭୟଙ୍କର ସ୍ଥିତି ସୃଷ୍ଟି କରିଛି। ଏପରିସ୍ଥଳେ ଭାରତରେ ଲକ୍‌ଡାଉନ୍‌ ଲାଗୁ କରିବ ନେଇ ଆମେରିକା ରାଷ୍ଟ୍ରପତି ଜୋ...

ଲକ୍‌ଡାଉନ ସ୍ଥିତି ଯାଞ୍ଚ କରିବା ସହ ସଚେତନ କଲେ ଏସ୍‌ପି

ପଦ୍ମପୁର,୨୩।୪(ଡି.ଏନ୍‌.ଏ.): ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ରେ ପହଞ୍ଚିଛି। ଯାହାକୁ ନେଇ ପ୍ରଶାସନ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥିସହ ବ୍ଲକର...

ଆମେରିକା ରାଷ୍ଟ୍ରପତିଙ୍କ ସୁରକ୍ଷାକର୍ମୀ ନକଲି ହାତ ଲଗାଉଥିବା ଚର୍ଚ୍ଚା ! କେତେ ସତ କେତେ ମିଛ ଜାଣନ୍ତୁ…

ଓ୍ବାଶିଂଟନ,୨।୧ : ଆମେରିକାର ରାଷ୍ଟ୍ରପତିଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା ତାଙ୍କ ସୁରକ୍ଷାକର୍ମୀଙ୍କ ବିଷୟରେ ଅନେକ ପ୍ରକାରର ତଥ୍ୟ ବେଳେବେଳେ ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଥାଏ। ତାଙ୍କ...

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୫୧ କରୋନା ପଜିଟିଭ୍‌

ଭୁବନେଶ୍ୱର,୪।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ...

କାଲିଫର୍ନିଆରେ ସ୍ବସ୍ତିକ ଚିହ୍ନକୁ ସ୍ବୀକୃତି

ଓ୍ବାଶିଂଟନ୍‌, ୨୬ା୮:ଆମେରିକାର କାଲିଫର୍ନିଆ ବିଧାନସଭା ରାଜ୍ୟର ଦଣ୍ଡବିଧି ଆଇନରେ ପବିତ୍ର ସ୍ବସ୍ତିକ ଚିହ୍ନକୁ ସ୍ଥାନିତ କରିବା ପାଇଁ ସ୍ବୀକୃତି ଦେଇଛି। ଏଥିସହ ଜର୍ମାନୀର ଏକଛତ୍ରବାଦୀ ଶାସକ...

ଏୟାରହୋଷ୍ଟେସ୍‌ଙ୍କୁ ମୁଥ ମାରିଲେ ମହିଳା ଯାତ୍ରୀ, ଆଉ ତା’ ପରେ…

ଓ୍ବାଶିଂଟନ,୧୫ା୧୧: ଆମେରିକାର ଟେକ୍ସାସ ଏୟାରପୋର୍ଟରେ ଜିନିଷପତ୍ର ଯାଞ୍ଚ ପ୍ରକ୍ରିୟା ସମୟରେ ଜଣେ ମହିଳା ଯାତ୍ରୀ ଏୟାରହୋଷ୍ଟେସ୍‌ଙ୍କ ଉପରେ ହମ୍‌ଲା କରିଛନ୍ତି। ମହିଳା ଜଣକ ଏୟାରହୋଷ୍ଟେସ୍‌ଙ୍କୁ ମୁଥ...

ତିହାର ଜେଲରେ କ୍ଷମତାଠାରୁ ୨ ଗୁଣା ଅଧିକ କଏଦୀ: କରୋନା କାଳରେ ସୁରକ୍ଷା ଉପରେ ପ୍ରଶ୍ନ ଚିହ୍ନ

ନୂଆଦିଲ୍ଲୀ,୪।୪: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ତିହାର ଜେଲରେ ବୃଦ୍ଧି ପାଉଥିବା କଏଦୀଙ୍କ ସଂଖ୍ୟା ନେଇ ପ୍ରଶାସନର ଚିନ୍ତା ବଢ଼ିବାରେ ଲାଗିଛି। ଜେଲର...

Advertisement
Archives

Model This Week