ବିଦ୍ୟାଳୟରେ ତାଲା, ବାହାରେ ପଢ଼ିଲେ ଛାତ୍ରୀଛାତ୍ର

କଣାସ,୨।୧୦(ସ୍ବ.ପ୍ର.): କଣାସ ବ୍ଲକ ଅନ୍ତର୍ଗତ ଗଡ଼ସାନପୁଟ ପଞ୍ଚାୟତର ବାରଦାରେ ଥିବା ବାରଦା-ବାଦଲପୁର ଉଚ୍ଚ ବିଦ୍ୟାଳୟରେ ଶିକ୍ଷକମାନଙ୍କ ମଧ୍ୟରେ ଦୀର୍ଘଦିନ ହେବ କୌଣସି କଥାକୁ ନେଇ ତିକ୍ତତା ଲାଗି ରହିଛି। ଅଧିକାଂଶ ସମୟ ବିଦ୍ୟାଳୟରେ ଶିକ୍ଷକଙ୍କ ମଧ୍ୟରେ ପାଟିତୁଣ୍ଡ ହେଉଥିବାରୁ ଦଶମ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ବ୍ୟାହତ ହୋଇଆସୁଥିଲା। ଏହି କଥା ଗ୍ରାମବାସୀ ଜାଣିବା ପରେ ଉତ୍ତ୍ୟକ୍ତ ହୋଇ ଶୁକ୍ରବାର ବିଦ୍ୟାଳୟ ଫାଟକରେ ତାଲା ପକାଇ ଦେଇଥିଲେ। ଫଳରେ ପାଠ ପଢ଼ିବାକୁ ଆସିଥିବା ଛାତ୍ରୀଛାତ୍ରମାନେ ବିଦ୍ୟାଳୟ ବାହାରେ ଶିକ୍ଷକଙ୍କୁ ଅପେକ୍ଷା କରିଥିଲେ। ପରେ କେତେଜଣ ଶିକ୍ଷକ ଆସି ସ୍କୁଲରେ ତାଲା ପଡ଼ିଥିବା ଦେଖି ସ୍କୁଲ ବାରଣ୍ଡାରେ ପାଠ ପଢ଼ାଇଥିଲେ। ପରେ ଗ୍ରାମବାସୀ ଶିକ୍ଷକମାନଙ୍କ ସହ ସମସ୍ୟା ବିଷୟରେ ଆଲୋଚନା କରିଥିଲେ। ତେବେ ଏ ନେଇ କଣାସ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଟେଲିଫୋନ୍‌ ମାଧ୍ୟମରେ ଯୋଗାଯୋଗ କରିଥିଲେ ମଧ୍ୟ ପ୍ରତିକ୍ରିୟା ମିଳିପାରି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri