ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଲେ

ଝରିଗାଁ, ୧୨ା୩(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବଡ଼ଟେମରା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନାଏବ ସରପଞ୍ଚ ନିର୍ବାଚନକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଝରିଗାଁ ବ୍ଲକର ଧମନାଗୁଡ଼ା, ଧୋଡ୍ରା, ଭାଲୁକୁନାଡି ଏବଂ ଫୁପୁଗାଁ ପଞ୍ଚାୟତରେ କୋରମ ଅଭାବ ଯୋଗୁ ନାଏବ ସରପଞ୍ଚ ନିର୍ବାଚନ ହୋଇ ପାରି ନ ଥିବା ବିଡ଼ିଓ ସତ୍ୟନାରାୟଣ ମେହେର ସୂଚନା ଦେଇଛନ୍ତି।
ବଡ଼ ଟେମେରା ପଞ୍ଚାୟତରେ ସରପଞ୍ଚ ଆସନ ପାଇଁ ୩ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିଲେ। ତେବେ ଜାଣିଶୁଣି ୨ଜଣଙ୍କ ନାମାଙ୍କନ ପତ୍ର ନାକଚ କରାଯାଇ ଚଟୁପକନା ଗ୍ରାମର ଯମୁନା ମୁଦୁଲିଙ୍କୁ ବିଜୟୀ ଘୋଷଣା କରାଯାଇଥିଲା ବୋଲି ପଞ୍ଚାୟତବାସୀ ଅଭିଯୋଗ କରିଛନ୍ତି। ତେଣୁ ପ୍ରଥମେ ସରପଞ୍ଚ ଓ ପରେ ନାଏବ ସରପଞ୍ଚ ନିର୍ବାଚନ କରିବାକୁ ସେମାନେ କହିଛନ୍ତି। ପଞ୍ଚାୟତ ମୁଖ୍ୟ ଫାଟକରେ ତାଲା ପକାଇ ଦେଇଥିଲେ। ଖବରପାଇ ଝରିଗାଁ ତହସିଲଦାର ହୃଷିକେଶ ଗଣ୍ଡ, ଉମରକୋଟ ଏସ୍‌ଡ଼ିପିଓ ଦିନେଶ କୁମାର ନାଏକ, ଝରିଗାଁ ଥାନାଧିକାରୀ ନଟବର ନନ୍ଦ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ ଲୋକମାନଙ୍କୁ ବୁଝାଶୁଝା କରିଥିଲେ। ତେବେ ଏଠାରେ ନାଏବ ସରପଞ୍ଚ ନିର୍ବାଚନ ସ୍ଥଗିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ସୃଷ୍ଟି ହେଲା ୪ ବଡ଼ ରାଜଯୋଗ: କନ୍ୟା ସମେତ ଏହି ସବୁ ରାଶିଙ୍କର ସୁବର୍ଣ୍ଣ ସମୟ ଆରମ୍ଭ, ଧନବର୍ଷା ସହ ଚାକିରିରେ ପଦୋନ୍ନତି

ଭୁବନେଶ୍ୱର: ଆଜି ୧୪ ସେପ୍ଟେମ୍ବର ୨୦୨୬, ସୋମବାର। ଭାଦ୍ରବ ମାସ ଶୁକ୍ଳପକ୍ଷ ତୃତୀୟା ତିଥି ସହ ଚତୁର୍ଥୀ ତିଥି ମଧ୍ୟ ରହିଛି। ଏହି କାରଣରୁ ଆଜି ଗଣେଶ…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

AIକୁ ନେଇ ବିଶ୍ୱକୁ ସତର୍କବାଣୀ ଶୁଣାଇଲେ ସତ୍ୟ ନାଡେଲା; ଜାଣନ୍ତୁ…

ଓ୍ବାଶିଂଟନ,୧୪।୯: ବିଶ୍ୱସ୍ତରୀୟ ଆଇଟି ମହାକୁମ୍ଭ ମାଇକ୍ରୋସଫ୍ଟର ଅଧ୍ୟକ୍ଷ ଏବଂ ସିଇଓ ସତ୍ୟ ନାଡେଲା AI ସହିତ ଜଡିତ ବଢୁଥିବା ବିପଦ ମଧ୍ୟରେ ଚିନ୍ତା ପ୍ରକାଶ କରିଛନ୍ତି। ସେ…

ଗୁରୁ-ଚନ୍ଦ୍ରଙ୍କ ନବପଞ୍ଚମ ଯୋଗ: ଆଜିଠୁ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଆର୍ଥିକ ଲାଭ ସହ ହେବ ମାଲାମାଲ

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଗ୍ରହ ଓ ନକ୍ଷତ୍ରଙ୍କ ଚଳନର ପ୍ରଭାବ ମଣିଷର ଜୀବନ ଉପରେ ପଡ଼ିଥାଏ। ଚନ୍ଦ୍ରଙ୍କ ଗୋଚର ପରେ ବିଛା ରାଶିରେ ଥିବା ଚନ୍ଦ୍ର…

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?