ଭିଜିଲାନ୍ସ ଜାଲରେ ଲୋଇସିଂହା ଆଇଆଇସି

ବଲାଙ୍ଗୀର ଅଫିସ,୨୪ା୮: ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲା ଲୋଇସିଂହା ଆଇଆଇସି ସଂଗ୍ରାମ ପଟ୍ଟନାୟକ। ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଆଇଆଇସିଙ୍କୁ କାବୁ କରିଛି ବରଗଡ଼ ଭିଜିଲାନ୍ସ ଟିମ୍‌। ବରଗଡ଼ ଜିଲା ଗାଇସିଲେଟ ଥାନା କେନ୍ଦୁମୁଣ୍ଡି ଗାଁର ଜଣେ ଲାଇସେନ୍ସପ୍ରାପ୍ତ ମଦ ବେପାରୀ ଭାବଗ୍ରାହୀ ସାହୁଙ୍କ ମଦ ବୋଝେଇ ଗାଡ଼ିକୁ ସିଜ୍‌ କରିଥିଲେ ଆଇଆଇସି। ଏହି ଗାଡ଼ିକୁ ଛାଡ଼ିବା ପାଇଁ ଭାବଗ୍ରାହୀଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ସଂଗ୍ରାମ। ଏନେଇ ଭାବଗ୍ରାହୀ ବରଗଡ଼ ଭିଜିଲାନ୍ସ ବିଭାଗକୁ ଖବର ଦେଇଥିଲେ। ବରଗଡ଼ ଓ ସମ୍ବଲପୁର ଭିଜିଲାନ୍ସ ବିଭାଗର ମିଳିତ ଟିମ୍‌ ପୂର୍ବ ଯୋଜନା ମୁତାବକ, ଲୋଇସିଂହା ଥାନାରେ ଲାଞ୍ଚ ନେଉଥିବା ସମୟରେ ସଂଗ୍ରାମଙ୍କୁ କାବୁ କରିଥିଲେ। ବଲାଙ୍ଗୀର ଟାଉନ ଥାନା ନିକଟରେ ଥିବା ତାଙ୍କ ସରକାରୀ ଘରେ ଛାନ୍‌ଭିନ୍‌ କରୁଛି ଭିଜିଲାନ୍ସ ଟିମ୍‌।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ବାଲିଯାତ୍ରା: ପୁଣି ଆସନ୍ତା ବର୍ଷକୁ ଅପେକ୍ଷା

କଟକ ଅଫିସ, ୨୧।୧୧: ୯ ଦିନ ଧରି ଚାଲିଥିବା ଐତିହାସିକ କଟକ ବାଲିଯାତ୍ରା ବୁଧବାର ଶେଷ ହୋଇଛି। ଏଥିରେ ୫ ଲକ୍ଷ ଲୋକଙ୍କ ସମାଗମ ହୋଇଥିବାବେଳେ...

ମାଧପୁର ପଞ୍ଚାୟତରେ ବ୍ୟାପକ ଅନିୟମିତତା ଅଭିଯୋଗ: ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାହିଁ ଯୋଗ୍ୟ ହିତାଧିକାରୀଙ୍କ ନାଁ

ମାଧପୁର,୨୧।୨(ଡି.ଏନ୍‌.ଏ) : ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ପଞ୍ଚାୟତରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହେଉଛି। ଫନି ପରେ ପଞ୍ଚାୟତର ପ୍ରତ୍ୟେକ ଗାଁ...

ବର୍ଜ୍ୟବସ୍ତୁ ଖାଇ ପୁଣି ଗାଈ ମୃତ

ସଜନାଗଡ଼, ୨୪।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଏନ୍‌ଏସିର ଦାୟିତ୍ୱହୀନତା ପାଇଁ ଗୋଟିଏ ପରେ ଗୋଟିଏ ଗୋରୁଙ୍କ ମୃତ୍ୟୁ ହେଉଥିବା ଅଭିଯୋଗ ହୋଇଛି। କିଛିମାସ ପୂର୍ବରୁ ଉକ୍ତ ଅଞ୍ଚଳରେ...

ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ସହ ମଧ୍ୟାହ୍ନଭୋଜନ କଲେ ଜିଲାପାଳ

ଝରିଗାଁ,୧୮।୧୧(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ସଦରମହକୁମାରେ ରହିଥିବା ଏକ୍ସ ବୋର୍ଡ ପ୍ରାଥମିକ ବିଦ୍ୟାଳୟକୁ ଜିଲାପାଳ ଡା. ଅଜିତ୍‌ କୁମାର ମିଶ୍ର ସୋମବାର ଗସ୍ତ କରିଛନ୍ତି। ସେଠାରେ...

୧୪ ଜଣ ଚାଷୀଙ୍କୁ ମୃତ୍ତିକା କାର୍ଡ

ଅନୁଗୋଳ ଅଫିସ୍‌, ୫।୧୨: ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବିଶ୍ବ ମୃତ୍ତିକା ଦିବସ ପାଳନ କରାଯାଇଛି। ଏହି ଅବସରରେ ଜିଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା...

ଆଜବେଷ୍ଟସ୍‌ ଘରେ ଚାଲିଛି ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା

ପଟ୍ଟାମୁଣ୍ଡାଇ,୨୬ା୮(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲାର ପ୍ରମୁଖ ଜନବହୁଳ ପୂର୍ଣ୍ଣ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ୧୯୧୭ ମସିହା ବ୍ରିଟିସ ଅମଳର ଆଜବେଷ୍ଟସ ଘରେ ୧୦୪ ହେଲା ଚାଲିଛି। ଏହି...

ବସ୍‌ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଲା, ୩୮ ଗୁରୁତର

ବ୍ରହ୍ମପୁର ଅଫିସ,୨୯।୧: ତପ୍ତପାଣି ଘାଟିରେ ବୁଧବାର ବଡି ଭୋରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଥିବାବେଳେ ୩୮ଜଣ ଗୁରୁତର...

ଅତିରିକ୍ତ ତହସିଲଦାର, ଆର୍‌ଆଇଙ୍କୁ ଆକ୍ରମଣ ଘଟଣା: କଲମଛାଡ଼ ଆନ୍ଦୋଳନ ପ୍ରତ୍ୟାହୃତ

ଭଣ୍ଡାରିପୋଖରୀ,୫।୨(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ମଞ୍ଜୁରୀରୋଡ଼ଠାରେ ଥିବା ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟରେ ପଶି ଗତ ସୋମବାର ବାଲିମାଫିଆମାନେ ଅତିରିକ୍ତ ତହସିଲଦାର, ଆର୍‌ଆଇଙ୍କୁ ଆକ୍ରମଣ...

Advertisement
Archives

Model This Week