ଭିଜିଲାନ୍ସ ଜାଲରେ ଲୋଇସିଂହା ଆଇଆଇସି

ବଲାଙ୍ଗୀର ଅଫିସ,୨୪ା୮: ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲା ଲୋଇସିଂହା ଆଇଆଇସି ସଂଗ୍ରାମ ପଟ୍ଟନାୟକ। ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଆଇଆଇସିଙ୍କୁ କାବୁ କରିଛି ବରଗଡ଼ ଭିଜିଲାନ୍ସ ଟିମ୍‌। ବରଗଡ଼ ଜିଲା ଗାଇସିଲେଟ ଥାନା କେନ୍ଦୁମୁଣ୍ଡି ଗାଁର ଜଣେ ଲାଇସେନ୍ସପ୍ରାପ୍ତ ମଦ ବେପାରୀ ଭାବଗ୍ରାହୀ ସାହୁଙ୍କ ମଦ ବୋଝେଇ ଗାଡ଼ିକୁ ସିଜ୍‌ କରିଥିଲେ ଆଇଆଇସି। ଏହି ଗାଡ଼ିକୁ ଛାଡ଼ିବା ପାଇଁ ଭାବଗ୍ରାହୀଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ସଂଗ୍ରାମ। ଏନେଇ ଭାବଗ୍ରାହୀ ବରଗଡ଼ ଭିଜିଲାନ୍ସ ବିଭାଗକୁ ଖବର ଦେଇଥିଲେ। ବରଗଡ଼ ଓ ସମ୍ବଲପୁର ଭିଜିଲାନ୍ସ ବିଭାଗର ମିଳିତ ଟିମ୍‌ ପୂର୍ବ ଯୋଜନା ମୁତାବକ, ଲୋଇସିଂହା ଥାନାରେ ଲାଞ୍ଚ ନେଉଥିବା ସମୟରେ ସଂଗ୍ରାମଙ୍କୁ କାବୁ କରିଥିଲେ। ବଲାଙ୍ଗୀର ଟାଉନ ଥାନା ନିକଟରେ ଥିବା ତାଙ୍କ ସରକାରୀ ଘରେ ଛାନ୍‌ଭିନ୍‌ କରୁଛି ଭିଜିଲାନ୍ସ ଟିମ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଟିକା ଉତ୍ସବ କାହିଁକି ବୋଲି ପ୍ରଶ୍ନ କଲା କଂଗ୍ରେସ

ଭୁବନେଶ୍ୱର, ୧୩।୪(ବ୍ୟୁରୋ): ଗତ ରବିବାରଠାରୁ ଆସନ୍ତା ୧୫ ତାରିଖ ୪ଦିନ ବ୍ୟାପୀ ସମଗ୍ର ଦେଶରେ ପ୍ରଧାନମନ୍ତ୍ରୀ ଟିକା ଉତ୍ସବ ପାଳନ ନିମିତ୍ତ ଘୋଷଣା କରିଛନ୍ତି। ଗତ...

ଆଇରନ ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ୍ୟୁ: କ୍ଷତି ପୂରଣ ଦାବିରେ ରାସ୍ତାରୋକ

ଭଦ୍ରକ ଅଫିସ,୨୨।୪: ଭଦ୍ରକ-ଆନନ୍ଦପୁର ୫୩ ନଂ ରାଜ୍ୟ ରାଜପଥର ବନ୍ତ ବଜାର ଜଳସେଚନ ଅଫିସ ନିକଟରେ ଆଇରନ ଟ୍ରକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।...

ଛତ୍ରପୁର ୬ ଦିନିଆ ଶଟ୍‌ଡାଉନ: ହେବ ସମସ୍ତଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ

ଛତ୍ରପୁର, ୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଏନ୍‌ଏସିକୁ ୬ ଦିନ ସମ୍ପୂର୍ଣ୍ଣ ଶଟ୍‌ଡାଉନ କରାଯାଇଛି। ମଙ୍ଗଳବାର ପ୍ରଥମ ଦିନରେ ଛତ୍ରପୁର ସହର ଖାଁ ଖାଁ...

ଯୌତୁକ ପାଇଁ ଯାଇଛି ମୋ ଝିଅର ଜୀବନ

ଭଣ୍ଡାରିପୋଖରୀ,୧୪।୩: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ଦାଣ୍ଡକୁଳ ଗ୍ରାମରେ ଅଧିକ ଯୌତୁକ ପାଇଁ ମିନତି ସେଠୀ ନାମ୍ନୀ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ...

ରାଇଘର ନାବାଳିକା ନିଖୋଜ ଘଟଣା: ପରିତ୍ୟକ୍ତ କୂଅରୁ ଉଦ୍ଧାର ହେଲା ମୃତଦେହ; ପୋଲିସର ତଦନ୍ତ ଆରମ୍ଭ

ରାଇଘର,୭।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକ କୁନ୍ଦେଇ ଥାନା ଅନ୍ତର୍ଗତ ପଖନାପାରା ଗ୍ରାମର ଦୁଇଜଣ ନାବାଳିକା ଗତ ମଙ୍ଗଳବାରଠାରୁ ନିଖୋଜ ଥିଲେ। ତିନିଦିନ ଧରି ଗ୍ରାମବାସୀ...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ଏନ୍‌ଓସି ଦେଇଛି ଏନ୍‌ଏମ୍‌ଏ

ପୁରୀ ଅଫିସ,୧୨।୩: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ଜାତୀୟ ସ୍ମାରକୀ ପ୍ରାଧିକରଣ (ଏନ୍‌ଏମ୍‌ଏ) ନୋ ଅବ୍‌ଜେକ୍ସ ସାର୍ଟିଫିକେଟ (ଏନ୍‌ଓସି) ଦେଇଥିବାବେଳେ ଆଇନସମ୍ମତ ଭାବେ କାର୍ଯ୍ୟ ଚାଲିଛି...

ମହିଳା ଏସ୍‌ଆଇଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ: ଦୋଷ ମୁକ୍ତ ପୋଇଁ ଅଭିଯୋଗକାରୀଙ୍କୁ ଅପହରଣ

ପାରଳାଖେମୁଣ୍ଡି,୨୮।୪(ବ୍ୟୁରୋ): ରକ୍ଷକ ସାଜିଲା ବକ୍ଷକ। ମହିଳା ଏସ୍‌ଆଇଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ । ଜଣେ ବୃଦ୍ଧ ବ୍ୟକ୍ତିଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେବା...

୭୦ ବର୍ଷରେ ମତୋ ଗଜଲକ୍ଷ୍ମୀ ପୂଜା

ଚାନ୍ଦବାଲି, ୧୫।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋର ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା କୁମାର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଛି। ପୂଜା ପାଇଁ ସମଗ୍ର ଅଞ୍ଚଳ...

Advertisement
Archives

Model This Week