Posted inଖେଳ

Champions Trophy 2025: ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଦଳରୁ ବାହାରିଲେ  ଘାତକ ବୋଲର

ନୂଆଦିଲ୍ଲୀ,୧୮।୨: ନିକଟରେ ନ୍ୟୁଜିଲାଣ୍ଡ ପାକିସ୍ତାନକୁ ପରାସ୍ତ କରି ବିଜୟୀ ହୋଇଥିଲା। ସେହିପରି ଏବେ ମିଚେଲ ସାଣ୍ଟନରଙ୍କ ଅଧିନାୟକତ୍ୱରେ ନ୍ୟୁଜିଲାଣ୍ଡ ଏବେ ଚାମ୍ପିଅନ୍ସ ଟ୍ରଫି ଟାଇଟଲ ଉପରେ ନଜର ରଖିଛି। କିନ୍ତୁ ଟୁର୍ନାମେଣ୍ଟ ଆରମ୍ଭ ହେବା ପୂର୍ବରୁ ନ୍ୟୁଜିଲାଣ୍ଡ ଦଳ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ପ୍ରକୃତରେ, ନ୍ୟୁଜିଲାଣ୍ଡର ଦ୍ରୁତ ବୋଲର ଲକି ଫର୍ଗୁସନ ଟୁର୍ନାମେଣ୍ଟରୁ ବାହାର ହୋଇଯାଇଛନ୍ତି। ଚାମ୍ପିଅନ୍ସ ଟ୍ରଫିରୁ ଲକି ଫର୍ଗୁସନଙ୍କ ବାଦ୍‌ ପଡ଼ିବା ଦଳ ପାଇଁ ଏକ ବଡ଼ ଧକ୍କା ବୋଲି ବିବେଚନା କରାଯାଉଛି। ହେଲେ ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ ଲକି ଫର୍ଗୁସନଙ୍କ ରିପେ୍‌ଲସମେଣ୍ଟ ଘୋଷଣା କରିଛି। ଫର୍ଗୁସନଙ୍କ ସ୍ଥାନରେ କାଇଲି ଜାମିସନଙ୍କୁ କିୱି ଦଳରେ ସାମିଲ କରାଯାଇଛି।

ଫର୍ଗୁସନ ତାଙ୍କର ଦ୍ରୁତ ଗତି ଏବଂ ଉଇକେଟ୍‌ ନେବା କ୍ଷମତା ପାଇଁ ଜଣାଶୁଣା। କିନ୍ତୁ ଏବେ ନ୍ୟୁଜିଲ୍ୟାଣ୍ଡ ଚାମ୍ପିଅନ୍ସ ଟ୍ରଫିରେ ଫର୍ଗୁସନଙ୍କୁ କମି ଅନୁଭବ କରିପାରେ। ତେବେ ଫର୍ଗୁସନଙ୍କ ରିପେ୍‌ଲସମେଣ୍ଟ କାଇଲି ଜାମିସନ କିପରି ପ୍ରଦର୍ଶନ କରନ୍ତି ତାହା ଦେଖିବା ଆକର୍ଷଣୀୟ ହେବ।

ଆପଣଙ୍କୁ କହି ରଖୁଛୁ ଯେ, ୬୫ଟି ଦିନିକିଆ ବ୍ୟତୀତ ି ଫର୍ଗୁସନ ୪୩ଟି ଟି-୨୦ ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡର ପ୍ରତିନିଧିତ୍ୱ କରିଛନ୍ତି। ଏହା ବ୍ୟତୀତ ଫର୍ଗୁସନ କିୱି ଦଳ ପାଇଁ ଗୋଟିଏ ଟେଷ୍ଟ ଖେଳିଛନ୍ତି। ଫର୍ଗୁସନ ଦିନିକିଆ ଫର୍ମାଟରେ ୩୧.୫୬ ହାରାହାରି, ଷ୍ଟ୍ରାଇକ ରେଟ ୩୩.୩୩ ଏବଂ ୫୬୮ ଇକୋନୋମିରେ ୯୯ଟି ଉଇକେଟ୍‌ ନେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri