ବିଜେଡିର ଲୋକ ସଭା ପ୍ରାର୍ଥୀ: ୨୧ରୁ ୬ ରିପିଟ୍‌

ଭୁବନେଶ୍ୱର,୧୧।୪: ଚତୁର୍ଥ ପର୍ଯ୍ୟାୟରେ ବିଜେଡି ବଳକା ଲୋକ ସଭା ଆସନ ପ୍ରାର୍ଥୀ ଘୋଷଣା କରିଛି। ଦଳ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ବାଲେଶ୍ୱରରୁ ପ୍ରାର୍ଥୀ କରିଛି। ମୋଟ ୨୧ଟି ଲୋକ ସଭା ଆସନ ମଧ୍ୟରୁ ଦଳ ମାତ୍ର ୪ଜଣ ଏମ୍‌ପିଙ୍କୁ ରିପିଟ୍‌ କରିଛି। ଆଉ ୨ଜଣ ପରାଜିତ ପ୍ରାର୍ଥୀଙ୍କ ମଧ୍ୟରୁ ଜଣେ ପ୍ରାର୍ଥୀ ଅରୂପ ପଟ୍ଟନାୟକଙ୍କ ସ୍ଥାନ ପରିବର୍ତ୍ତନ କରିଥିବା ବେଳେ କୌଶଲ୍ୟା ହିକକାଙ୍କୁ କୋରାପୁଟରୁ ଲିବାକୁ ଆଉଥରେ ସୁଯୋଗ ଦେଇଛି।

ଅନ୍ୟପଟେ, ବିଜେଡି ଲୋକ ସଭା ନିର୍ବାଚନରେ ମୋଟ ୭ଜଣ ମହିଳାଙ୍କୁ ପ୍ରାର୍ଥୀ କରି ୩୩ ପ୍ରତିଶତ ମହିଳାଙ୍କୁ ଟିକେଟ୍‌ ଦେବାର ପ୍ରତିଶ୍ରୁତି ପୂରଣ କରିଛି। ଦଳ ଯାଜପୁର-ଶର୍ମିଷ୍ଠା ସେଠୀ ଓ ଭଦ୍ରକ-ମଞ୍ଜୁଲତା ମଣ୍ଡଳ, ଜଗତସିଂହପୁରରୁ ରାଜଶ୍ରୀ ମଲ୍ଲିକଙ୍କୁ ରିପିଟ୍‌ କରିଥିବାବେଳେ କୋରାପୁଟରେ ଗତଥର ପରାଜିତ କୌଶଲ୍ୟାଙ୍କୁ ପୁଣିଥରେ ସୁଯୋଗ ଦେଇଛି। ସେହିପରି ଆସିକାରୁ ରଞ୍ଜିତା ସାହୁ, ବରଗଡରୁ ପରିଣୀତା ମିଶ୍ର ଓ ବାଲେଶ୍ୱରରେ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ମିଶାଇ ମୋଟ ୭ଜଣ ମହିଳାଙ୍କୁ ପ୍ରାର୍ଥୀ କରିଛି ବିଜେଡି।


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ…

ପୋଖରୀରେ ଗାଧୋଉଥିଲେ ଯୁବକ, ୨ ରାଉଣ୍ଡ ଗୁଳି ଚଳାଇ ଲୁଟିନେଲେ ବାଇକ

ନୟାଗଡ, ୨୦।୮(ଲୋକନାଥ ମିଶ୍ର): ନୟାଗଡ ଜିଲା ଚାନ୍ଦପୁର ଥାନା କୁସୂପଲାରେ ୨ରାଉଣ୍ଡ ଗୁଳି ଚାଳନା ହୋଇଛି । ପୋଖରୀରେ ଗାଧୋଉ ଥିବା ବେଳେ ଗୁରୁବାର ଅପରାହ୍ନ ପ୍ରାୟ…

କେସିଙ୍ଗାରେ ବିଜେଡି ଯୁବ ରାଜ୍ୟ ସଭାପତି, କହିଲେ ଆଗାମୀ ପଞ୍ଚାୟତ ନିର୍ବାଚନରେ…

କେସିଙ୍ଗା,୨୦ା୮(ତୁମେଶ୍ୱର ସାହୁ): ରାଜ୍ୟ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଚିନ୍ମୟ କୁମାର ସାହୁ ନବରଙ୍ଗପୁରରେ ହେବାକୁ ଥିବା ଛାତ୍ର ସମାବେଶରେ ଯୋଗ ଦେବାପାଇଁ ଗୁରୁବାର…

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି ।…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri