ପଶ୍ଚିମବଙ୍ଗରେ ୩୦ ଯାଏ ଲକ୍‌ଡାଉନ

କୋଲକାତା, ୧।୯(ପି.ଟି.): ପଶ୍ଚିମବଙ୍ଗ ସରକାର କରୋନାଜନିତ ଲକ୍‌ଡାଉନ୍‌କୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ସେପ୍ଟେମ୍ବର ୭, ୧୧ ଏବଂ ୧୨ରେ ପଶ୍ଚିମବଙ୍ଗ ସମ୍ପୂର୍ଣ୍ଣ ଲକ୍‌ଡାଉନ ରହିବ ବୋଲି ମୁଖ୍ୟ ଶାସନ ସଚିବ ରାଜୀବ ସିହ୍ନା କହିଛନ୍ତି। ତେବେ କେନ୍ଦ୍ର ସରକାରଙ୍କ ଅନ୍‌ଲକ୍‌ ୪ ଗାଇଡ୍‌ଲାଇନ ଅନୁଯାୟୀ ସେପ୍ଟେମ୍ବର ୮ରୁ ମେଟ୍ରୋ ରେଳ ସେବା ପର୍ଯ୍ୟାୟକ୍ରମେ ଆରମ୍ଭ ହେବ। ସୋମବାର ସୁ୍‌ଦ୍ଧା ପଶ୍ଚିମବଙ୍ଗରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୫୯,୭୮୫ରେ ପହଞ୍ଚତ୍ଥିବାବେଳେ ୩,୧୭୬ ଜଣଙ୍କ ଜୀବନ ଗଲାଣି। ୧,୩୦,୯୫୨ ଜଣ ସୁସ୍ଥ ହୋଇଥିବାବେଳେ ୨୫,୬୫୭ ଆକ୍ଟିଭ୍‌ କେସ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାନ୍ଧୀ ଜୟନ୍ତୀ ପାଇଁ ହଜାରେ ଫୁଟର ଗ୍ରୀଟିଙ୍ଗ୍‌ କାର୍ଡ ତିଆରି କଲେ ଛାତ୍ର

ଫିରୋଜାବାଦ୍‌,୨୯।୯: ଅକ୍ଟୋବର ୨ରେ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଇଁ ଫିରୋଜାବାଦ୍‌ର ୬୦ ଜଣ ଛାତ୍ର ହଜାରେ ଫୁଟ ଲମ୍ବର ଏକ ଗ୍ରୀଟିଙ୍ଗ୍‌ କାର୍ଡ ତିଆରି...

ମଣିପୁରର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ସିବିଆଇ: ମିଳିଲା ୨୬ ଲକ୍ଷର ଅଚଳ ନୋଟ

ନୂଆଦିଲ୍ଲୀ,୨୩ା୧୧(ପି.ଟି.): ମଣିପୁରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ. ଇବୋବି ସିଂଙ୍କର ତିନୋଟି ସହରର ୯ଟି ସ୍ଥାନରେ ଥିବା ଘର ଉପରେ ସିବିଆଇ ଚଢ଼ାଉ କରି ନଗଦ ୧୧.୪୭...

ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ଜନ୍ମସ୍ଥାନ ବୁଲିଗଲେ ୟେଦୁରପ୍ପା

ବେଙ୍ଗାଲୁରୁ,୨୭।୭: ଚତୁର୍ଥ ଥର ଲାଗି କର୍ନାଟକ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଛନ୍ତି ଭାଜପା ନେତା ବିଏସ୍‌ ୟେଦୁରପ୍ପା। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ...

ଶିବସେନାର ସମର୍ଥନ କଂଗ୍ରେସ ପାଇଁ ମାରାତ୍ମକ: ନିରୁପମ

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ସବୁ ଦଳ ଅଙ୍କ କଷିବାରେ ଲାଗିଛନ୍ତି। ଇତି ମଧ୍ୟରେ ମୁମ୍ବାଇର କଂଗ୍ରେସ ନେତା ସଞ୍ଜୟ ନିରୁପମ ମଧ୍ୟ ମେଣ୍ଟକୁ...

ନିର୍ଭୟା ମାମଲା: ପ୍ରଶାସନର ଦୋଷ ଦେଇ ଆଉ ଫାଶୀ ତାରିଖ ଘୁଞ୍ଚାଇ ପାରିବେନି ଦୋଷୀ

ନୂଆଦିଲ୍ଲୀ,୨୫।୧: ନିର୍ଭୟା ଗଣବଳାତ୍କାର ମାମଲାରେ ଶୁକ୍ରବାର ୩ ଦୋଷୀ ବିନୟ, ପବନ ଓ ଅକ୍ଷୟଙ୍କ ପକ୍ଷରୁ ଲଢୁଥିବା ଓକିଲ ଏପି ସିଂ ପଟିଆଲା ହାଉସ କୋର୍ଟରେ...

ସୌରଭ ଗାଙ୍ଗୁଲିଙ୍କ ହାର୍ଟ ସର୍ଜରୀ ସଫଳ

କୋଲକାତା,୩।୧: ବିସିସିଆଇ ଅଧ୍ୟକ୍ଷ ଭାରତୀୟ କ୍ରିକେଟର ସୌରଭ ଗାଙ୍ଗୁଲିଙ୍କୁ ଶନିବାର ହାର୍ଟ ଆଟାକ୍‌ ଆସିଥିଲା। ଚିକିତ୍ସା ପାଇଁ ତାଙ୍କୁ ଉଡ୍‌ଲ୍ୟାଣ୍ଡସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ...

କୋର୍ଟ ପରେ ଏବେ ରାଜଭବନରୁ ଗେହଲଟଙ୍କୁ ଝଟ୍‌କା

ଜୟପୁର,୨୪।୭: ରାଜସ୍ଥାନର ରାଜନୈତିକ ସଙ୍କଟରେ ବର୍ତ୍ତମାନ ରାଜ୍ୟପାଳ ବନାମ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଯୁଦ୍ଧ ଚାଲିଥିବା ଜଣାପଡ଼ିଛି। କାରଣ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ବିଧାନସଭା ଅଧିବେଶନ ଆୟୋଜିତ...

ରାହୁଲଙ୍କ ‘ରେପ୍‌ ଇନ୍‌ ଇଣ୍ଡିଆ’ ବୟାନକୁ ନେଇ ଝାଡ଼ଖଣ୍ଡ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଜବାବ ମାଗିଲେ ଇସି

ନୂଆଦିଲ୍ଲୀ,୧୬।୧୨: ଝାଡ଼ଖଣ୍ଡର ଗୋଡାରେ ଏକ ନିର୍ବାଚନ ରାଲିକୁ ସମ୍ବୋଧନ କରୁଥିବା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମେକ୍‌ ଇଣ୍ଡିଆ’ଏବେ ‘ରେପ୍‌...

Play 250+ Trending Games
Archives

Model This Week

Why Dharitri