ଉତ୍ତର କୋରିଆରୁ ହଟିଲା ଲକ୍‌ଡାଉନ୍‌

ପ୍ୟୋଙ୍ଗ୍‌ୟାଙ୍ଗ,୩୦ା୫: ଉତ୍ତର କୋରିଆରେ ସପ୍ତାହ ପୂର୍ବରୁ ରାଜଧାନୀ ପ୍ୟୋଙ୍ଗ୍‌ୟାଙ୍ଗ୍‌ରେ ହୋଇଥିବା ଲକ୍‌ଡାଉନ୍‌ ହଟାଇ ଦିଆଯାଇଛି। କରୋନା ମହାମାରୀ ସ୍ଥିତି ସ୍ବାଭାବିକ ହେବାରୁ ଶାସକ କିମ-ଜୋଙ୍ଗ-ଉନ ଏହି ନିଷ୍ପତ୍ତି ନେଇଛନ୍ତି। ଏକ ରିପୋର୍ଟ ଅନୁଯାୟୀ, କରୋନା ପରିସ୍ଥିତି ନିୟନ୍ତ୍ରଣକୁ ଆସିବାରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ହଟାଇ ଦିଆଯାଇଛି। ଦେଶରେ କରୋନାର ପ୍ରଥମ ମାମଲା ରିପୋର୍ଟ ହେବା ପରେ ଟିକା, ଚିକିତ୍ସା ସାମଗ୍ରୀ ଏବଂ ଖାଦ୍ୟ ଅଭାବକୁ ଦୃଷ୍ଟିରେ ରଖି ଏହି ଲକ୍‌ଡାଉନ୍‌ ଲାଗୁ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାତ୍ମା ଗାନ୍ଧୀଙ୍କ ସମ୍ମାନରେ ମୁଦ୍ରା ଜାରି କରିବ ବ୍ରିଟେନ

ଲଣ୍ଡନ,୧୧।୧୦:ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ତାଙ୍କ ସମ୍ମାନର୍ଥେ ମୁଦ୍ରା ଜାରି କରିବାର ନିଷ୍ପତ୍ତି ନେଇଛି ବ୍ରିଟେନ। ବ୍ରିଟିଶ୍‌ ଏସିଆନ ସକସେକ୍ସ ଉପରେ...

ୟୁରୋପକୁ ତୈଳ ଯୋଗାଇବ ନାହିଁ ରୁଷିଆ

ମସ୍କୋ,୬।୧: ରୁଷିଆ ଓ ୟୁକ୍ରେନ୍‌ ଯୁଦ୍ଧ ମଧ୍ୟରେ ଭାରତ ସହିତ ରୁଷିଆ ତୈଳ ବ୍ୟବସାୟ କ୍ରମାଗତ ଭାବେ ଶୀର୍ଷରେ ପହଞ୍ଚିଛି। ଇତିମଧ୍ୟରେ ଏକ ଖବର ସାମ୍ନାକୁ...

ପ୍ରାର୍ଥିତ୍ୱ ପ୍ରତ୍ୟାହାର କଲେ ନୀରା ଟଣ୍ଡନ

ଓ୍ବାଶିଂଟନ, ୪।୩(ପି.ଟି.): ଭାରତୀୟ ବଂଶୋଦ୍ଭବ ନୀରା ଟଣ୍ଡନଙ୍କୁ ହ୍ବାଇଟ୍‌ ହାଉସ ଅଫିସ ଅଫ୍‌ ମ୍ୟାନେଜମେଣ୍ଟ ଆଣ୍ଡ ବଜେଟର ନିର୍ଦ୍ଦେଶିକା ଭାବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌...

କରୋନା ଭାଇରସ: ସମସ୍ତଙ୍କ ପାଇଁ ଉଦାହରଣ ପାଲଟିଲା ଇଟାଲୀର ଭୋ ସହର

ରୋମ,୨୮।୩: କରୋନା ଭାଇରସ ଏବେ ଇଟାଲୀର ମେରୁଦଣ୍ଡକୁ ଭାଙ୍ଗି ଦେଇଛି କହିଲେ ଚଳେ। ଏବେ ଏଠାରେ କରୋନା ମୃତ୍ୟୁ ସଂଖ୍ୟା ୯ହଜାର ଅତିକ୍ରମ କରିଥିବା ବେଳେ...

ଚାଇନାରେ ବଢୁଛି ତାପମାତ୍ରା

ବେଜିଂ,୨୩ ।୭: ୟୁରୋପ ଓ ବ୍ରିଟେନ ପରେ ଏବେ ଆଗାମୀ ୧୦ ଦିନ ମଧ୍ୟରେ ପୂର୍ବରୁ ପଶ୍ଚିମ ଚାଇନା ପର୍ଯ୍ୟନ୍ତ ତାପମାତ୍ରା ବଢିବାର ସମ୍ଭାବନା ରହିଛି...

ଏଲିଜାବେଥ ହେବେ ଫ୍ରାନ୍ସର ନୂଆ ପ୍ରଧାନମନ୍ତ୍ରୀ

ପ୍ୟାରିସ,୧୭ ।୫: ଫ୍ରାନ୍ସର ରାଷ୍ଟ୍ରପତି କାର୍ଯ୍ୟାଳୟ ଏଲିସି ଏକ ବୟାନରେ କହିଛନ୍ତି ପ୍ରଧାନମନ୍ତ୍ରୀ ଜିନ କାଷ୍ଟେକ୍ସ ଔପଚାରିକ ଭାବେ ତାଙ୍କ ଇସ୍ତଫା ପ୍ରଦାନ କରିଛନ୍ତି ।...

ଏହି ଗାଁରେ କେହି ଦେଖିପାରନ୍ତି ନାହିଁ…

କାନାଡ଼ାର ଓଣ୍ଟୋରିଓ ପ୍ରଦେଶରେ ରହିଛି ତିଲ୍‌ଟେକ୍‌ ଗାଁ। ଏଠାରେ ଜୋପ୍‌ଟେକ ଜନଜାତିର ଲୋକେ ବାସ କରନ୍ତି। ଏମାନେ ଉତ୍ତର ଆମେରିକାରୁ ଆସିଥିବା ରେଡ୍‌ ଇଣ୍ଡିଆନ ସମ୍ପ୍ରଦାୟର।...

ଜର୍ମାନୀରେ ସଶସ୍ତ୍ର କ୍ଷମତା ଦଖଲ ଷଡ଼ଯନ୍ତ୍ରରେ ୨୫ ସନ୍ଦିଗ୍ଧ ଗିରଫ…

ବର୍ଲିନ,୮।୧୨ : ସଶସ୍ତ୍ର କ୍ଷମତା ଦଖଲ ଷଡ଼ଯନ୍ତ୍ର କରୁଥିବା ସନ୍ଦେହରେ ଦକ୍ଷିଣପନ୍ଥୀ ଉଗ୍ରବାଦୀଙ୍କ ବିରୋଧରେ ପୋଲିସ ପକ୍ଷରୁ ଜର୍ମାନୀର ଅନେକ ଅଞ୍ଚଳରେ ଚଢ଼ାଉ କରାଯାଇଥିଲା। ପୋଲିସ...

Advertisement
Archives

Model This Week