Posted inଜାତୀୟ

ଗୃହରେ ବିରୋଧୀଙ୍କ ହଙ୍ଗାମା,ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଲୋକ ସଭା ସ୍ଥଗିିତ

ନୂଆଦିଲ୍ଲୀ,୬।୪: ସଂସଦର ବଜେଟ ଅଧିବେଶନ ଦ୍ୱିତୀୟ ପର୍ଯ୍ୟାୟର ଶେଷ ଦିନରେ ମଧ୍ୟ ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲିପାରିନାହିଁ। ଗୃହକାର୍ଯ୍ୟ ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଯାହା ପରେ ଲୋକ ସଭାର ପ୍ରକ୍ରିୟା ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ଏଥି ସହିତ ରାଜ୍ୟ ସଭାରେ ମଧ୍ୟ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ଗୃହକାର୍ଯ୍ୟକୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି।

ବିରୋଧୀ ତଥା ଶାସକ ଦଳର ହଙ୍ଗାମା ହେତୁ ମାର୍ଚ୍ଚ ୧୩ରୁ ଆରମ୍ଭ ହୋଇଥିବା ସଂସଦର ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ଲୋକ ସଭା ଓ ରାଜ୍ୟ ସଭା ଗୃହକାର୍ଯ୍ୟ ବାରମ୍ବାର ବ୍ୟାଘାତ ଘଟିଛି। ଜେପିସି ପ୍ରତିଷ୍ଠା ଦାବିରେ ବିରୋଧୀ ଦଳ ଜିଦ ଧରି ବସିଥିବା ବେଳେ ଅନ୍ୟପଟେ, ଶାସକ ଦଳ ଲଣ୍ଡନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିବୃତ୍ତିକୁ ନେଇ ସେ କ୍ଷମା ମାଗନ୍ତୁ ବୋଲି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌…

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ…

ଘାଟିରେ ଓଲଟିଲା ଟ୍ରକ୍‌: ତଳେ ଚାପି ହୋଇ ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର

ମୋହନା,୨୪ା୬(ମନ୍ମଥ ମିଶ୍ର): ଘାଟିରେ ଓଲଟିଲା ଟ୍ରକ୍‌, ଦୁର୍ଘଟଣାରେ ଟ୍ରକ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତେ ପଶ୍ଚିମବଙ୍ଗର…

ଶ୍ରଦ୍ଧା ଭୟଙ୍କର ଅବତାର ଦେଖି ପ୍ରଶଂସକ ଆଶ୍ଚର୍ଯ୍ୟ

ବକ୍ସ ଅଫିସରେ ଫିଲ୍ମ ‘ସ୍ତ୍ରୀ’ ଜରିଆରେ ହୃଦୟ ଜିତିଥିବା ଶ୍ରଦ୍ଧା କପୁର ପୁଣି ବଡ଼ ପରଦାକୁ ଜବରଦସ୍ତ ଭାବେ ଏଣ୍ଟ୍ରି କରିଛନ୍ତି। ମ୍ୟାଡକ୍‌ ଫିଲ୍ମସର ବହୁ ପ୍ରତୀକ୍ଷିତ…

ଗୁରୁବାର ନବୀନ କରିବେ ବଡ଼ ଘୋଷଣା! ସୁଜାତା କାର୍ତ୍ତିକେୟନକୁ ନେଇ ଆସିଲା ବଡ଼ ଖବର

ଭୁବନେଶ୍ୱର,୨୬।୬: ଗୁରୁବାର ବିଜେଡିରେ ମିଶିପାରନ୍ତି ସୁଜାତା କାର୍ତ୍ତିକେୟନ। ବୁଧବାର ବରିଷ୍ଠ ନେତାଙ୍କ ସହ ନବୀନଙ୍କ ଆଲୋଚନା ପରେ ବଢ଼ିଲା ଚର୍ଚ୍ଚା। ଶଙ୍ଖ ଭବନରେ ଏନେଇ ନବୀନ ବଡ଼…

କେନ୍ଦ୍ର ସରକାର ବଦଳାଇଲେ ରାଶନ ନିୟମ! ଏବେ ପରିବାର ନୁହେଁ, ସଦସ୍ୟଙ୍କ ସଂଖ୍ୟା ଆଧାରରେ ମିଳିବ…

ନୂଆଦିଲ୍ଲୀ, ୨୪।୬: ଦେଶର ସାର୍ବଜନୀନ ବଣ୍ଟନ ବ୍ୟବସ୍ଥା (PDS) ଏବଂ ରାଶନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିପାରେ। କେନ୍ଦ୍ର ସରକାର ଜାତୀୟ ଖାଦ୍ୟ ସୁରକ୍ଷା…

ପୁରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪ା୬(ଅଜିତ କୁମାର ମହାନ୍ତି): ପୁରୀରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ ଜଣେ ହୋଟେଲ ମାଲିକଙ୍କୁ ବୀଭତ୍ସ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri